ରାଜ୍ୟ

ନଷ୍ଟ ହେଉଛି ପ୍ରାକୃତିକ ସମ୍ପଦ

ଯାଜପୁର ଅଫିସ,୨୯ା୫: କଳା, ସଂସ୍କୃତି ଓ ଐତିହ୍ୟର ଉତ୍କର୍ଷକୁ ଆଧାର କରି ଯାଜପୁରର ଇତିହାସ ଯେତେ ସମୃଦ୍ଧ ସେତେ ପରିଚିତ ଏହାର ଖଣିଜ ସମ୍ପଦ, ଶିଳ୍ପ ଏବଂ ଆର୍ଦ୍ରଭୂମି। ଆର୍ଦ୍ରଭୂମିଗୁଡ଼ିକ ଜଳବିଜ୍ଞାନ ଚକ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଏହା ଜୈବବିବିଧତାକୁ ସୁଦୃଢ଼…

ଭିତରକନିକା ଜାତୀୟ ଉଦ୍ୟାନର ରୂପରେଖ ବଦଳିବ

ରାଜନଗର, ୨୯ା୫(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ରୂପରେଖ ବଦଳିବ। ଭିତରକନିକାରେ ଭିତ୍ତିଭୂମିର ବିକାଶ ଆରମ୍ଭ ହୋଇଛି। ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ୨୦୨୧-୨୨ ଆର୍ଥତ୍କ ବର୍ଷରେ ୫୮ କୋଟି ୫୮ ଲକ୍ଷ ୫୩ ହଜାର ଟଙ୍କା ଯୋଗାଇ ଦେଇଛନ୍ତି। ଏହି…

ଭିଜିଲାନ୍ସ ଜାଲରେ ତହସିଲଦାର

ବାରିପଦା ଅଫିସ,୨୯ା୫: ମୟୂରଭଞ୍ଜ ଜିଲା କରଞ୍ଜିଆ ତହସିଲଦାର ଚାର୍ଲସ ନାଏକଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ ବାସଗୃହ,କାର୍ଯ୍ୟାଳୟ ସହିତ ଭଦ୍ରକ ଜିଲା ପୈତୃକ ଘରେ ଚଢ଼ାଉ ଜାରି ରହିଛି।…

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ବର, ୨୯ା୫(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକ ସୋମବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ୧୫ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ବିଜେଡି ୫ମ…

ବଜ୍ରପାତରେ ୨୩ ଗାଈ, ୩ ଛେଳି ମୃତ

ପଟ୍ଟାଙ୍ଗି,୨୮।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ଅମ୍ପାବାଲି ପଞ୍ଚାୟତ ରାଙ୍ଗିନିଗୁଡା ଗ୍ରାମରେ ବଜ୍ରପାତ ଘଟି ଜଣେ ବୃଦ୍ଧା ଆହତ ହେବା ସହ ୨୩ ଗାଇ ଓ ୩ ଚେଳିଙ୍କ ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ ହେଲେ ଉକ୍ତ ଗାଁର ଖରା…

ଜେସିବି ପୋଡ଼ି, ଭଙ୍ଗାରୁଜା

କୋରାପୁଟ/ନାରାୟଣପାଟଣା,୨୮।୫(ସ୍ବ.ପ୍ର/ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ଅଞ୍ଚଳରେ ଦୀର୍ଘଦିନ ପରେ ପୁଣି ପୋଡାଜଳା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା ମୁତାବକ, ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ପଞ୍ଚାୟତ ଭିତରପଡା ନିକଟରେ ଥିବା କର୍ଣ୍ଣକୋଣ୍ଡା ପାହାଡରେ ବକ୍ସାଇଟ ରହିଛି। ଏନେଇ ପାହାଡ଼ ଉପରକୁ ରାସ୍ତା…

