ଧାମନଗର:ଛିଡୁନି ଅଙ୍କକଷା
ଭଦ୍ରକ ଅଫିସ/ ଧାମନଗର,୯।୧୦ (ଡି.ଏନ.ଏ): ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ରାଜନୈତିକ ପାଣିପାଗ ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଏହି ଆସନକୁ ନିଜ ଅକ୍ତିଆରକୁ ନେବାକୁ ପୂରା ଦମ…
ବ୍ଲାକ୍ମେଲ୍ ସହ ନିଶା ଲିଙ୍କ୍: ହୋଟେଲରେ ଡିଲ୍ ବେଳର ଭିଡିଓ ଭା ଇରାଲ
ଅର୍ଚ୍ଚନା ଓ ତାଙ୍କ ସ୍ବାମୀ ଜଗବନ୍ଧୁ କେବଳ ବଡ଼ ବଡ଼ିଆ ଲୋକଙ୍କୁ ନିଜ ଜାଲରେ ଫସାଇ ବ୍ଲାକ୍ମେଲ୍ କରୁ ନ ଥିଲେ ବରଂ ନିଶା କାରବାର ମଧ୍ୟ କରୁଥିବା କୁହାଯାଉଛି। ତେଣୁ ନିଜର କଳା ସାମ୍ରାଜ୍ୟ ବିଷୟରେ କାଳେ କିଏ ଜାଣିଦେବ,…
ନର୍ଦ୍ଦମା ପାଖରେ ଖାଦ୍ୟ ପ୍ରସ୍ତୁତି
ପୁରୀ ଅଫିସ,୯।୧୦:ମଣିଷ ପାଇଁ ଖାଦ୍ୟ ଯେତେ ଜରୁରୀ, ଶରୀର ପାଇଁ ସୁଷମ ଓ ପୁଷ୍ଟିସାର ଖାଦ୍ୟ ସେତିକି ଆବଶ୍ୟକ। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ଯେଉଁଭଳି ଭାବେ ବର୍ତ୍ତମାନ ଖାଦ୍ୟର ମାନ କମିବା ସହ ନକଲି ପଦାର୍ଥରେ ଖାଦ୍ୟ ପ୍ରସ୍ତୁତି ହେଉଛି,…
କୁଆଁର ପୂନେଇଁ ଉତ୍ସବରେ ଓଡ଼ିଆ ପରମ୍ପରାର ଝଲକ
ଭୁବନେଶ୍ୱର,୯।୧୦(ବ୍ୟୁରୋ):ଓଡ଼ିଶାର ପ୍ରଥା, ପରମ୍ପରା, ସଂସ୍କୃତିକୁ ନେଇ ନୃତ୍ୟ ମାଧ୍ୟମରେ ପାରମ୍ପରିକ ଢଙ୍ଗରେ ପାଳନ ହୋଇଛି କୁଆଁର ପୂନେଇଁ ଉତ୍ସବ। ଶନିବାର ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟାୟନ ପକ୍ଷରୁ ଏହି ଉତ୍ସବ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଓଡ଼ିଶୀ…
ଜୟନ୍ତୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ପୁରୁଣା ଭୁବନେଶ୍ୱର,୮ା୧୦(ଡି.ଏନ୍.ଏ.):ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା, ପୂର୍ବତନ ଏମ୍ପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସହଧର୍ମିଣୀ ଜୟନ୍ତୀ ପଟ୍ଟନାୟକଙ୍କ ଏକାଦଶାହ ଶନିବାର ଟଙ୍କପାଣି ରୋଡ୍ସ୍ଥିତ ଏକ କଲ୍ୟାଣ ମଣ୍ଡପରେ ଆୟୋଜିତ ହୋଇଛି। ଏହି ଅବସରରେ ସେଠାରେ…
ବେଙ୍ଗାଲୁରୁରୁ ଓଡ଼ିଆ ସ୍ବିଗି ବୟ ଉଦ୍ଧାର
ଭୁବନେଶ୍ୱର,୯।୧୦(ବ୍ୟୁରୋ):କ୍ଷତ ବିକ୍ଷତ ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିବା ଜଣେ ସ୍ବିଗି ବୟଙ୍କୁ ଓଡ଼ିଶା ମୋ ପରିବାର ପକ୍ଷରୁ ଉଦ୍ଧାର କରାଯାଇଛି। ସେ ହେଲେ ଜଗତ୍ସିଂହପୁର ଜିଲା ପାଟେଣି ଗାଁର ୨୪ ବର୍ଷୀୟ ବୈକୁଣ୍ଠ କୁମାର ସାହୁ। ସେ ବେଙ୍ଗାଲୁରୁରେ ରହି ସ୍ବିଗି…
୧୪ ଯାଏ ବର୍ଷା
ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ଆସୁଥିବାରୁ ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିବ। ବିଶେଷ କରି ଦିନରେ ଅସରାଏ ଲେଖା ବର୍ଷା ହେବ।…
ବ୍ରଏଲର କୁକୁଡ଼ା ଚାଷୀ ପ୍ରତିନିଧି, ଇଣ୍ଟିଗ୍ରେଟର କମ୍ପାନୀ ଆଲୋଚନା ସ୍ଥଗିତ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଚୁକ୍ତିଭିତ୍ତିକ ବ୍ରଏଲର କୁକୁଡ଼ା ଚାଷୀଙ୍କ ପ୍ରତିନିଧି ଏବଂ ଇଣ୍ଟିଗ୍ରେଟର କମ୍ପାନୀ ପ୍ରତିନିଧିଙ୍କ ସହିତ ଅକ୍ଟୋବର ୧୦ରେ କୃଷି ଭବନଠାରେ ହେବାକୁ ଥିବା ଆଲୋଚନାକୁ ସ୍ଥଗିତ ରଖାଯାଇଛି। ଏ ନେଇ କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୧ ତାରିଖରେ…
ଅବହେଳିତ ଜୈନ କୀର୍ତ୍ତିରାଜି ଚିହ୍ନଟ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଶାରେ ପ୍ରାଚୀନ କାଳରୁ ବିଭିନ୍ନ ସମ୍ପ୍ରଦାୟର ରାଜାଙ୍କ ଶାସନ ଚାଲିଆସୁଥିବା ବେଳେ ଅନେକ କୀର୍ତ୍ତିରାଜିର ଛାପ ଛାଡ଼ିଯାଇଛନ୍ତି। ସେହି କୀର୍ତ୍ତିରାଜିଗୁଡ଼ିକ ଏବେ ବି ଓଡ଼ିଶାର ବିଭିନ୍ନ ସ୍ଥାନରେ ଲୁକ୍କାୟିତ ଭାବେ ରହିଛି। ସେଥିମଧ୍ୟରୁ ଅନେକ କୀର୍ତ୍ତିରାଜି ଓ ପ୍ରତିମୂର୍ତ୍ତି ଭାଙ୍ଗିରୁଜି…
ଓସିଏସ୍ ପାଇଲେ କିସ୍ର ୪ ଛାତ୍ରୀଛାତ୍ର
ଭୁବନେଶ୍ୱର,୯।୧୦(ବ୍ୟୁରୋ):ଚଳିତ ଶିକ୍ଷାବର୍ଷରେ ଆବାସିକ ଜନଜାତି ଅନୁଷ୍ଠାନ କିସ୍ର ଛାତ୍ରୀଛାତ୍ର ଉଚ୍ଚକୋଟୀର ଶୈକ୍ଷିକ ପ୍ରଦର୍ଶନ କରିଛନ୍ତି। ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପରୀକ୍ଷାରେ କୃତକାର୍ଯ୍ୟ ୩୯୨ଜଣଙ୍କ ମଧ୍ୟରୁ କିସ୍ରୁ ୪ଜଣ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲାର ରାଇମାତ ଟୁଡୁ, ବଲାଙ୍ଗୀରର ମଣ୍ଟୁ…
ରାଜ୍ୟରେ ୫ ବର୍ଷରେ ୨୦ ହଜାର ମାନବାଧିକାର ଉଲ୍ଲଂଘନ ମାମଲା
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି)ରେ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ୨୦୨୧-୨୨ ଆର୍ଥିକବର୍ଷ ଶେଷ ସୁଦ୍ଧା ଓଏଚ୍ଆର୍ସିରେ ୧୭,୪୧୮ଟି ମାନବିକ ଅଧିକାର ଉଲ୍ଲଂଘନ ମାମଲା ରୁଜୁ ହୋଇଛି। ଗତ ୫ ବର୍ଷରେ ରାଜ୍ୟରେ ସମୁଦାୟ ୨୦,୫୮୧ ମାନବିକ ଅଧିକାର…
ବିଲୁପ୍ତି ପଥେ ମୂଷାନଈ
ଏକଦା ପୁରୀର ଜୀବନରେଖା କୁହାଯାଉଥିବା ମୂଷାନଈ ବିଲୁପ୍ତ ହେବାକୁ ବସିଲାଣି। ଜବରଦଖଲ ଓ ବେଆଇନ କୋଠାବାଡ଼ି ନିର୍ମାଣ ଯୋଗୁ ଏହା ସଙ୍କୁଚିତ ହୋଇ ଏବେ ଏକ କ୍ଷୁଦ୍ର ଜଳାଶୟ ପାଲଟିଛି। ମୂଷାନଈର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ…
Archives


