ରାଜ୍ୟ

୯ ଆଇଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ରାଜ୍ୟ ସରକାର ୨ ଜଣ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ପ୍ରିନ୍ସିପାଲ ସେକ୍ରେଟାରି ଗ୍ରେଡ୍‌ ଲେଭଲ-୧୫କୁ ପଦୋନ୍ନତି ଦେଇଥିବା ବେଳେ ୭ ଜଣ ଆଇଏଏସ୍‌ ଅଫିସରଙ୍କୁ ସୁପରଟାଇମ ସ୍କେଲ୍‌(ଲେଭଲ-୧୪ ପେ ମାଟ୍ରିକ୍ସ)କୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଓ…

ବଦଳିବ ଭୁବନେଶ୍ୱର ରେଳଷ୍ଟେଶନ ରୂପ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):ଭୁବନେଶ୍ୱର ରେଳ ଷ୍ଟେଶନ ବିଶ୍ୱସ୍ତରୀୟ ହେବ । ଏ ନେଇ ଟେଣ୍ଡର ହୋଇଛି। କାମ ଖୁବଶୀଘ୍ର ଆରମ୍ଭ ହେବ ଓ ୨୪ ମାସ ଭିତରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ। ଏହି ପ୍ରକଳ୍ପ ପାଇଁ ପ୍ରଥମ ପର୍ଯ୍ୟାୟରେ ଖର୍ଚ୍ଚ ହେବ ୩୦୮…

ଶିକ୍ଷାନୁଷ୍ଠାନ ନାମଫଳକ ଓଡ଼ିଆରେ ଲେଖିବାକୁ ପୁଣି ନିର୍ଦ୍ଦେଶ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ନାମଫଳକ ଓଡ଼ିଆରେ ଲେଖିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। କିନ୍ତୁ ଅଧିକାଂଶ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଏହାକୁ ମାନୁନାହାନ୍ତି। ପୂର୍ବପରି ଇଂଲିଶ ଭାଷାରେ ଲେଖାଥିବା ଫଳକ ଶିକ୍ଷାନୁଷ୍ଠାନରେ ରହିଛି। କେତେକ ସ୍ଥାନରେ ଓଡ଼ିଆ ଭାଷାର ଚିହ୍ନବର୍ଣ୍ଣ ବି…

୨ ପୋଷା କୁକୁର ଅପହରଣ, ଧାରଣାରେ ମାଲିକ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):ଜମିଜମା ବିବାଦକୁ ନେଇ ୨ ପୋଷା କୁକୁରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ଏପରି ଅଭିଯୋଗ ନେଇ ବିଭିନ୍ନ ଥାନାର ଦ୍ୱାରସ୍ଥ ହୋଇ ନିରାଶ ହେବା ପରେ ଶେଷରେ ଏହାର ମାଲିକ ଲୋୟର ପିଏମ୍‌ଜିରେ ଧାରଣା ଦେଇଛନ୍ତି। ଉକ୍ତ ବ୍ୟକ୍ତିଜଣକ…

ଜାତୀୟ ନେତା ମୁହଁ ଖୋଲିଲେଣି,ଏଠି ଚୁପ୍‌

ଭୁବନେଶ୍ବର(ବ୍ୟୁରୋ)/ରାୟଗଡ଼ା(ସ୍ବ.ପ୍ର.),୩୦ା୧୨:ଓଡ଼ିଶା ବୁଲିବାକୁ ଆସିଥିବା ରୁଷୀୟ ନାଗରିକ ଆଣ୍ଟୋଭ ପାଭେଲ(୬୫) ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର୍‌ ବିଦାନୋଭ(୬୧)ଙ୍କ ରାୟଗଡ଼ାଠାରେ ଘଟିଥିବା ରହସ୍ୟଜନକ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ନେତାମାନେ ଏବେ ପ୍ରଶ୍ନ ଉଠାଇଲେଣି। ଏପରିସ୍ଥିତିରେ ଏପର୍ଯ୍ୟନ୍ତ ରାଜ୍ୟ ବିରୋଧୀ ଦଳର ନେତାମାନଙ୍କ ନୀରବତା…

