ରାଜ୍ୟ

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା। ତେବେ ଡ୍ରାଇଭର ନିଖୋଜ ହୋଇଯାଇଛନ୍ତି। ସୋମବାର ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ରେ ଏହି…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ଶରତ କୁମାର ମହାନ୍ତଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ସୋମବାର…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ ସାହିର ଲୋକମାନେ ଜଳ ସଙ୍କଟରେ ପଡ଼ି ଅସହାୟ ହୋଇପଡ଼ିଛନ୍ତି। ଏହାକୁ ନେଇ ସୋମବାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି) ଭାବେ ନିଯୁକ୍ତ ହୋଇଛନ୍ତି। ସମ୍ପ୍ରତି ବାଲିଅନ୍ତାରେ ଘଟିଥିବା ସୌମ୍ୟ ହତ୍ୟା ଘଟଣାକୁ ନେଇ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ ଚାଲିଥିବା ସମୟରେ ପୋଲିସ ପହଞ୍ଚି ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫: ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କ ଇସ୍ତଫା ପତ୍ର…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଏହି ଅଭିଯୋଗ ଶୁଣାଣିରେ ସକାଳ ୭ଟାରୁ…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ ଅଧୀନରେ ଆସୁଥିବା ବେଳେ ଏହି ମହାବିଦ୍ୟାଳୟ ଶିକ୍ଷା, ଭିତ୍ତିଭୂମି ସମେତ ଅନ୍ୟାନ୍ୟ କ୍ଷେତ୍ରରେ…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର ଠାରୁ ପ୍ରତିଦିନ ବିମାନ ଚାଳନା ପାଇଁ “IndiaOne Air” ପକ୍ଷରୁ ଘୋଷଣା କରାଯାଇଥିଲା।…

‘ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ କାର୍ଯ୍ୟବନ୍ଦ କର’

ଭୁବନେଶ୍ୱର,୨୫।୫(ରବିନାରାୟଣ ଜେନା): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ପୂର୍ତ୍ତ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ(ଇଆଇସି) ସତ୍ୟବ୍ରତ ବେହେରା ସମସ୍ତ ଜୋନ୍‌ର ମୁଖ୍ୟ…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ ନିଆଁ ଲଗାଇ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛନ୍ତି। ମାତ୍ର ଏଥିପ୍ରତି ତହସିଲ ପ୍ରଶାସନର ନିଘା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?