ରାଜ୍ୟ

ସର୍ବଭାରତୀୟ ସ୍ତରରେ ଚମକିଲେ ପୁଣି ଜଣେ ଓଡ଼ିଆ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କେନ୍ଦ୍ର ସରକାର ପୁଣି ଜଣେ ଓଡ଼ିଆଙ୍କୁ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ଡ. ଅଜିତ ମହାନ୍ତିଙ୍କୁ ଆଟମିକ୍‌ ରିସର୍ଚ୍ଚ ଏନର୍ଜି କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ ଦେଇଛନ୍ତି। ୨୦୧୯ ମାର୍ଚ୍ଚ ୧୨ରେ ଅଜିତ ଭାବା ଆଟମିକ୍‌ ରିସର୍ଚ୍ଚ କେନ୍ଦ୍ରର…

ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ

ଭୁବନେଶ୍ବର, ୩୦।୪: ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ। ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତର ୨୪ଘଣ୍ଟା ମଧ୍ୟରେ ମଞ୍ଜୁର ହେଲା ୨୨କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ୨୭ ଓ ୨୮ତାରିଖ ୨ଦିନ…

ଆଇଚର-ମୋ ବସ୍‌ ମୁହାଁମୁହିଁ: ୧୦ ଆହତ

ଖୋର୍ଦ୍ଧା ଅଫିସ,୩୦ା୪: ୧୬ନଂ ଜାତୀୟ ରାଜପଥ ପାଲଟିଛି ମରଣାଯନ୍ତା। ଶୁକ୍ରବାର ଗଡ଼ଖୋର୍ଦ୍ଧା ଛକରେ ଦୁଇ ଗାଡ଼ି ମୁହାମୁହିଁ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିଲେ। ସେହିପରି ରବିବାର ମଧ୍ୟାହ୍ନରେ ଏହି ରାଜପଥ ପିତାପଲ୍ଲୀ ଛକରେ ମୋ…

‘କାନନ ଫଟୋକପି ମଡେଲ ପ୍ରଦର୍ଶନୀ’

ଭୁବନେଶ୍ୱର,୩୦।୪: କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ମିଳିତ ଉଦ୍ୟମରେ ‘କାନନ ଫଟୋ କପି ମଡେଲର ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କାନନର ଅତ୍ୟାଧୁନିକ ଫଟୋକପି ମଡେଲ ଆଇଆର୍‌ସି ୩୨୨୬ ଓ ଆଇଆର୍‌ସି ୨୨୦୬ ଏବଂ ୨୦୦୬…

ଟିପିସିଓଡିଏଲ୍‌ର ‘କାମ୍‌’ ପ୍ରୋଗ୍ରାମ ଉଦ୍‌ଯାପିତ

ଭୁବନେଶ୍ୱର,୩୦।୪: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଷ୍ଟମର ଆଓ୍ବାରନେସ୍‌ ମନ୍ଥସ (କାମ୍‌) ପ୍ରୋଗ୍ରାମ ଶନିବାର ଆନୁଷ୍ଠାନିକ ଭାବେ ଉଦ୍‌ଯାପିତ ହୋଇଯାଇଛି। ଏପରିକି ଦୀର୍ଘ ୧ ମାସ ବ୍ୟାପୀ ଆୟୋଜିତ ହୋଇଥିବା ଟିପିସିଓଡିଏଲ୍‌ ଗ୍ରାହକ ସଚେତନତା କାର୍ଯ୍ୟକ୍ରମ ‘ଆପଣଙ୍କ…

ଜୀ-ସାର୍ଥକର ‘ନାଲିବିନ୍ଦୁ’ ଅଭିଯାନ ପୁରସ୍କୃତ

ଭୁବନେଶ୍ୱର,୩୦।୪: ଜୀ-ସାର୍ଥକରେ ପ୍ରସାରିତ ହେଉଥିବା ସଚେତନତାଭିତ୍ତିକ କାର୍ଯ୍ୟ ‘ନାଲିବିନ୍ଦୁ’ ନିକଟରେ ପୁରସ୍କୃତ ହୋଇଛି। ବିଶେଷକରି ଗତ ରଜରେ ମାସିକ ଋତୁସ୍ରାବ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ତଥା ସମାଜରେ ସଚେତନତା ସୃଷ୍ଟି କରିବା ପାଇଁ ଚ୍ୟାନେଲ ପକ୍ଷରୁ ଏକ ଅଭିନବ ପ୍ରୟାସ ‘ନାଲିବିନ୍ଦୁ’…

ଏମ୍‌.ଅରୁଣା ଇଣ୍ଡିଆନ୍‌ ବ୍ୟାଙ୍କର ନୂଆ କ୍ଷେତ୍ର ମହାପ୍ରବନ୍ଧକ

ଭୁବନେଶ୍ୱର,୩୦।୪: ଇଣ୍ଡିଆନ୍‌ ବ୍ୟାଙ୍କ ଭୁବନେଶ୍ୱର କାର୍ଯ୍ୟାଳୟର ନୂତନ କ୍ଷେତ୍ର ମହାପ୍ରବନ୍ଧକ ଭାବେ ବରିଷ୍ଠ ବ୍ୟାଙ୍କର୍ସ ଏମ୍‌.ଅରୁଣା ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତିା ଏହା ପୂର୍ବରୁ ସେ ତିରୁପତି ଅଞ୍ଚଳର ଅଞ୍ଚଳ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ଉଲ୍ଳେଖଯୋଗ୍ୟ, ୧୯୮୮ରେ ଅରୁଣା ଇଣ୍ଡିଆନ୍‌…

ସୁନୀତା ବିଶ୍ୱାଳ ବିଜେଡି କୋଅବ୍‌ଜରଭର ନିଯୁକ୍ତ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଝାରସୁଗୁଡା ନିର୍ବାଚନ କ୍ଷେତ୍ରର ଲଇକେରା ଓ କିରମିରା ବ୍ଲକ ସକାଶେ ସୁନୀତା ବିଶ୍ୱାଳଙ୍କୁ ବିଜେଡି କୋ-ଅବଜରଭର ଭାବେ ନିଯୁକ୍ତି ଦେଇଛି। ଉଭୟ ବ୍ଲକରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସେ କାର୍ଯ୍ୟ କରିବେ। ଏ ନେଇ ଶନିବାର ବିଜେଡି ସାଙ୍ଗଠନିକ ସମ୍ପାଦକ…

କ୍ରାଇମ୍‌ ବ୍ରାଞ୍ଚ ତଦନ୍ତ ଦାବି କଲା କଂଗ୍ରେସ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାୟଗଡ଼ାର ବିଜେଡି ନେତା ତଥା ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏନ୍‌.ଭାସ୍କର ରାଓ ମାଓବାଦୀମାନଙ୍କୁ ଅର୍ଥ ସହାୟତା ଦେଉଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରିବାକୁ ପିସିସି ମିଡିଆ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଦାବି କରିଛନ୍ତି। ଶନିବାର…

‘ଜେଇଇ ମେନ୍‌ ଫଳାଫଳ ଆଗକୁ ବଢ଼ିବାକୁ ଉତ୍ସାହିତ କରିଛି’

ଭୁବନେଶ୍ୱର ଶୈଳଶ୍ରୀବିହାର ଅଞ୍ଚଳର ଝିଅ ତଥା କିଟ୍‌ର ଛାତ୍ରୀ ପ୍ରିୟଙ୍କା ସରଙ୍କୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା। କାରଣ ଶନିବାର ପ୍ରକାଶ ପାଇଥିବା ଜେଇଇ ମେନ୍‌ ସେସନ-୨ ପରୀକ୍ଷାରେ ସେ ୯୯.୯୮ ପର୍ସେଣ୍ଟାଇଲ୍‌ ମାର୍କ ରଖି ଓଡ଼ିଶା ଟପ୍ପର ହୋଇଛନ୍ତି।…

ରୋଜ୍‌ଭ୍ୟାଲିର ଆଉ ୫୪ କୋଟି ସମ୍ପତ୍ତି ଆଟାଚ୍‌ କଲା ଇଡି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ବିଭିନ୍ନ ସ୍କିମ୍‌ ଜରିଆରେ ବହୁ କୋଟି ଟଙ୍କା ଠକେଇ କରିଥିବା ଚିଟ୍‌ଫଣ୍ଡ୍‌ ସଂସ୍ଥା ‘ରୋଜ୍‌ଭ୍ୟାଲି ଗ୍ରୁପ୍‌’ର ଆଉ ୫୪ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଟାଚ୍‌ କରିଛି। ଆଟାଚ୍‌ ହୋଇଥିବା ଏହି…

ଗଳିକନ୍ଦିରେ ରହୁଛି ଗାଡ଼ି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଗାଡିମୋଟର ସଂଖ୍ୟା ବଢ଼ିବାରେ ଳାଗିଛି। ବିଶେଷକରି ଲୋକେ ରାସ୍ତା ଓ ନୋ ପାର୍କିଂ ଜୋନ୍‌ରେ ଗାଡି ରଖୁଥିବାରୁ ଅନେକ ସମୟରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ସହରର ସବୁଠାରୁ ଜନଗହଳିପୂର୍ଣ୍ଣ ଅଞ୍ଚଳ କୁହାଯାଉଥିବା ରାଜମହଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?