ବର୍ଷକରେ ୧,୩୬,୫୯୯ ମାମଲା ଫଇସଲା

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ୨୦୨୨ ଜାନୁୟାରୀ ପହିଲାରୁ ଡିସେମ୍ବର ୨୩ ମଧ୍ୟରେ ମୋଟ ୧,୦୨,୨୪୭ ମାମଲା ରୁଜୁ କରାଯାଇଥିବା ବେଳେ ୧,୩୬,୫୯୯ ମାମଲା ଫଇସଲା କରାଯାଇଛି। ଫଳରେ କେସ୍‌ କ୍ଲିୟରାନ୍ସ ହାର ୧୩୩.୬୦ ପ୍ରତିଶତ ହୋଇଛି। ବର୍ତ୍ତମାନ ବିଚାର ନ ହୋଇ ପଡ଼ିରହିଥିବା ମାମଲା…

ଡ୍ୟାମ୍‌ ନିର୍ମାଣକୁ ବିରୋଧ କରି ଆଦିବାସୀଙ୍କ ପ୍ରଜାମେଳି

ମାଲକାନଗିରି/ମାଥିଲି,୨୯ା୧୨(ଡି.ଏନ.ଏ.): ଓଡ଼ିଶା ସୀମାରେ ପଡୋଶୀ ଛତିଶଗଡ଼ର ପ୍ରକଳ୍ପକୁ ବିରୋଧ କରି ଗୁରୁବାର ଶତାଧିକ ଆଦିବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଦିବାସୀ ସଂଘ ମାଧ୍ୟମରେ ଏକାଠି ହୋଇ ମେଳି କରି ଏହାର ପ୍ରତିବାଦ କରିଛନ୍ତି। ଛତିଶଗଡ଼ ମାଲକାନଗିରି ଜିଲା ସୀମାନ୍ତ ସାବେରୀ ନଦୀର ଭୀମସେନ…

୫ରେ ବିର୍ସାମୁଣ୍ଡା ଷ୍ଟାଡିୟମ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା ଅଫିସ,୨୯।୧୨: ଆସନ୍ତା ଜାନୁଆରୀ ୧୩ ତାରିଖରେ ଷ୍ଟିଲସିଟି ରାଉରକେଲାରେ ପ୍ରଥମ କରି ପୁରୁଷ ହକି ବିଶ୍ୱକପ୍‌ ଖେଳାଯିବ। ଏଥିପାଇଁ ବିର୍ସାମୁଣ୍ଡା ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ହେବା ସହ ଏଠାରେ ହକିର ଅଭ୍ୟାସ ମ୍ୟାଚ୍‌ ହେଉଛି। ଷ୍ଟାଡିୟମର ଉଦ୍‌ଘାଟନୀ ଉତ୍ସବ…

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ସୂଚୀ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ ତାରିଖରୁ ଆରମ୍ଭ ହେବ। ଏ ନେଇ ଗୁରୁବାର ସିବିଏସ୍‌ଇ ପକ୍ଷରୁ ଏକ ସର୍କୁଲାର ଜାରି ହେବା ସହିତ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦଶମ ପରୀକ୍ଷା…

୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୨୯ା୧୨: ଜାନୁୟାରୀ ୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି। କୁମ୍ଭୀର ଗଣନା ପାଇଁ ଭିତରକନିକା ଜାନୁୟାରୀ ୪ରୁ ୧୪ ପର୍ଯ୍ୟନ୍ତ ବନ୍ଦ…

ଉପବାଚସ୍ପତିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗ ଦେଇ  ଫେରୁଥିବା ବେଳେ ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଅନୁଗୋଳରୁ ଫେରୁଥିବା ବେଳେ ୫୫ ନଂ ଜାତୀୟ ରାଜପଥର ପଞ୍ଚମହଲାଠାରୁ ବନ୍ତଳା ରାସ୍ତାକୁ ଟର୍ନିଂ ସମୟରେ ଏହି ଦୁର୍ଘଟଣା…

ଅନୁଗୋଳରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଜିଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri