ରାଜ୍ୟ

୩ମାସ ଶିଶୁର ରେଟିନା ଅସ୍ତ୍ରୋପଚାର

ଭୁବନେଶ୍ୱର,୨୩।୫ (ବ୍ୟୁରୋ): ଜଣେ ୩ ମାସର ଶିଶୁଠାରେ ସଫଳ ରେଟିନା ଅସ୍ତ୍ରୋପଚାର କରି କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ (କିମ୍ସ) ଡାକ୍ତର ପ୍ରଶଂସା ସାଉଁଟିଛନ୍ତି। କିମ୍ସ ଶିଶୁରୋଗ ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୩ମାସର ଶିଶୁଠାରେ ଦୃଷ୍ଟିଶକ୍ତି ଉପରେ ସନ୍ଦେହ…

ପ୍ରଶାସନ ଉପରେ ସୂଚନା ଆୟୋଗଙ୍କ ଅସନ୍ତୋଷ

ପୁରୀ ଅଫିସ,୨୩।୫: ବିବାଦ ଘେରରେ ରହିଆସିଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପୂର୍ବରୁ ମନ୍ଦିର ପ୍ରଶାସନ ନ ମାନିବା ସହ ରାଜ୍ୟ ସରକାର କୋର୍ଟରେ ସତ୍ୟପାଠ ଦାଖଲ ନ କରି ରନତ୍ଭଣ୍ଡାର ପ୍ରସଙ୍ଗରୁ ଦୂରେଇ ରହିବାକୁ ଚେଷ୍ଟା କରିଥିଲେ।…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ବିଷ ପିଆଇ ହତ୍ୟା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁର ମହାବୀରନଗର ଅଞ୍ଚଳରେ ରବିବାର ମନିଷା ନାହାକ ନାମ୍ନୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଇଛି। ଯୌତୁକ ପାଇଁ ସ୍ବାମୀ ନିର୍ଯାତନା ଦେବା ସହ ଜୋରଜବରଦସ୍ତ ବିଷ ପିଆଇଦେଇଥିବାରୁ ସ୍ତ୍ରୀ ମନୀଷାଙ୍କ ମୃତ୍ୟୁ…

୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବ । ଏଥିରୁ ୧୦୦ଟି ବିଦ୍ୟାଳୟରେ କଳା ଓ ୬ଟି ବିଦ୍ୟାଳୟରେ ବିଜ୍ଞାନ ବିଷୟରେ ଶିକ୍ଷାଦାନ ଦିଆଯିବ । ଏହି ବିଦ୍ୟାଳୟଗୁଡ଼ିକରେ ଦୁଇଟି ଲେଖାଏ…

ଗୋଟିଏ ପରିବାରର ୪ଜଣଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବରଗଡ଼ ଅଫିସ,୨୩।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ଝିକିଝିକି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୋଟିଏ ପରିବାରର ୪ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକମାନେ ହେଲେ, ଗ୍ରାମର ଗୁରୁଦେବ ବାଗ(୫୫) ଏବଂ…

ପୂର୍ବରୁ ବାଦ୍‌ ପଡ଼ିଥିଲେ, କେଉଁ ଦକ୍ଷତା ବଳରେ ପୁଣି ମନ୍ତ୍ରୀ ହେଲେ: ଭାଜପା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ରାଜ୍ୟ ସରକାର ପୂର୍ବରୁ ଯେଉଁମାନଙ୍କୁ ମନ୍ତ୍ରିମଣ୍ଡଳରୁ ଅପସାରଣ କରିଥିଲେ, ଦକ୍ଷ ଓ ବରିଷ୍ଠ ବୋଲି ଦର୍ଶାଇ ସେମାନଙ୍କୁ ପୁଣି ସାମିଲ କରିଛନ୍ତି। ସୋମବାର ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ୩ ଜଣ ମନ୍ତ୍ରୀ ପୂର୍ବରୁ କ’ଣ ଦକ୍ଷ କିମ୍ବା ବରିଷ୍ଠ…

