ରାଜ୍ୟ

ଦେବାଶିଷଙ୍କ ଭାଜପାରେ ଯୋଗଦାନକୁ ନେଇ ବିଜେଡି କ୍ଷୁବ୍ଧ, ନବୀନ ପଟ୍ଟନାୟକଙ୍କ ପାଖଲୋକ କହିଲେ, ‘ଭବିଷ୍ୟତରେ ସେ…’

ଭୁବନେଶ୍ୱର, ୨୬।୫: ଭାଜପାରେ ମିଶିଲେ ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ମଙ୍ଗଳବାର ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ପଦ୍ମ ଧରିଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପାରେ ମିଶିଛନ୍ତି ଦେବାଶିଷ। ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ…

ଭାଜପାରେ ଯୋଗଦେବା ପରେ ପ୍ରଥମ ପ୍ରତିକ୍ରିୟା ରଖିଲେ ଦେବାଶିଷ ,“ଗୁଣ୍ଡୁଚି ମୂଷା” ଭଳି …

ଭୁବନେଶ୍ୱର,୨୫।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିବା ପରେ ଦେବାଶିଷ ସାମନ୍ତରାୟ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିତ୍ୱ ଓ କାର୍ଯ୍ୟଶୈଳୀରେ ପ୍ରଭାବିତ ହୋଇ ସେ ଭାଜପାରେ ଯୋଗ ଦେବାକୁ ସିଦ୍ଧାନ୍ତ ନେଇଥିଲେ। ଏହା ସହ…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଏହି ଅଘଟଣ ଘଟିଛି। ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ…

ରାସ୍ତାରେ ବୋହୁଛି ଡ୍ରେନ ପାଣି, ଦୁର୍ଗନ୍ଧରେ ଫାଟି ପଡୁଛି ପାଡୁଆ ବଜାର

ନନ୍ଦପୁର/ ପାଡୁଆ,୨୬।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବ୍ୟବସାୟିକ କେନ୍ଦ୍ରସ୍ଥଳୀ ଭାବେ ପରିଚିତ ପାଡୁଆ ବଜାର ଦୁର୍ଗନ୍ଧରେ ଫାଟି ପଡୁଛି । ରାସ୍ତାର ଦୁଇପାର୍ଶ୍ୱରେ ଥିବା ଡ୍ରେନରେ ଅଳିଆ ଆବର୍ଜନା ସାଙ୍ଗକୁ ମଇଳା ପାଣିର ଜମାଟ ବାନ୍ଧିଛି…

ଯେମିତି କହିଲେ ସେମିତି କଲେ: ଭାଜପାରେ ଯୋଗଦେଲେ ଦେବାଶିଷ

ଭୁବନେଶ୍ୱର,୨୬।୫:ବରିଷ୍ଠ ରାଜନେତା ଦେବାଶିଷ ସାମନ୍ତରାୟ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ସୋମବାର ବିଜେଡିରୁ ଇସ୍ତଫା ଦେବା ସହ ଏମ୍‌ପି…

ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…

ଭୁବନେଶ୍ବର୨୬।୫(ପ୍ରସନଜିତ୍‌ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍‌ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ ଚନ୍ଦକା ଥାନାରେ ଅଭିଯୋଗ ହୋଇଛି। ସେ ହେଲେ ବାଲେଶ୍ବର ସୋର ଅଞ୍ଚଳର ଅନିଲ…

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି । ଟିଣ ଆଜବେଷ୍ଟ ଉଡିଯାଇ ଜଣେ ଯୁବକଙ୍କ ହାତ କଟି ଯାଇଛି । ତାଙ୍କୁ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ ଥାନା ଘେରାଉ କରିଥିଲେ। ତାଙ୍କ ପୁଅକୁ କାହିଁକି ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି, ତାଙ୍କୁ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି । ହେଲେ ବି ସୁଧୁରୁନାହାନ୍ତି ଅପରାଧୀ । ସୋମବାର ରାତ୍ର ପ୍ରାୟ ୧୨ ଟା’ରେ…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଓ ବିଶେଷଜ୍ଞ। ରୁଷିଆ, ସାଉଦି ଆରବ,…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ, ଆଡ଼ଭାନୀଙ୍କ ଯୋଗୁ ନବୀନ ସାଂସଦ ଓ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମୁଁ ଭାଜପାକୁ ଗଲେ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି ପ୍ରଦୀପଙ୍କ ଇସ୍ତଫାକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଏନେଇ ଶକ୍ତି ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?