ଆଜି ଆସୁଛନ୍ତି ମୋଦି
ଭୁବନେଶ୍ୱର,୨୫।୧୦ (ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍ ସମୟରେ ଉତ୍ତରପ୍ରଦେଶର ବାରାଣସୀ ବିମାନବନ୍ଦରରୁ ବାହାରିବେ। ୪ଟା୧୦ ମିନିଟ୍ ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ…
ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା
ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର ଗଭୀର ଅବପାତ ଓ ୨୬ ତାରିଖ ସୋମବାର ସକାଳ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ…
ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ
ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ ଧରି ଅର୍ଥାତ୍ ଡିସେମ୍ବର ମାସ ୩୧ ତାରିଖ ପର୍ଯ୍ୟନ୍ତ କେନାଲ ପାଣି ବନ୍ଦ…
ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ
କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ଚିକିଲି ଗ୍ରାମର ଯବାନ ସରୋଜ କୁମାର…
ଆସୁଛି ବାତ୍ୟା: ଇନ୍ଦ୍ରାବତୀର ୨ ଗେଟ୍ ଖୋଲିଲା
ନବରଙ୍ଗପୁର,୨୪।୧୦: ସମ୍ଭାବ୍ୟ ବାତ୍ୟା ଏବଂ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍ ଖୋଲାଯାଇଛି। ଡ୍ୟାମ୍ର ୩ ଓ ୬ ନମ୍ବର ଗେଟ୍ରୁ ୧୩୩ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ଅନ୍ୟପକ୍ଷେ ଡ୍ୟାମ୍ରୁ ପାଣି ନିଷ୍କାସନ ହେଉଥିବା ନେଇ…
୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୯ ମୋବାଇଲ ଜବତ, ୭ ଜୁଆଡ଼ିଙ୍କୁ ଗିରଫ କରି…
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା ଥାନା ଆଇଆଇସି କୁମାର ମୁଦୁଲିଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍ ଅତର୍କିତ ଚଢ଼ାଉ…
ଏହି ୫ ଜିଲାରେ ୨୮ ଓ ୨୯ରେ ସ୍କୁଲ୍, କଲେଜ ଛୁଟି : ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର, ୨୪ା୧୦: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୮ ଓ ୨୯ ତାରିଖରେ ସ୍କୁଲ୍ ଓ କଲେଜ ବନ୍ଦ ରହିବ। ଏହି ଜିଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ…
ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ପାଇଁ ପ୍ରଶାସନର ପ୍ରସ୍ତୁତି: ୩୦ ତାରିଖ ପର୍ଯ୍ୟନ୍ତ ଲକ୍ଷ୍ମୀପୂଜା ତୋରଣ ଖୋଲା ରହିବ
କେନ୍ଦ୍ରାପଡ଼ା, ୨୪ା୧୦ (ଜଗନ୍ନାଥ ଧଳ): ଅକ୍ଟୋବର ମାସରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁଯାୟୀ, ଆସନ୍ତା ୨୬ରୁ ୨୯ ତାରିଖ ମଧ୍ୟରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼ର ପ୍ରଭାବ…
ବଟେଶ୍ୱର ପୀଠକୁ ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ, ବଢୁଛି ଅସନ୍ତୋଷ
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ଦୀର୍ଘ ଦଶ ମାସରୁ ଊର୍ଦ୍ଧ୍ୱ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ ହୋଇଯାଇଛି। ଯାହାଫଳରେ ପୂର୍ବରୁ ଯାଉଥିବା ପର୍ଯ୍ୟଟକ, ସାଧାରଣ…
କୋଟିଆରେ ଭଙ୍ଗା ଯାଇଥିବା ବୋର୍ଡ ପୁନଃସ୍ଥାପନ କଲା ଆନ୍ଧ୍ର: ନିର୍ବାଚନ ପାଇଁ ତତ୍ପରତା ପ୍ରକାଶ କରି…
ପଟ୍ଟାଙ୍ଗି,୨୪ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ବିବାଦ ପୁଣି ଥରେ ଘନୀଭୂତ ହୋଇଛି। ବିଜେଡି ପ୍ରତିନିଧି ଦଳ ଦ୍ୱାରା ଭଙ୍ଗାଯାଇଥିବା ଆନ୍ଧ୍ରର ତେଲୁଗୁ ବୋର୍ଡ…
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି: ଅଧିକାରୀଙ୍କ ଛୁଟି ବାତିଲ, ୨୯ ତାରିଖ ପର୍ଯ୍ୟନ୍ତ…
ଛତ୍ରପୁର,୨୪ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ଓସଓ୍ବାନ ହଲ୍ରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ…
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ, ଆସିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୧୦: ଓଡ଼ିଶାର ମୟୂରଭଞ୍ଜ ଜିଲା ଅନ୍ତର୍ଗତ ରାଇରଙ୍ଗପୁରକୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିର୍ଦ୍ଧାରିତ ଗସ୍ତ ବାତ୍ୟା ଆଶଙ୍କା ଯୋଗୁ ସ୍ଥଗିତ ରଖାଯାଇଛି। ଅନ୍ୟପକ୍ଷରେ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ଅତ୍ୟାଧୁନିକ ଡାଟା ସେଣ୍ଟର ଉଦ୍ଘାଟନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

