ବଡ଼ଦିନରୁ ଥରିବ ଓଡ଼ିଶା
ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଘନକୁହୁଡ଼ି ନେଇ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି। ଆଗାମୀ…
ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍
ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ ଓ ପାର୍ଟପ୍ଲଟ ବିକ୍ରି ଭଳି ୧୩ଟି ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଗଲାଣି। ହେଲେ ତୃଣମୂଳସ୍ତରରେ…
୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କଟକ, ବ୍ରହ୍ମପୁର, ବୁର୍ଲା, ସୁନ୍ଦରଗଡ଼, କୋରାପୁଟ,…
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ। ହେଲେ ରେଳ ଲାଇନ ଉପରେ ମୃତକଙ୍କ ବ୍ୟାଗ, ମୋବାଇଲ ଫୋନ ଥିବାରୁ ପୋଲିସ ପହଞ୍ଚିବା…
SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍ଟି ଲେଭଲ୍ ପାର୍କିଂ
ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏହି ବୈଠକରେ କଟକ ଏସ୍.ସି.ବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ସହ…
ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଜଳ ସମ୍ପଦ ବିଭାଗର ‘ରାଜୀବ ଭବନ’ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି…
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ମା’ଙ୍କ ଦର୍ଶନ ନମନ୍ତେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଲାଗି ରହିବ।…
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପ ସମ୍ପର୍କରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ ହେବ। ଏଥିପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭଞ୍ଜନଗର ବିଧାୟକ ତଥା କୁର୍ମୀ କ୍ଷତ୍ରିୟ…
ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ
ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ ବାବୁ ଯାହା ନିଷ୍ପତ୍ତି ନେବେ, ଆମେ ତାହାକୁ ମାନିବୁ। ଅନ୍ୟପକ୍ଷେ, ଶ୍ରୀମୟୀଙ୍କ ସୋସିଆଲ ମିଡିଆ…
ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି
ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି ବାଧାପ୍ରାପ୍ତ ହେବା ସହ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇଥାଏ, ଯାହା ଚାଷୀଙ୍କ ପାଇଁ…
ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ
ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ ହ୍ରାସ ପାଇଛି। ଭୁବନେଶ୍ୱରରେ ୩ ଦିନ ତଳେ ତାପମାତ୍ରା ୧୫.୧°C ଥିବା ବେଳେ ମଙ୍ଗଳବାର…
Archives


