ରାଜ୍ୟ

କନ୍‌ସେନ୍‌ଟ୍ରିକ୍ସ କଷ୍ଟମର ଏକ୍ସପେରିଏନ୍ସ ସେଣ୍ଟର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବୃତ୍ତିଗତ ସେବା ସଂସ୍ଥା କନ୍‌ସେନ୍‌ଟ୍ରିକ୍ସ ବିପିଓ ଶୁକ୍ରବାର ଭୁବନେଶ୍ୱରରେ ଉଦ୍‌ଘାଟିତ ହୋଇଛି। କନ୍‌ସେନ୍‌ଟ୍ରିକ୍ସ ଭୁବନେଶ୍ୱରରେ କଷ୍ଟମର ଏକ୍ସପେରିଏନ୍ସ ସେଣ୍ଟର ପ୍ରତିଷ୍ଠା କରିବା ସହିତ ମହିଳା ସଶକ୍ତୀକରଣ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ରମାଦେବୀ…

ବିବାହ କରିବେ ଆଉ ୨ ଜିଲାପାଳ

ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ବଲପୁର ଜିଲାପାଳ ଅନନ୍ୟା ଦାସ ଏବଂ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣାଙ୍କ ବିବାହ ଶେଷ ହେଉ ହେଉ ଆଉ ୨ ଜିଲାପାଳ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ପୁରୀ ଜଲାପାଳ ସମର୍ଥ ବର୍ମା ରାୟଗଡ଼ା ଜିଲାପାଳ ସ୍ବେଧା ଦେବ…

ଦ୍ୱିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ପାଇବେ କେନ୍ଦୁପତ୍ର ହିତାଧିକାରୀ

ଭୁବନେଶ୍ୱର,୫ା୫(ବ୍ୟୁରୋ): କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ…

ଡଙ୍ଗରିଆଙ୍କୁ ରୋଜଗାର ଦେଉଛି ସିଆଳି ପତ୍ର

ବିଷମ କଟକ,୫ା୫(ଡି.ଏନ୍‌.ଏ.): ନିୟମଗିରି ପାହାଡରେ ଆଦିମ ଜନଜାତି ସମ୍ପ୍ରଦାୟର ଲୋକେ ବସବାସ କରି ଆସୁଛନ୍ତି। ପାହାଡ଼ ଉପରେ ରାୟଗଡ଼ା ଜିଲା ଅଧୀନ ୩ଟି ବ୍ଲକ ଅନ୍ତର୍ଗତ ପ୍ରାୟ ୮ଟି ପଞ୍ଚାୟତର ୯୯ ଖଣ୍ଡ ଗାଁ ରହିଛି। ଏସବୁ ଗାଁରେ ୧୦ହଜାରରୁ ଉର୍ଦ୍ଧ…

୨ କୋଟିରୁ ଊର୍ଦ୍ଧ୍ୱ ଅଲିଭ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଗଲେ

ରାଜନଗର,୫ା୫(ଡି.ଏନ.ଏ.): ଅଲିଭ ରିଡ୍‌ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲା ଗହୀରମଥା ସମୁଦ୍ର ବେଳାଭୂମି ଦୀର୍ଘ ୬୦ଦିନ ପରେ ଚଳଚଞ୍ଚଳ ହୋଇଉଠିଛି। ଲକ୍ଷ ଲକ୍ଷ ମା’ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ କରିଥିଲେ। ୨୯ରୁ ୪ତାରଖ ୬ଦିନ ଭିତରେ…

ଠକେଇ ଟଙ୍କାରେ ଗାଡ଼ି ସଉକ

ଭୁବନେଶ୍ୱର,୫।୫ (ବ୍ୟୁରୋ): ମୋତେ ଟଙ୍କା ଦିଅ ମୁଁ ତୁମକୁ ଚାକିରି ଦେବି । ସରକାରୀ ହେଉ ବା ବେସରକାରୀ, ଟଙ୍କା ଦେଲେ ସହଜରେ ମିଳିଯିବ। ଏମିତି କହି ଚାକିରି ଆଶାୟୀ ଯୁବତୀଯୁବକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଧୃତ ଠକଙ୍କୁ…

