ରାଜ୍ୟ

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ ପାଣି ଟାଙ୍କି ଭିତରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା ଅଞ୍ଚଳରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭୁଜାଲି ମାଡ଼ ହୋଇଛି। ଏହି ଆକ୍ରମଣରେ ୩…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର ସୁନୀଲ ସ୍ବାଇଁଙ୍କୁ ଦିଗପହଣ୍ଡି ପୋଲିସ ମଙ୍ଗଳବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛଛି। ମାମଲା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ ଛାତ୍ରୀଛାତ୍ରଙ୍କ ବିକାଶ ହୋଇପାରିବ ବୋଲି କହିଥିଲେ। ତେଣୁ…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ ପ୍ରଭାବିତ ହେଉଛନ୍ତି ସହରର ଗରିବ ଖଟିଖିଆ ଲୋକେ । ଉଚ୍ଛେଦ ପରେ ସେମାନଙ୍କ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ କରିଥିବା ଜଣାପଡିଛି। ତେବେ ତାଙ୍କୁ  ଧରାଇ ଦେବା ପାଇଁ ୫୫ ଲକ୍ଷର ପୁରସ୍କାର…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ ବୁରୂଜା ଗ୍ରାମ ଘଞ୍ଚ ଜଙ୍ଗଲ ମଧ୍ୟରୁ ଜବତ…

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ରବୀନ୍ଦ୍ର। ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ମିଶିଥିଲେ। …

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ କରିଛନ୍ତି। ସୂଚନା ଯୋଗ୍ୟ, ସୋମବାର କଟକ ମହାନଗର ବିଜୁ ଜନତା ଦଳ ପକ୍ଷରୁ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ । ଗତ ୧୭ ତାରିଖ ପୁର୍ବାହ୍ନ ପ୍ରାୟ ୧୦…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏପରିକି ତାଙ୍କ ସହ ଅନ୍ୟ ୧୭ଜଣ ଟପ୍‌ ମାଓବାଦୀ ନେତା…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା ଗର୍ଭବତୀ ହେବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।ସେହି ଗ୍ରାମର ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri