ରାଜ୍ୟ

ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ କ୍ଷତିପୂରଣ ପ୍ରଦାନ କଲେ ରେଳ କର୍ମଚାରୀ

ସୋର,୩।୬: ବାହାନଗାରେ ଶୁକ୍ରବାର ହୋଇଥିବା ଟ୍ରେନ୍‌ ଦୁର୍ଘଟଣାରେ ୨୩୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯୦୦ରୁ ଉର୍ଦ୍ଧ ବ୍ୟକ୍ତି ଆହତ ହୋଇଛନ୍ତି। ତେବେ ଏନେଇ ସୋର ମେଡିକାଲରେ ରେଳ କର୍ମଚାରୀ ଆହତଙ୍କୁ ୫୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ଶୁକ୍ରବାର ରେଳ ମନ୍ତ୍ରୀ ଅଶ୍ୱିନି ବେଷ୍ଣବ…

ବାହାନଗାରେ ମମତା: କଲେ ଦୁର୍ଘଟଣାସ୍ଥଳ ପରିଦର୍ଶନ

ଭୁବନେଶ୍ୱର,୩।୪(ବ୍ୟୁରୋ)/କୋଲକାତା: ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ପହଞ୍ଚିଛନ୍ତି। ସେ ହେଲିକପ୍ଟର ଯୋଗେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହା ପୂର୍ବରୁ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ…

୪ଟି ଟ୍ରେନ୍‌ର ରୁଟ ପରିବର୍ତ୍ତିନ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ବରର ବାହାନଗାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣା ପରେ ବର୍ତ୍ତମାନ ସୁଦ୍ଧା ଗୋଟେ ଟ୍ରେନ ବାତିଲ ହୋଇଥିବା ବେଳେ ୪ଟି ଟ୍ରେନର ରୁଟ ପରିବର୍ତ୍ତିତ କରାଯାଇଛି । ଶତାବ୍ଦୀ ଟ୍ରେନ ବାତିଲ ହୋଇଥିବା ଅନେକ ଯାତ୍ରୀ ଅସୁବିଧାରେରେ ପଡିଛନ୍ତି। ତେବେ ନିଜର…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: କ୍ଷତିପୂରଣ ଘୋଷଣା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏଯାବତ୍‌ ୨୭୭ଜଣ ମୃତ ହୋଇଥିବାବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏନେଇ ମୃତ ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌। ମୃତକଙ୍କ ପରିବାରକୁ ୫ଲକ୍ଷ ଏବଂ ଆହତଙ୍କୁ…

ଟ୍ରେନ ଦୁର୍ଘଟଣା: ଘଟଣାସ୍ଥଳକୁ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୬(ବ୍ୟରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାକୁ ନେଇ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ତେବେ ଶନିବାର ସନ୍ଧ୍ୟାରେ ଦୁର୍ଘଟଣାସ୍ଥଳକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଘଟଣାସ୍ଥଳ ପରିଦର୍ଶନ ପରେ କଟକ ଏସ୍‌ସିବି…

୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ

୧୪ ବର୍ଷ ତଳେ ଯାଜପୁରରୋଡ୍‌ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୦୦୯ ଫେବୃୟାରୀ ୧୩ ତାରିଖ ସନ୍ଧ୍ୟାରେ କରମଣ୍ଡଳର ୧୧ଟି ସ୍ଲିପର ଓଧାନ ୨ଟି ଜେନେରାଲ ବଗିକୁ ମିଶାଇ ମୋଟ ୧୩ ବଗି ଲାଇନଚ୍ୟୁତ ହୋଇଥିଲା। ଏହି ଦୁର୍ଘଟଣାରେ ୧୬ ଯାତ୍ରୀଙ୍କ…

ଟ୍ରେନ ଦୁର୍ଘଟଣା ପରେ ବଦଳିଲା ଗତିପଥ: କେନ୍ଦୁଝର ଦେଇ ଚଳାଚଳ କରିବ ଏହି ସବୁ ଟ୍ରେନ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ପରେ ଜରୁରୀକାଳିନ ଭାବେ ବିଭିନ୍ନ ଜିଲା ଦେଇ ଅନେକ ଟ୍ରେନର ରାସ୍ତା ପରିବର୍ତ୍ତନ କରାଯାଇଛି । ସେହି କ୍ରମରେ କେନ୍ଦୁଝରଗଡ ଷ୍ଟେଶନ ଦେଇ ଯିବା…

ସ୍ଥାନୀୟ ଲୋକାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ସୋର,୩।୬(ଡି.ଏନ.ଏ):ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୂର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ସେଠାରେ ପହଞ୍ଚି ସେ ସ୍ଥିତି ଅନୁଧ୍ୟାନ କରିବା ସହ ସେ ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ ଦେଇଛନ୍ତି। ସ୍ଥାନୀୟ ଲୋକ ଦୂର୍ଘଟଣାସ୍ଥଳରେ ଆହତ…

ଟ୍ରେନ ଦୁର୍ଘଟଣା: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି…

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ପ୍ରାୟ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବଢିବା ନେଇ ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ, ପ୍ରଶାସନିକ…

ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ: ସ୍ଥିତି ଅନୁଧ୍ୟାନ କଲେ, ଆହତଙ୍କୁ ଭେଟିଲେ

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳ ଅନୁଧ୍ୟାନ କରିବା…

ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏଯାବତ୍‌ ୨୩୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ…

ସମ୍ବଲପୁର ଉତ୍ତପ୍ତ ସହର

ସମ୍ବଲପୁର,୩ା୬(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟର ଆଭ୍ୟନ୍ତରୀଣ ଜିଲାଗୁଡିକରେ ତାପମାତ୍ରା ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟକର ହେଉଛି। ଜରୁରୀ କାମ ନ ଥିଲେ ଲୋକେ ଘରୁ ବାହାରୁନାହାନ୍ତି। ବିଶେଷ କରି ପଶ୍ଚିମଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?