ରାଜ୍ୟ

ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ ରାଷ୍ଟ୍ରପତି

ବାରିପଦା ଅଫିସ,୫ା୫: ଆଜି ଅର୍ଥାତ୍‌ ଶୁକ୍ରବାର ହେଉଛି ଅଲଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ। ଏଥିପାଇଁ ମୟୂରଭଞ୍ଜର ଦାଣ୍ଡବୋଷ ଗାଁ ଚଳଚଞ୍ଚଳ ହୋଇଉଠିଛି। ଏହି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦାଣ୍ଡବୋଷ ଗାଁକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।…

ଭାବବିହ୍ବଳ ହେଲେ ରାଷ୍ଟ୍ରପତି

ବାରିପଦା ଅଫିସ,୫ା୫: ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଗୁରୁବାର ପ୍ରଥମ ଥର ପାଇଁ ଜନ୍ମ ମାଟିକୁ ଆସିଥିବା ଦ୍ରୌପଦୀ ମୁର୍ମୁ ଭାବବିହ୍ବଳ ହୋଇ ପଡ଼ିଥିଲେ। ପିଲା ଦିନର କଥା ମନେ ପକାଇ ମା’, ବାପା ବେଶୀ ପାଠ ପଢ଼ି ନ…

ଅସୁରକ୍ଷିତ ବୌଦ୍ଧପୀଠ

ଚଣ୍ଡିଖୋଲ,୫ା୫(ଡି.ଏନ୍‌.ଏ.): ଶୁକ୍ରବାର ଚନ୍ଦନ ପୂର୍ଣ୍ଣିମା। ଏହାକୁ ବୌଦ୍ଧ ପୂର୍ଣ୍ଣିମା ମଧ୍ୟ କୁହାଯାଏ। ଭଗବାନ ତଥାଗତ ବୁଦ୍ଧ ଏହି ଦିନ ଜନ୍ମଗ୍ରହଣ କରିଥିବାରୁ ଏହାକୁ ବୁଦ୍ଧ ଜୟନ୍ତୀ ରୂପେ ପାଳନ କରାଯାଏ। ଓଡ଼ିଶାର ପ୍ରମୁଖ ବୌଦ୍ଧକ୍ଷେତ୍ର ହୀରକ ତ୍ରିଭୁଜ କଟକ ଜିଲାର ଲଳିତଗିରି,…

ନଗଡ଼ାରେ ପୋଡୁଚାଷ ପାଇଁ ଜଙ୍ଗଲ କଟା ଆରମ୍ଭ

କାଳିଆପାଣି,୫ା୫(ଡି.ଏନ.ଏ.):ସୁକିନ୍ଦା ବନାଞ୍ଚଳ ଅଧୀନ ଚିଙ୍ଗୁଡ଼ିପାଳ ପଞ୍ଚାୟତର ନଗଡ଼ା ଜଙ୍ଗଲକୁ ଜୁଆଙ୍ଗମାନେ ପୋଡୁଚାଷ ପାଇଁ ବ୍ୟବହାର କରୁଛନ୍ତି। ସେଥିପାଇଁ ନଗଡ଼ାରେ ଆରମ୍ଭ ହେଲାଣି ଜଙ୍ଗଲ କଟା। ବର୍ଷା ଦିନେ ଉକ୍ତ ଚାଷ କରିବା ପାଇଁ ପାହାଡ଼ର ଜଙ୍ଗଲ କାଟି ସଫା କରାଯାଉଛି। ଜଙ୍ଗଲରେ…

ନିକ୍ତିମାଲ ହିଂସାକୁ ନେଇ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୫ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ଲୋକଙ୍କ ସମର୍ଥନ ପାଉ ନ ଥିବାରୁ ହତାଶ ଓ ଉତକ୍ଷିପ୍ତ ହୋଇ ଭାଜପା ନେତାମାନେ ଗୁଣ୍ଡାଗର୍ଦ୍ଦି କରିବା ସହ ଭୋଟରଙ୍କୁ ଧମକଚମକ ଦେଉଛନ୍ତି। ବୁଧବାର ସନ୍ଧ୍ୟାରେ ଝାରସୁଗୁଡ଼ା ଜିଲା ଲଇକେରା…

