ରାଜ୍ୟ

ଝାରସୁଗୁଡାରେ ମତଦାନ ଆରମ୍ଭ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହା ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଚାଲିବ। ୨୫୩ ବୁଥ୍‌ରେ ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଉପନିର୍ବାଚନରେ ୨ ଲକ୍ଷ ୨୧ ହଜାର ୭୧୯…

ଜବତ ଶାଢ଼ିକୁ ନେଇ ଚର୍ଚ୍ଚା

ସମ୍ବଲପୁର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେବ। ତେବେ ପ୍ରଚାର ଲାଗି କଟକଣା ରହିଥିବା ବେଳେ ମଙ୍ଗଳବାର ସ୍ଥାନୀୟ ନେତାମାନେ ଭିତିରିଆ ପ୍ରଚାର କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। କୋଲାବିରା ବ୍ଲକ ଜମିଦାରପଡାର ଜଣଙ୍କ…

‘୫ ବର୍ଷ ହେଲା ବସିନି ବୈଠକ’

ଭୁବନେଶ୍ବର,୧୦ା୫(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଓଡ଼ିଶା ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ। ଏହି ଘଟଣା ୨୦୧୮ରେ ସରକାରଙ୍କ ନଜରକୁ ଆସିଥିଲା। ସେବେଠାରୁ ଜନସାଧାରଣଙ୍କ ଏକ ବଡ଼ ଦାବି ହେଉଛି, ସରକାର ରତ୍ନଭଣ୍ଡାର ଖୋଲନ୍ତୁ ଏବଂ ଭିତରେ ଥିବା ଅଳଙ୍କାର ସୁରକ୍ଷିତ…

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ରିପୋର୍ଟ ଦେଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ବର, ୧୦ା୫(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ସମ୍ବଲପୁର ହିଂସା ସମ୍ପର୍କିତ ନିଜ ରିପୋର୍ଟ ପ୍ରଦାନ କଲା ଦଳ ପକ୍ଷରୁ ଗଠନ କରାଯାଇଥିବା କେନ୍ଦ୍ରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌। ଭାଜପାର ୩ ଜଣିଆ ଟିମ୍‌ ମଙ୍ଗଳବାର ନୂଆଦିଲ୍ଲୀଠାରେ ନଡ୍ଡାଙ୍କୁ ଭେଟି…

ଆଜି ଝାରସୁଗୁଡା ବିଧାନସଭା ଉପନିର୍ବାଚନ

ଝାରସୁଗୁଡା ଅଫିସ,୧୦।୫: ଆଜି ଝାରସୁଗୁଡା ବିଧାନସଭା ଉପନିର୍ବାଚନ। ୩ ପ୍ରମୁଖ ରାଜନେତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ସହ ମୋଟ ୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧରଣ କରିବେ ଭୋଟର। ଏହାର ଫଳାଫଳ ଶନିବାର ଅର୍ଥାତ୍‌ ୧୩ରେ ଘୋଷଣା କରାଯିବ ।…

ଭିଜିଲାନ୍ସ ଜାଲରେ ମୁଖ୍ୟ କିରାଣୀ

ସୋନପୁର,୯।୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ତରଭା ସବରେଜିଷ୍ଟ୍ରି ଅଫିସର ମୁଖ୍ୟ କିରାଣୀ ଶିବ ପ୍ରସାଦ ଗୁରୁଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଶିବ ପ୍ରସାଦ ଗୁରୁ ଜମି ରେଜିଷ୍ଟ୍ରି ସମ୍ପର୍କିତ କାମ ପାଇଁ ୨୪ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ…

ନବୀନଙ୍କୁ ଭେଟିଲେ ନୀତୀଶ

ଭୁବନେଶ୍ୱର,୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନବୀନ ନିବାସରେ ଭେଟିଛନ୍ତି। ତେବେ ଏହି ସାକ୍ଷାତ ଅବସରରେ କେଣସି ପ୍ରକାରର ରାଜନେତିକ ଆଲୋଚନା ହୋଇନାହିଁ ବୋଲି ନବୀନ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି। ମଙ୍ଗଳବାର ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି…

ଡୋର୍‌-ଟୁ-ଡୋର୍‌ ଅଳିଆ ସଂଗ୍ରହ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୯।୫ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ଏକ ସ୍ବଚ୍ଛ ଓ ସୁନ୍ଦର ସହର କରି ଗଢି ତୋଳିବା ସହ ୧ନଂ ସ୍ମାର୍ଟସିଟିରେ ପରିଣତ କରିବା ପାଇଁ ବିଏମ୍‌ସି ଚେଷ୍ଟା ଜାରି ରଖିଛି। ଏଥିପାଇଁ ବିଭିନ୍ନ ଯୋଜନା ହାତକୁ ନେବା ସହିତ ଲୋକଙ୍କ…

ଭାଜପା ନେତାଙ୍କୁ ‘ଆନ୍ଧ୍ର ମଡେଲ’ ମନେପକାଇଲା ବିଜେଡି

ଭୁବନେଶ୍ୱର,୯ା୫(ବ୍ୟୁରୋ): ଓଡ଼ିଶାରେ ତାମିଲନାଡ଼ୁ ମଡେଲ ଶାସନ ଚାଲିଛି ଟିପ୍ପଣୀକୁ ନେଇ ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନଙ୍କୁ ବିଜେଡି କଟାକ୍ଷ କରିଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଛନ୍ତି, ଜୀବନରେ ୱାର୍ଡ଼ମେମ୍ବର ଜିତି ପାରିନଥିବା ଭାଜପାର କୁହାଳିଆ ନେତା…

କଂଗ୍ରେସରେ ପୁଣି ଖୋଲା ବିଦ୍ରୋହ

ଭୁବନେଶ୍ବର, ୯ା୫(ବ୍ୟୁରୋ): କଂଗ୍ରେସରେ ପୁଣିଥରେ ନେତୃତ୍ୱକୁ ନେଇ ବରିଷ୍ଠ ନେତାମାନଙ୍କ ମଧ୍ୟରେ ଗୋଷ୍ଠୀକନ୍ଦଳ ଆରମ୍ଭ ହୋଇଯାଇଛି। ବରିଷ୍ଠ ନେତାମାନେ ଖୋଲାଖୋଲି ଦଳର ରାଜ୍ୟ ନେତୃତ୍ୱକୁ କଟାକ୍ଷ କରିଛନ୍ତି। ଏଥିଲାଗି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରି ଏଭଳି କରାଯାଇଛି। ଦୀର୍ଘଦିନ ହେବ…

ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ,୯।୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୋରାପୁଟ ଜିଲା ପ୍ରତି ଚରମ ଅବହେଳାକୁ ବିରୋଧ କରି ଜିଲା କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ୧୨ ଘଣ୍ଟିଆ କୋରାପୁଟ ଜିଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସା ୬ଯାଏ ଚକ ଅଖ…

ଜାମଦାରେ ୯୦୦ କୋଟିର ଇସ୍ପାତ ଶିଳ୍ପ

ଭୁବନେଶ୍ୱର,୯ା୫(ବ୍ୟୁରୋ): ରାଜ୍ୟ ସରକାର ୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୩୭୨୧ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସେଥିରୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ରେ ଯୋଗ ଦେଇ ରାଜ୍ୟରେ ପୁଞ୍ଜିନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?