‘ବିଜେଡି ସରକାରରେ ମହିଳାଙ୍କୁ ସମ୍ମାନ ଏକ ଫମ୍ପା ଆହ୍ବାନ’

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ବଢୁଥିବା ଅଭିଯୋଗ ଆଣି ରାଜ୍ୟ ସରକାରଙ୍କ ଉପରେ ପ୍ରଦେଶ ମହିଳା କଂଗ୍ରେସ ବର୍ଷିଛି। କଂଗ୍ରେସ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ମହିଳା ନେତ୍ରୀମାନେ କହିଛନ୍ତି, ବିଜେଡି ସରକାରର ମହିଳାକୁ ସମ୍ମାନ ଏକ…

୬ ମାସରେ ନିଯୁକ୍ତ ହେବେ ୧୧୦୦ ଅଗ୍ନିଶମ କର୍ମଚାରୀ

କଟକ ଅଫିସ,୨୩ା୫: ରାଜ୍ୟ ଅଗ୍ନିଶମ ବିଭାଗର ଡିଜି ଭାବେ ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡ଼ଙ୍ଗୀ ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। କଟକସ୍ଥିତ ଅଗ୍ନିଶମ ବିଭାଗର ମୁଖ୍ୟ କାର୍ଯ୍ୟାଳୟରେ ସେ ଭାରପ୍ରାପ୍ତ ଅଗ୍ନିଶମ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କଠାରୁ ଦାୟିତ୍ୱ ଗ୍ରହଣ…

ଡିସେମ୍ବର ସୁଦ୍ଧା ସବୁ ଡାକ୍ତର ପଦବୀ ପୂରଣ ହେବ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଆସନ୍ତା ଡିସେମ୍ବର ମାସ ସୁଦ୍ଧା ରାଜ୍ୟରେ ଖାଲିଥିବା ସମସ୍ତ ଡାକ୍ତର ପଦବୀ ପୂରଣ କରାଯିବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ଏହା କହିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆବଶ୍ୟକତାଠାରୁ କମ୍‌…

୩ ବର୍ଷ ପାଇଁ ଚାଷୀଙ୍କୁ ଶସ୍ୟବୀମା ମାଗଣା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ଚାଷୀଙ୍କ ଶସ୍ୟବୀମା ଆସନ୍ତା ୩ ବର୍ଷ ପାଇଁ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ସୋମବାର ସମବାୟ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। ବିଭାଗୀୟ ସଫଳତା ନେଇ ମନ୍ତ୍ରୀ କହିଛନ୍ତି…

ପିଲାଙ୍କୁ ସିଟ ଯୋଗାଇବା ନେଇ ଚିନ୍ତା

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ରେକର୍ଡ ସଂଖ୍ୟକ ପିଲା ପାସ୍‌ କରିବା ପରେ ଯୁକ୍ତ ୨ରେ ସମସ୍ତଙ୍କୁ ସିଟ ଯୋଗାଇଦେବା ନେଇ ଉଚ୍ଚଶିକ୍ଷା ବିଭାଗର ଚିନ୍ତା ବଢ଼ିଛି। ଚଳିତ ବର୍ଷ ରାଜ୍ୟର ୫ଲକ୍ଷ ୧୨ ହଜାର ପିଲା ମାଟ୍ରିକ ପାସ କରିଛନ୍ତି।…

ନିରଞ୍ଜନଙ୍କ ହାତରୁ ଗଲା ଅର୍ଥ ବିଭାଗ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ପୂର୍ବତନ ମନ୍ତ୍ରୀଙ୍କୁ ପୁଣିଥରେ ନିଜ କ୍ୟାବିନେଟ୍‌ରେ ସାମିଲ କରିଛନ୍ତି। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସାଦ ନାୟକ ଓ ସୁଦାମ ମାରାଣ୍ଡି। ଏହି ୩ ଜଣ ସୋମବାର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?