୭ରେ ଝାରସୁୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୫(ବ୍ୟୁରୋ): ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଗସ୍ତରେ ଯିବେ । ସେଠାରେ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ସେ ପ୍ରଚାର କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେଡି କର୍ମୀମାନେ ଉତ୍ସାହିତ ହୋଇଛନ୍ତି। ସେଥିପାଇଁ ପ୍ରସ୍ତୁତି ମଧ୍ୟ…

ନିଶା ପାଇଁ ନେଉଛନ୍ତି ନିଷିଦ୍ଧ ଇଞ୍ଜେକ୍ସନ

ଆଶିଷ ରଞ୍ଜନ ପଣ୍ଡା ରାୟଗଡ଼ା, ୫।୫: ନିଦ୍ରାହୀନତା, ବାନ୍ତି, ମୁଣ୍ଡବ୍ୟଥା, ଶରୀରରେ ହେଉଥିବା ଅସହ୍ୟ ଯନ୍ତ୍ରଣା ଉପଶମ ପାଇଁ ବ୍ୟବହାର କରାଯାଏ ଫୋର୍ଟୱିନ ଏବଂ ଫେନରଗାନ୍‌ ଇଞ୍ଜେକ୍ସନ। ଅସ୍ତ୍ରୋପଚାର ପରବର୍ତ୍ତୀ ସମୟରେ ହେଉଥିବା ପୀଡ଼ା ଏବଂ ବାନ୍ତିକୁ ରୋକିବାରେ ଏହା ବିଶେଷ…

ଶ୍ରୀମନ୍ଦିର ପ୍ରଶାସନିକ କୋଠା ନିର୍ମାଣ ପାଇଁ ମିଳିଲା ଏନ୍‌ଓସି

ପୁରୀ ଅଫିସ,୪ା୫: ଶ୍ରୀମନ୍ଦିର ପ୍ରଶାସନର ଅଫିସ କୋଠା ନିର୍ମାଣ ପାଇଁ ଜାତୀୟ ଐତିହ୍ୟ ପ୍ରାଧିକରଣ(ଏନ୍‌ଏମ୍‌ଏ)ପକ୍ଷରୁ ଅନୁମତି ମିଳିଛି। ଏହାର ତଦାରଖ ପାଇଁ ରାଜ୍ୟ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଓ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ(ଏଏସଆଇ) ଅଧୀକ୍ଷକଙ୍କୁ ପରାମର୍ଶ ଦିଆଯାଇଛି। ଏହି ତିନି ମହଲା…

ଚତୁର୍ଥ ଦିନରେ ୫ ଜିଲାରେ ୩୫୯ ରୂପାନ୍ତରିତ ସ୍କୁଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନାଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି। କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ…

ସମୂହ ଇସ୍ତଫା ଦେଲେ ପ୍ରାଣୀ ଚିକିତ୍ସକ

କେନ୍ଦୁଝର,୪ା୫(ସ୍ବ.ପ୍ର.): ପ୍ରାଣୀ ଚିକିତ୍ସକଙ୍କ ୧୦ ଦଫା ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଗୁରୁବାର ଚରମ ସୀମାରେ ପହଞ୍ଚିଛି। ସେମାନେ ଆଜି ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଏବଂ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ ଦ୍ୱାରା ମତ୍ସ୍ୟ ଓ ପଶୁପାଳନ ବିଭାଗର ପ୍ରମୁଖ ଶାସନ…

ଆସନ୍ତାକାଲି ଝଡ଼ବର୍ଷା, ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ମେ’ ୫ରୁ ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ମାଡ଼ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ରାଜ୍ୟର ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସାନ୍ତାଳି ସମାଜ ଓ ସାନ୍ତାଳି ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?