ସାଙ୍ଗମାନଙ୍କ ସହ ଗାଧୋଇବା ବେଳେ ବୁଡ଼ିଗଲେ

କୋକସରା,୨୮।୫(ଡି.ଏନ୍‌.ଏ.): ରବିବାର ଧର୍ମଗଡ଼ରୁ ୪ଜଣ ସାଙ୍ଗ ବୁଲିବା ପାଇଁ କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲ ମଧ୍ୟରେ ଥିବା ପର୍ଯ୍ୟଟନ ସ୍ଥଳୀ ଡୋକରୀଚଞ୍ଚରାକୁ ଯାଇଥିଲେ। ବୁଲାବୁଲି କରିବା ପରେ ଡୋକରୀଦର ଜଳପ୍ରପାତରେ ୪ଜଣ ସାଙ୍ଗ ଗାଧୋଇବା ପାଇଁ ପାଣି ଭିତରକୁ ଯାଇଥିଲେ। ସେତିକିବେଳେ…

ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ଲାଣ୍ଟ ପରିଦର୍ଶନ କରାଇଲା ଜେଏସ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଜେଏସ୍‌ଡବ୍ଲ୍ୟୁର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ ଏକ ୩ ଦିନିଆ ପରିଭ୍ରମଣ ଓ ଆନ୍ଧ୍ରପ୍ରଦେଶର ବିଜୟନଗରସ୍ଥିତ ବିଦ୍ୟାନଗର ଜେଏସ୍‌ଡବ୍ଲ୍ୟୁ ପ୍ଲାଣ୍ଟ ପରିଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲାର…

କମଲ ଓ୍ବାଚ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ତଥା ବିଳାସପୂର୍ଣ୍ଣ ଘଣ୍ଟା ପ୍ରତିଷ୍ଠାନ କମଲ ୱାଚ୍‌ କୋ.ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ଜାଭିୟର ସ୍କୋୟାରସ୍ଥିତ ସାଣ୍ଡି ଟାଓ୍ବାର ହୋଟେଲ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ପୁରୀ ଶ୍ରୀଜଗନ୍ନାଥ…

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣା: ଏଫ୍‌ବିଆଇର ସହାୟତା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ଓଡ଼ିଶା ସରକାର

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୫: ଓଡ଼ିଶା ସରକାରର ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାରେ ଆମେରିକାର ଫେଡେରାଲ ଇନଭେଷ୍ଟିଗେସନ ଏଜେନ୍ସି (ଏଫ୍‌ବିଆଇ)ର ସହାୟତା ଲୋଡିଛନ୍ତି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଚିଠି ଲେଖିଛନ୍ତି। ସରକାର ଏକ ବିବୃତ୍ତିରେ କହିଛନ୍ତି, ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର (ଏଏସ୍‌ଆଇ) ଗୋପାଳ…

ଛାତ୍ରୀଛାତ୍ରଙ୍କୁ ସଂରକ୍ଷଣରୁ ବଞ୍ଚତ୍ତ କରିବାକୁ ଷଡ଼ଯନ୍ତ୍ର: ଭାଜପା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ଚାଲିଥିବା ବହୁ ପ୍ରଚାରିତ ପଛୁଆବର୍ଗ ସର୍ଭେ ପଛରେ ଥିବା ରାଜ୍ୟ ସରକାରଙ୍କ ଭିତିରି ଉଦ୍ଦେଶ୍ୟ ସ୍ପଷ୍ଟ ହୋଇଛି। ରାଜ୍ୟର ପଛୁଆବର୍ଗଙ୍କ ସଂଖ୍ୟାକୁ କମ୍‌ ଦେଖାଇ ୫୪ ପ୍ରତିଶତ ଏସ୍‌ଇବିସି ବର୍ଗଙ୍କୁ ସଂରକ୍ଷଣ ନ ଦେବା ପାଇଁ ରାଜ୍ୟ ସରକାର…

ବିଜେଡି ସରକାରଙ୍କ ରିମୋଟ୍‌ ମୋଦିଙ୍କ ହାତରେ: ଜିତେନ୍ଦ୍ର ସିଂ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଡ଼ିଶା ସରକାରଙ୍କ ରିମୋଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅମିତ ଶାହାଙ୍କ ହାତରେ ରହିଛି । ବିଜେଡି ସବୁ କଥାରେ ଭାଜପା ସହିତ ଏକ ହୋଇ ରହିଛି। ଏମାନେ ଓଡ଼ିଶାରେ ମିଛରେ ନାଟକ କରୁଛନ୍ତି ବୋଲି ଅଖିଳ ଭାରତ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?