ସ୍ବାସ୍ଥ୍ୟ ଉପଯୋଗୀ ପ୍ରୋବାୟୋଟିକ ଆବିଷ୍କାର

ଭୁବନେଶ୍ୱର,୫।୫(ବ୍ୟୁରୋ): ଓଡ଼ିଶାର ଆଦିବାସୀ ସମ୍ପ୍ରଦାୟର ସ୍ବାସ୍ଥ୍ୟ ଏବଂ ପୁଷ୍ଟିକୁ ଦୃଷ୍ଟିରେ ରଖି ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଲାଇଫ୍‌ ସାଇନ୍ସେସ ଭୁବନେଶ୍ୱର (ଆଇଏଲ୍‌ଏସ୍‌) ପକ୍ଷରୁ ଏକ ନୂଆ ପ୍ରୋବାୟୋଟିକ୍‌ ଆବିଷ୍କାର କରାଯାଇଛି। ଏହା ସ୍ବାସ୍ଥ୍ୟ ପାଇଁ ହିତୋଯୋଗୀ ବୋଲି ଦାବି କରାଯାଇଛି। ପ୍ରାୟ ୩…

ରାସ୍ତାରେ ପଡ଼ି ରହିଛି ଅଳିଆ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରର ପରିମଳ ବ୍ୟବସ୍ଥା ସୁଧାରିବାକୁ ଭୁବନେଶ୍ବର ମହାନଗର ନିଗମ (ବିଏମସି) ପକ୍ଷରୁ ବ୍ୟାପକ ଯୋଜନା କରାଯାଉଛି। ତେବେ ବିଭିନ୍ନ କାରଣରୁ ବିଏମ୍‌ସିକୁ ସମାଲୋଚନାର ଶିକାର ହେବାକୁ ପଡ଼ୁଛି। ବିଏମ୍‌ସି ଦକ୍ଷିଣ ପଶ୍ଚିମ ଜୋନ୍‌ର ଏକାଧିକ ଓ୍ବାର୍ଡକୁ ସଫେଇ ଗାଡ଼ି…

ମେଡିକାଲ ପାଇଖାନାରେ ଜନ୍ମନେଲେ ଶିଶୁକନ୍ୟା, ଗୁରୁତର ଅବସ୍ଥାରେ ଉଦ୍ଧାର

ବରଗଡ଼ ଅଫିସ,୫ା୫: ଶିଶୁ ଓ ମାତୃ ମୃତ୍ୟୁହାର ରୋକିବା ପାଇଁ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ନେଇଛନ୍ତି। ଗର୍ଭବତୀ, ପ୍ରସୂତି କିମ୍ବା ନବଜାତ ଶିଶୁର ଚିକିତ୍ସାରେ ଆଦୌ ଅବହେଳା ନ କରିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। ମାତ୍ର ଅନେକ କ୍ଷେତ୍ରରେ…

୧୦ଦିନ ପାଇଁ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଡେପୁଡି ମେୟର ମଞ୍ଜୁଲତା କହଁର, କମିଶନର ବିଜୟ ଅମୃତା କୁଲାଙ୍ଗେ ଉପସ୍ଥିତ ରହି…

ଚତୁର୍ଦ୍ଧାମୂର୍ତ୍ତି ଦର୍ଶନ କରି ବାସଭବନ ଛାଡ଼ିଲେ ରାଷ୍ଟ୍ରପତି

ବାରିପଦା ଅଫିସ,୫ା୫: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ମୟୂରଭଞ୍ଜ ଜିଲା ଗସ୍ତର ଦ୍ବିତୀୟ ଦିନର ଯାତ୍ରା ଆରମ୍ଭ କରିଥିଲେ। ଶୁକ୍ରବାର ସକାଳୁ ଘରୁ ବାହାରି ରାଇରଙ୍ଗପୁରସ୍ଥିତ ଜଗନ୍ନାଥ ମନ୍ଦିରକୁ ଯାଇ ଘଣ୍ଟି ବଜାଇ ଚତୁର୍ଦ୍ଧାମୂର୍ତ୍ତିକୁ ଦର୍ଶନ କରି ପୂଜାପାଠ…

ଏମ୍‌ସରେ ବିରଳ ଗଳା କର୍କଟର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର,୫।୫(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରରେ ବିକିରଣ (ରେଡିଏନ) ଓ କେମୋ ପ୍ରତିରୋଧୀ ବିରଳ ଗଳା କର୍କଟ (ଆଡେନ୍‌ଏଡ୍‌ ସିଷ୍ଟିକ କାର୍ସିନୋମା) ରୋଗର ସଫଳ ଅସ୍ତ୍ରୋପଚାର କରାଯାଇଛି। ଏହି ପ୍ରାଣଘାତୀ ରୋଗର ଅନ୍ୟ କୌଣସି ବିକଳ୍ପ ଚିକିତ୍ସା ପ୍ରକ୍ରିୟା ନ ଥିବାରୁ ଏମ୍‌ସ ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?