ରାଜ୍ୟ

ଆଜି ରାଜ୍ୟରେ ୬୮କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ଚାଲିଗଲା ୩ ଜୀବନ

ବୌଦ୍ଧ,୫।୧୦(ସ୍ବ.ପ୍ର.): ବୋଦ୍ଧ ଜିଲା ହରଭଙ୍ଗା ବ୍ଲକ ଧଳପୁର ପଞ୍ଚାୟତ ଅନ୍ତର୍ଗତ ଜବଲପୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସୁଶୀଲ ବେହେରା(୨୧), ସୁକାନ୍ତି ବେହେରା(୩୦), ସୋହନ ବେହେରା (୧୧)। ବୁଧବାର ସକାଳେ ଶୋଇଥିବା…

କଳାହାଣ୍ଡିରେ ଅଘଟଣ: ସାନ ଭାଇଙ୍କ ସହଯୋଗରେ ବଡ଼ ଭାଇଙ୍କୁ ହତ୍ୟାକରି ପୋତିଦେଲେ ମଝିଆ ଭାଇ

ଭବାନୀପାଟଣା,୪।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ତିଲଯୋଡି ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିିଛି। ଚାଷ ଜମିରେ ପାଣି ମଡ଼ାଇବାକୁ କେନ୍ଦ୍ର କରି ବଡ଼ ଭାଇଙ୍କୁ ମଝିଆ ଭାଇ ହତ୍ୟା କରିଛନ୍ତି। ଏପରିକି ଏହି ହତ୍ୟାକାଣ୍ଡରେ ସାନଭାଇ…

ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କୁ ଅଶ୍ରୁଳ ବିଦାୟ

ବରଗଡ଼ ଅଫିସ/ପଦ୍ମପୁର,୪।୧୦: ବରଗଡ଼ ଜିଲା ପଦ୍ମପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହାଙ୍କୁ ମଙ୍ଗଳବାର ଅଶ୍ରୁଳ ବିଦାୟ ଦିଆଯାଇଛି । ଏକ ବିଶାଳ ଶୋଭାଯାତ୍ରାରେ ସ୍ବର୍ଗତ ବରିହାଙ୍କ ପାର୍ଥିବ ଶରୀରକୁ ରଜାଘାଟ ନିଆଯାଇଥିଲା। ଶୋଭାଯାତ୍ରାରେ ଅର୍ଥମନ୍ତ୍ରୀ ନିରଞ୍ଜନ…

ଆଇପିୟୁ ପ୍ରାର୍ଥୀଭାବେ ମନୋନୀତ ହେଲେ ଅପରାଜିତା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ଆନ୍ତର୍ଜାତିକ ସ୍ତରରେ ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନ(ଆଇପିୟୁ)ରେ ଭାରତର ପ୍ରାର୍ଥୀଭାବେ ମନୋନୀତ ହୋଇଛନ୍ତି। ଏନେଇ ଅପରାଜିତା ମଙ୍ଗଳବାର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ୧୭୮ ଦେଶ ଆନ୍ତର୍ଜାତିକ ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନରେ…

ହେଲା ଦଶହରା ଛୁଟି ବେଳ, ଗ୍ରାମବାସୀ ଗାଁ ରାସ୍ତା କଲେ ସମତୁଲ

ଆର୍‌. ଉଦୟଗିରି,୪।୧୦(ଡି.ଏନ୍‌.ଏ.): ଦଶହରାରେ ଗ୍ରାମବାସୀ ମିଶି ଗାଁ ରାସ୍ତା ମରାମତି କରିଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଖ୍ରୀଷ୍ଟପୁର ମୁଖ୍ୟ ରାସ୍ତାରେ। ମୁଖ୍ୟ ରାସ୍ତାରୁ ଗାଁକୁ ଯିବାକୁ ଭଲ ରାସ୍ତାଟିଏ ନାହିଁ । ଏନେଇ…

୨ ଆଇଏଏସ୍‌ ଅଫିସରଙ୍କୁ ହକି ବିଶ୍ୱକପ୍‌ ଦାୟିତ୍ୱ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ହକି ବିଶ୍ୱକପ୍‌ ପରିଚାଳନା ପାଇଁ ୨ ଆଇଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ସରକାର ଉଭୟଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି । ଭୂପେନ୍ଦ୍ର ସିଂହ ପୁନିଆ ଏବଂ ରଘୁ ଜୀଙ୍କୁ ଓଏସ୍‌ଡି(ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି) ଭାବେ ରାଜ୍ୟ ସରକାର…

ଜନ୍ମମାଟିରେ ହେବ ବିଧାୟକଙ୍କ ଶେଷକୃତ୍ୟ

ବରଗଡ ଅଫିସ,୪।୧୦: ବରଗଡ ଜିଲା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କର ମଙ୍ଗଳବାର ଶେଷକୃତ୍ୟ ହେବ। ବିଧାୟକଙ୍କ ପାର୍ଥିବ ଶରୀରକୁ ପଦ୍ମପୁର ରାଜଘାଟକୁ ନିଆଯିବ। ସେଠାରେ ଅନ୍ତିମ ସଂସ୍କାର କରାଯିବ। ଆଜି ସକାଳେ ବିଜେଡିର ଅନେକ ବରିଷ୍ଠ ନେତା…

ଭଦ୍ରକରେ ବସ୍‌ ଚଳାଚଳ ବନ୍ଦ

ଭଦ୍ରକ ଅଫିସ,୪।୧୦: ବସ୍‌କୁ ଅଟକାଇ ବଟି ଆଦାୟ କରିବା ସହ ଡ୍ରାଇଭର, କଣ୍ଡକ୍ଟରଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ମଙ୍ଗଳବାର ଭଦ୍ରକ ଜିଲାରେ ବସ୍‌ ଚଳାଚଳ ବନ୍ଦ ରହିଛି। ଜୋରଜବରଦସ୍ତ ବଟି ଆଦାୟ ହୋଉଥିବା ନେଇ ଅଭିଯୋଗ ହୋଇଥିବା ବେଳେ ପୋଲିସ କୌଣସି…

ମହଙ୍ଗା ପଡ଼ିଲା ଜାଲ ସାର୍ଟିଫିକେଟ: ଚାକିରୀରୁ ବିଦା ହେଲେ ପଞ୍ଚାୟତ ଅଧିକାରୀ

ବରଗଡ଼ ଅଫିସ,୪।୧୦: ବରଗଡ଼ ଜିଲା ବରପାଲି ବ୍ଲକରେ ଅବସ୍ଥାପିତ ପଞ୍ଚାୟତ ନିର୍ବାହୀ ଅଧିକାରୀ ଦେବାନନ୍ଦ ପଣ୍ଡାଙ୍କୁ ଚାକିରୀରୁ ବହିଷ୍କୃତ କରାଯାଇଛି। ଜାଲ ଶିକ୍ଷାଗତ ଯୋଗ୍ୟତା ପ୍ରମାଣ ପତ୍ର ଦେଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ପଦବୀ ହାତେଇଥିବା ନେଇ ପ୍ରଶାସନିକ ତଦନ୍ତରୁ ଜଣାପଡିଛି।…

ଆଜି ରାଜ୍ୟରେ ୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୪…

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଆନ୍ଧ୍ରଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri