ରାଜ୍ୟ

କ୍ଷତିପୂରକ ବନୀକରଣ ପାଇଁ ଗଠନ ହେବ ଲ୍ୟାଣ୍ଡ ବ୍ୟାଙ୍କ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଶିଳ୍ପାୟନ, ସହରୀକରଣ, ଜନସଂଖ୍ୟା ବୃଦ୍ଧି ଯୋଗୁ ରାଜ୍ୟରେ ଜଙ୍ଗଲ ନଷ୍ଟହେବାରେ ଲାଗିଛି। ବିକାଶ ନାଁରେ ବ୍ୟାପକ ଗଛ କାଟି ପଦା କରାଯାଉଛି। ଅନ୍ୟପକ୍ଷରେ ନୂଆ ଜଙ୍ଗଲ ପାଇଁ ଜାଗା ନାହିଁ। ଏଥିଲାଗି ସରକାର ଲ୍ୟାଣ୍ଡ୍‌ ବ୍ୟାଙ୍କ ଗଠନ କରିବାକୁ ନିଷ୍ପତ୍ତି…

ଖରାଠୁ ବଳିଗଲା ଗୁଳୁଗୁଳି

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ସୋମବାର ସାରା ରାଜ୍ୟରେ ଅସହ୍ୟ ଖରାତାତି ସହ ପ୍ରବଳ ଗୁଳୁଗୁଳି (ହିଟ୍‌ ଓ୍ବେଭ୍‌) ଅନୁଭୂତ ହୋଇଥିଲା। ସକାଳ ୯ଟାରୁ ମୁଣ୍ଡଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିବାବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ସବୁଠୁ ବିଗିଡି ଯାଇଥିଲା। ଦ୍ୱୈତ ନଗରୀ କଟକ ଓ…

ଟୋକନରେ ତ୍ରୁଟି, ଧାନ ବିକ୍ରି ହୋଇପାରୁନି

ବରଗଡ଼ ଅଫିସ୍‌,୧୬ା୫: ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ନାନା ଅବ୍ୟବସ୍ଥା ଯୋଗୁ ଚାଷୀମାନେ ଧାନ ବିକ୍ରି କରି ନ ପାରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟୋକନରେ ତ୍ରୁଟି ଏବେ ଚାଷୀଙ୍କ ପାଇଁ ପ୍ରମୁଖ…

ରାଜ୍ୟରେ ୪୦ ଡିଗ୍ରୀ ଉପରେ ୧୮ ସହର

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରଭାବ ଜାରି ରହିଛି। ସକାଳ ୯ଟାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ସୋମବାର ୪୪ .୪ ଡିଗ୍ରୀ ତାପମାତ୍ରା ସହ ବଲାଙ୍ଗିର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ଟିଟିଲାଗଡରେ ୪୪ ଡିଗ୍ରୀ…

୧୭୦ ଯାତ୍ରୀଙ୍କୁ ନେଇ ଦୁବାଇରୁ ଆସିଲା ବିମାନ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ଦୁବାଇରୁ ଓଡ଼ିଶା ଆସିଲା ବିମାନ । ବିନା ଷ୍ଟପେଜରେ ୧୭୦ ଜଣ ଯାତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ । ସାଢେ ଚାରି ଘଣ୍ଟାର ଯାତ୍ରା ପରେ ସମସ୍ତେ ଭୁବନେଶ୍ବରରେ ପହଞ୍ଚିଥିବା କହିଛନ୍ତି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ମନ୍ତ୍ରୀ…

ଗହଣା ଶୋ’ରୁମରେ ବଡ଼ ଧରଣର ଡକାୟତି

ଭୁବନେଶ୍ୱର,୧୫।୫(ବ୍ୟୁରୋ): ଯାଜପୁର ଜିଲା ବ୍ୟାସନଗର ବଜାରରେ ଥିବା ଏକ ‘ସେନ୍‌କୋ’ ଗହଣା ଶୋ’ ରୁମରେ ବଡ଼ ଧରଣର ଲୁଟ୍‌ ହୋଇଛି। ସୋମବାର କର୍ମଚାରୀଙ୍କୁ ମାଡ ମାରି ୭ ଡକାୟତ ବିପୁଳ ପରିମାଣର ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ସୂଚନା…

