ରାଜ୍ୟ

ବାଇକ୍‌ ମେକାନିକ ମାଷ୍ଟରମାଇଣ୍ଡ

ଭୁବନେଶ୍ୱର,୧।୫ (ବ୍ୟୁରୋ): ରାଜଧାନୀରେ କିଛି ମାସ ହେଲା ବାଇକ ଚୋରି ଘଟଣାରେ ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ ଏକ ଗ୍ୟାଙ୍ଗକୁ ଧରିଛି। କ୍ୟାପିଟାଲ ଥାନା ପୋଲିସ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ତଥା ମେକାନିକଙ୍କ ସହ ୩ଜଣ କବାଡିଆଙ୍କୁ ଗିରଫ କରିଛି। ମାଷ୍ଟରମାଇଣ୍ଡ ହେଲେ…

ଭୁବନେଶ୍ୱରରେ ୩ ନୂଆ ଅଗ୍ନିଶମ କେନ୍ଦ୍ର ଖୋଲିଲା

ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା,୧।୫(ଡି.ଏନ୍‌.ଏ.): ଭୁବନେଶ୍ୱରର ପାହାଳ, ମଞ୍ଚେଶ୍ୱର ଓ ତମାଣ୍ଡୋଠାରେ ୩ଟି ନୂଆ ଅଗ୍ନିଶମ ଓ ଜରୁରିକାଳୀନ ସେବା କେନ୍ଦ୍ର ଖୋଲିଛି। ମୁଖ୍ୟ ଅତିଥି ଭାବେ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ଯୋଗଦେଇ ଏହି କେନ୍ଦ୍ରଗୁଡ଼ିକୁ ଉଦ୍‌ଘାଟନ କରିଛନ୍ତି। ତେବେ ଷ୍ଟେଶନଗୁଡ଼ିକ ଏବେ ଅସ୍ଥାୟୀ…

କୁକୁର କାମୁଡ଼ିଲେ, ବାହାରେ ମଳତ୍ୟାଗ କଲେ ଜରିମାନା ଦେବେ ମାଲିକ

ଭୁବନେଶ୍ୱର,୧ା୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ କୁକୁର ପାଳନ ନେଇ ସ୍ବତନ୍ତ୍ର ନିୟମ କରାଯାଇଛି। ଶନିବାର କର୍ପୋରେଶନ ବୈଠକରେ ବିଧିବଦ୍ଧ ଭାବେ ପ୍ରସ୍ତୁତ ହୋଇଥିବା ଡଗ୍‌ ବାଇ-ଲ’ ପାରିତ ହୋଇଛି। ଏବେ ଦେଶୀ ହେଉକି ବିଦେଶୀ କୁକୁର ଘରେ ପୋଷିବାକୁ…

ଗୋଇନ୍ଦା ଚିଠିକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ବର,୧ା୫(ବ୍ୟୁରୋ): ହନୁମାନ ଜୟନ୍ତୀରେ ହିଂସା ଉପୁଜିପାରେ ବୋଲି ଗୋଇନ୍ଦା ବିଭାଗ ପୂର୍ବରୁ ରିପୋର୍ଟ ଦେଇଥିବା ଜଣାପଡ଼ିବା ପରେ ଏବେ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ହନୁମାନ ଜୟନ୍ତୀରେ ସମ୍ବଲପୁରରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ତେବେ ଏହାର ଦିନକ ପୂର୍ବରୁ ଅର୍ଥାତ୍‌ ଗତ…

ମେଡିକାଲରେ ମୃତ ଘୋଷିତ ଶିଶୁ ଘରେ ଜିଇଉଠିଲା

ଢେଙ୍କାନାଳ ଅଫିସ,୧।୫: ଡାକ୍ତରଖାନାରେ ମୃତ ଘୋଷିତ ନବଜାତକ ଘରେ ଜିଇଉଠିଲା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ପୌରାଞ୍ଚଳରେ। ବଞ୍ଚତ୍ଥିବା ଶିଶୁକୁ ମୃତ ଘୋଷଣା କରିବା ଡାକ୍ତରଙ୍କ ଚରମ ଅବହେଳା ବୋଲି ପରିବାର ଲୋକେ କହୁଥିବା ବେଳେ ଅଭିଯୋଗକୁ ଖଣ୍ଡନ…

ଆଜିଠୁ ୩ ମାସ ପର୍ଯ୍ୟନ୍ତ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧ା୫: ମେ’ ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ କରାଯାଇଛି। ବଉଳା…

ବିଶ୍ୱ ଶ୍ରମିକ ଦିବସ: ଶ୍ରମିକଙ୍କ ସ୍ଥିତି ଦୟନୀୟ ହୋଇପଡ଼ିଛି

ପ୍ରାୟ ସବୁ ଦେଶରେ ମେ’ ୧ ତାରିଖରେ ପାଳିତ ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହାକୁ ମେ’ ଦିବସ ବା ଆନ୍ତର୍ଜାତିକ ଶ୍ରମିକ ଦିବସ ଭାବେ ମଧ୍ୟ ପାଳନ କରାଯାଉଛି। ଉନବିଂଶ ଶତାବ୍ଦୀର ଶେଷଭାଗରେ ନିଜ ହକ୍‌ ପାଇଁ ଶିଳ୍ପପତିମାନଙ୍କ ଆକ୍ରୋଶର…

ଜନ୍ମମାଟିରେ ବିଶ୍ୱସ୍ତରୀୟ ସ୍କୁଲ୍‌ କରିଛନ୍ତି ଡାକ୍ତର

କେନ୍ଦୁଝର,୧ା୫(ସ୍ବ.ପ୍ର.):କେନ୍ଦୁଝର ଜିଲାର ଜଣେ ଡାକ୍ତର ନିଜ ଗାଁରେ ଗରିବ ପିଲାଙ୍କ ପାଠ ପଢ଼ିବା ପାଇଁ ଏକ ବିଶ୍ବସ୍ତରୀୟ ସ୍କୁଲ ଖୋଲିଛନ୍ତି। ସେ ପିଲା ଦିନେ ପଢ଼ିବା ପାଇଁ କରିଥିବା କଷ୍ଟକୁ ହୃଦବୋଧ କରି ଶିକ୍ଷାରୁ ବଞ୍ଚତ୍ତ ପିଲାଙ୍କୁ ଏହା ଉପହାର ସ୍ବରୂପ…

ଆଜିଠୁ ବର୍ଷା ବଢ଼ିବା ସମ୍ଭାବନା

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଥିସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ରବିବାର ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୯.୬ ରେକର୍ଡ଼ କରାଯାଇଥିଲା। ଏହାପଛକୁ ୩୯ ଡିଗ୍ରୀ ସହ ଜଗତ୍‌ସିଂହପୁର…

ବିନା ଯୋଗ୍ୟତାରେ ଡାକ୍ତରୀ ଡିଗ୍ରୀ

ଖୋର୍ଦ୍ଧା ଅଫିସ,୧ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ୨୦୨୦-୨୧ ବ୍ୟାଚ୍‌ରେ ବିନା ଏନ୍‌ଇଇଟିରେ ୨ଜଣ ଛାତ୍ରୀଛାତ୍ର ଆୟୁର୍ବେଦ ଡାକ୍ତରୀ ପାଠ ପଢ଼ୁଥିବା ନେଇ ଏକ ଖବର ଗତ ଜାନୁୟାରୀ ୧୦ତାରିଖ ଧରିତ୍ରୀରେ ପ୍ରକାଶ ପାଇଥିଲା। ଉକ୍ତ ଘଟଣାକୁ ୩ମାସ ବିତିଥିବାବେଳେ ଆୟୁଷ…

ଗୋଟିଏ ଶ୍ମଶାନରେ ଜଳିଲା ବାପ-ପୁଅଙ୍କ ଜୁଇ

ସୋନପୁର,୩୦ା୪(ନି.ପ୍ର.): ଶ୍ମଶାନରେ ଜଳୁଛି ଜୁଇ। ଗୋଟିଏ ନୁହେଁ ଦୁଇ ଦୁଇଟି ଜୁଇ। ତାହାପୁଣି ଦୁଇ ବାପ ପୁଅଙ୍କର। ଶନିବାର ପୁଅ ଆର୍ତ୍ତତ୍ରାଣ ବାପା ଆଦି ସା’ଙ୍କ ଦେହ ଭଲ ନ ଥିବାରୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ନେଇଥିଲେ। ମାତ୍ର ବାପ-ପୁଅ ଦୁହେଁ…

ସର୍ବଭାରତୀୟ ସ୍ତରରେ ଚମକିଲେ ପୁଣି ଜଣେ ଓଡ଼ିଆ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କେନ୍ଦ୍ର ସରକାର ପୁଣି ଜଣେ ଓଡ଼ିଆଙ୍କୁ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ଡ. ଅଜିତ ମହାନ୍ତିଙ୍କୁ ଆଟମିକ୍‌ ରିସର୍ଚ୍ଚ ଏନର୍ଜି କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ ଦେଇଛନ୍ତି। ୨୦୧୯ ମାର୍ଚ୍ଚ ୧୨ରେ ଅଜିତ ଭାବା ଆଟମିକ୍‌ ରିସର୍ଚ୍ଚ କେନ୍ଦ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?