୨୪ ବର୍ଷ ପରେ ଓଡ଼ିଆ ପୁଅର ଅବଦାନକୁ ମିଳିଲା ସ୍ୱୀକୃତି
ଭୁବନେଶ୍ୱର,୨୩।୧୨: ୨୦୦୧ରେ ବିଶ୍ୱ ମଞ୍ଚରେ ଆତଙ୍କବାଦ ବିରୋଧୀ ଯୁଦ୍ଧ (War Against Terrorism) ସମୟରେ, ଭାରତୀୟ ନୌସେନାର ଅନେକ ଯୁଦ୍ଧଜାହାଜ ପର୍ସିଆନ୍ ଗଲ୍ଫ୍ ଅଞ୍ଚଳରେ ମୁତୟନ କରାଯାଇଥିଲା। ସେହିସମୟରେ ଆନ୍ତର୍ଜାତିକ ନୌସେନା ଓ ବାୟୁ ଶକ୍ତି ସହ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…
ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ଶ୍ରୀମୟୀ: ରାଜନୀତିରେ ହଲଚଲ…
ଭୁବନେଶ୍ୱର,୨୩।୧୨: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା କାର୍ତ୍ତିକେୟ ପାଣ୍ଡିଆନଙ୍କୁ ସମାଲୋଚନା କରୁଛନ୍ତି। ଏବେ ସେ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନଙ୍କ…
ହ୍ୟୁମାନଙ୍କ ମା’ଙ୍କ ଏତଲା ପରେ ମୁହଁଖୋଲିଲେ ADCP: କହିଲେ ଜଣଜଣଙ୍କୁ…
କଟକ,୨୩।୧୨: ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ମା’ ଶେଫାଳୀ ସୁନାଙ୍କ ଏତଲା ପ୍ରସଙ୍ଗରେ ମୁହଁ ଖୋଲିଲେ ADCP। କଟକ ADCP ଅମରେନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି, ୯ ଜଣଙ୍କ ନାଁରେ ଏତଲା ଦେଇଛନ୍ତି ଶେଫାଳୀ ସୁନା। ଏତଲାକୁ ଭିତ୍ତି କରି ତଦନ୍ତ…
ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…
ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି । ମୃତ ଯୁବକ ଜଣକ ହେଲେ…
ବେଆଇନ୍ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..
କଟକ,୨୩।୧୨: ବେଆଇନ୍ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍ ଉପରେ ଚଢାଉ ଚାଲିଛି। ଚଢାଉରେ CDMOଙ୍କ ସହ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ ସାମିଲ ହୋଇଛନ୍ତି।…
ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ ଜି.ଉଦୟଗିରି ସହରରେ ପୋଲିସ ପ୍ରଶାସନ ତରଫରୁ ଫ୍ଲାଗମାର୍ଚ୍ଚ କରାଯାଇଛି । ବିଭାଗ ତରଫରୁ ଆଜି…
ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…
ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି। ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ଆମ୍ବୁୁଲାନ୍ସ ଗଡ଼ିବାର ଯୋଜନା ଅଛି। ପ୍ରଥମ ପର୍ଯ୍ୟାୟରେ…
ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍ ସହ ରହିଛି…
ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସମ୍ପତ୍ତି। ବାଲେଶ୍ବରରେ ଗୋଟିଏ ବଡ଼ ଅଟ୍ଟାଳିକା ରହିଥିବାବେଳେ ମାର୍କେଟ କମ୍ପ୍ଲେକ୍ସ ଓ ଜିମ୍ ଠାବ…
ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ
ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ ଆସି ସମୁଦ୍ରରେ ସ୍ନାନ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ତେବେ ପ୍ରତ୍ୟେକ…
ବିଳମ୍ବ କଲେ ଏମ୍ପି, ଚାଲିଗଲେ ବିଧାୟକ
ଜଗତ୍ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ ୧୧ଟାରୁ ୧୧.୧୦ ଭିତରେ ଅତିଥିମାନଙ୍କୁ ମଞ୍ଚକୁ ସ୍ବାଗତ କରାଯିବା ସହ ମେଳାକୁ ଆନୁଷ୍ଠାନିକ ଉଦ୍ଘାଟନ…
ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି
ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ପାଳିତ ହୋଇଛି ଶୁଲିଆ ଯାତ୍ରା । ସୋମବାର ବିଳମ୍ବିତ ରାତିରେ…
ଟ୍ରାକ୍ଟରକୁ ଧକ୍କାଦେଲା ପିକ୍ନିକ୍ ବସ୍, ୨୦ ଆହତ
ଡୁଙ୍ଗୁରିପାଲି ୨୩/୧୨ (ଦୀନବନ୍ଧୁ ସୁନା ): କୁହୁଡି ପାଇଁ ଦୁର୍ଘଟଣା । କୁହୁଡି ପାଇଁ ରାସ୍ତା ନଦେଖାଯିବା କାରଣରୁ ଧାନ ବୋଝେଇ ଟ୍ରାକ୍ଟର୍କୁ ଧକ୍କା ଦେଲା ପିକ୍ନିକ୍ ବସ୍ । ତେବେ ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣ ଆହତ ହୋଇଥିବା…
Archives