ଗର୍ଭବତୀଙ୍କୁ କିରୋସିନ ଢାଳି ନିଆଁ ଲଗାଇଦେଲେ ପୂଜକ

ଭୁବନେଶ୍ୱର,୧୫।୫ (ବ୍ୟୁରୋ): ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ। ଜଣେ ବିବାହିତା ଗର୍ଭବତୀ ମହିଳାଙ୍କୁ ପ୍ରେମରେ ଫସାଇ ପାଖରେ ରଖିଲେ। ଏବେ କୌଣସି କାରଣରୁ ତାଙ୍କ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ। ମହିଳା ଜଣକ ଗର୍ଭବତୀ ଥିବାବେଳେ ସେ ଏବେ…

ଲୟୋଲା ସ୍କୁଲର ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷାରେ ଭୁବନେଶ୍ୱରସ୍ଥିତ ଲୟୋଲା ସ୍କୁଲ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଦଶମରେ ୨୧୩ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୨୧୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ରୀ ପ୍ରିତିକା ମିଶ୍ର ଓ ଛାତ୍ର ଆୟୁଷ ନନ୍ଦ ୯୯.୨୦…

ଶପଥ ନେଲେ ଦୀପାଳି

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟ ଲାଭ କରିଥିବା ଦୀପାଳି ଦାସ ସୋମବାର ପୂର୍ବାହ୍ନରେ ବିଧାୟିକା ଭାବେ ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ଉପବାଚସ୍ପତି ରଜନୀକାନ୍ତ ସିଂ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ତାଙ୍କ ମା’ ଏବଂ ଭାଇଙ୍କ ସହ ଆସି…

ସ୍ତ୍ରୀଙ୍କ ମୃତ୍ୟୁ ପରେ ଜୀବନ ହାରିଦେଲେ ସ୍ବାମୀ

ବଲାଙ୍ଗୀର ଅଫିସ,୧୫ା୫: ସ୍ତ୍ରୀଙ୍କର ମୃତ୍ୟୁ ପରେ ସ୍ବାମୀ ଜୀବନ ହାରିଦେବା ପରି ଘଟଣା ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜି ଥାନା ଦାବରୀ ଗାଁରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସ୍ତ୍ରୀ ଚନ୍ଦ୍ରକଳାଙ୍କ ମୃତ୍ୟୁ ପରେ ନିଜ ଚାଷଜମିରେ ଥିବା ଏକ ଗଛରେ ଗାମୁଛା ସାହାଯ୍ୟରେ…

ଏଣିକି ମାଗଣାରେ ଅନ୍‌ଲାଇନ୍‌ ସାର୍ଟିଫାଏଡ୍‌ କପି

କଟକ ଅଫିସ,୧୫ା୫: ଓଡ଼ିଶା ହାଇକୋର୍ଟ ପକ୍ଷରୁ ଡିଜିଟାଲ ବ୍ୟବସ୍ଥାକୁ ଲୋକାଭିମୁଖୀ କରିବା ପାଇଁ ଆଉ ପାଦେ ଆଗକୁ ଯାଇଛି ପେପରଲେସ୍‌ କୋର୍ଟ। ହାଇକୋର୍ଟରେ ଫଇସଲା ହେଉଥିବା ମାମଲାଗୁଡ଼ିକର ରାୟ ଓ ନିର୍ଦ୍ଦେଶନାମା ଡିଜିଟାଲ୍‌ ସାଇନ୍‌ ହୋଇ ହାଇକୋର୍ଟ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହୋଇଛି।…

ଆଜି ବିଧାୟିକା ଭାବେ ଶପଥ ନେବେ ଦୀପାଳି

ଭୁବନେଶ୍ବର,୧୫ା୫(ବ୍ୟୁରୋ): ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ ରବିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି। ଝାରସୁଗୁଡ଼ା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?