ରାଜ୍ୟ

ଚାଷ ପ୍ରତି ବିମୁଖ ଭାଗଚାଷୀ

କେନ୍ଦ୍ରାପଡ଼ା ଅଫିସ/ଯାଜପୁର ଅଫିସ/ବରଗଡ଼ ଅଫିସ୍‌, ୨୭ା୪: ଓଡ଼ିଶା ଦିବସ ପାଳନ ଅବସରରେ ରାଜ୍ୟ ସରକାର ୪୩ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନା ମାଧ୍ୟମରେ ୮୭୭ କୋଟି ଟଙ୍କା ପ୍ରଦାନ କରିଛନ୍ତି। ସୋମବାର ୩୫ ଲକ୍ଷ ଚାଷୀଙ୍କୁ…

ଜମିବାଡ଼ି ବିବାଦକୁ ନେଇ ଯୁବକଙ୍କୁ ହତ୍ୟା: ୩ ମହିଳାଙ୍କ ସମେତ ୭ ଗିରଫ

ସୁନ୍ଦରଗଡ଼/ନୂଆଗାଁ, ୨୬।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅନ୍ତର୍ଗତ ତାଇନ୍ଦା ଗଞ୍ଜୁବସ୍ତିରେ ବୁଧବାର ଜମିବାଡ଼ି ବିବାଦକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଜଗେଶ୍ୱର ସିଂ (୩୪)। ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ମହିଳାଙ୍କ ସମେତ ୭ଜଣଙ୍କୁ ପୋଲିସ…

ଓଡ଼ିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର,୨୬।୪(ବ୍ୟରୋ): ମେ’ରେ ଓଡ଼ିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ। ଏଥିପାଇଁ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୂଚନାନୁସାରେ, ନୂଆ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ହାୱାଡା ଭାୟା ଭୁବନେଶ୍ୱର ଦେଇ ଚଳାଚଳ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିପାରନ୍ତି।…

ନକଲି ସାର୍ଟିଫିକେଟ୍‌ରେ ଚାକିରି ଘଟଣା: ଆଉ ୫ ଅଟକ, ୨ କାର୍‌ ଜବତ

ବ୍ରହ୍ମପୁର ଅଫିସ,୨୬ା୪: ନକଲି ସାର୍ଟିଫିକେଟରେ ଚାକିରି ଘଟଣା ଏବେ ସାରା ଓଡ଼ିଶାରେ ଚହଳ ପକାଇଛି। ନକଲି ଶିକ୍ଷାଗତ ପ୍ରମାଣପତ୍ର ଦେଇ ଶିକ୍ଷକ ଚାକିରି ହାତେଇବା ଅଭିଯୋଗ ଗଞ୍ଜାମ ଜିଲାରେ ବହୁଦିନ ଧରି ହୋଇଆସୁଛି। ଏବେ ଏହି ରାକେଟ ଗଞ୍ଜାମ ଜିଲାରେ ସୀମିତ…

ଆସନ୍ତା ୩୦ ଯାଏ ଜାରି ରହିବ କାଳବୈଶାଖୀ, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଦୁଇଦିନ ଧରି କାଳବୈଶାଖୀ ବର୍ଷା ହୋଇଥିବା ବେଳେ କିଛି ସ୍ଥାନରେ କୁଆପଥର ବର୍ଷା ବି ହୋଇଛି। ତେବେ ଆସନ୍ତା ୩୦ ତାରିଖ ଯାଏ ରାଜ୍ୟର କିଛି ଜିଲାରେ କାଳବୈଶାଖୀ ବର୍ଷା ଓ କୁଆପଥର ପଡ଼ିବାର ସମ୍ଭାବନା…

ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟା ମୁକାବିଲା ନେଇ ବୈଠକ: ସମସ୍ତ ଜିଲାପାଳ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ବୁଧବାର ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବମାନଙ୍କ ସହିତ ଗ୍ରୀଷ୍ମକାଳୀନ ବାତ୍ୟାର ମୁକାବିଲା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଛି। ପାରାଦୀପ, ଗୋପାଳପୁର ଡୋପଲର…

ଛତିଶଗଡରେ ମାଓବାଦୀ ଆକ୍ରମଣ ପରେ ଓଡ଼ିଶାରେ ହାଇ ଆଲର୍ଟ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଛତିଶଗଡରେ ମାଓବାଦୀ ଆକ୍ରମଣ ପରେ ଓଡ଼ିଶାରେ ହାଇ ଆଲର୍ଟ। ଛତିଶଗଡ ସୀମାକୁ ଲାଗିଥିବା ୩ ଜିଲା ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲାକୁ ରାଜ୍ୟ ସରକାର ଆଲର୍ଟ ଜାରି କରିଛନ୍ତି। ଏହି ଜିଲାଗୁଡିକ ଆଲର୍ଟ ରହିବା ସହିତ କୋମ୍ବିଂ ଅପରେଶନ…

କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା

ଭୋଗରାଇ,୨୬ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଚନ୍ଦନେଶ୍ୱର ୟୁନିୟନ ବ୍ୟାଙ୍କରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଥିବାର ଜଣାଯାଇଛି। ୭ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ବ୍ୟାଙ୍କ ଗ୍ରାହକ ଓ କର୍ମଚାରୀଙ୍କୁ ମାଡ଼ମାରିବା ସହିତ ଭୟଭୀତ କରି ଲକ୍ଷାଧିକ ଟଙ୍କା ଏବଂ…

ଝାରସୁଗଡ଼ା ଉପନିର୍ବାଚନ: ପ୍ରଚାର ଜୋରଦାର

ଝାରସୁଗୁଡ଼ା ଅଫିସ ୨୬।୪: ଝାରସୁଗଡ଼ା ଉପନିର୍ବାଚନକୁ ଆଉ ମାତ୍ର ୧୪ ଦିନ ଥିବା ବେଳେ ପ୍ରଚାର ସରିବାକୁ ରହିଛି ୧୨ ଦିନ । ଏ ନେଇ ସବୁ ଦଳର ପ୍ରାର୍ଥୀ ପ୍ରଚାରକୁ ଜୋରଦାର କରୁଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଝାରସୁଗୁଡା…

କନ୍ୟାଘର ଆଗରୁ ବରକୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ବିବାହ ଉତ୍ସବ ପାଇଁ କନ୍ୟାପକ୍ଷ ସଜବାଜ ହୋଇଥିଲେ। ଗ୍ରାମରେ ବର ସମେତ ବରଯାତ୍ରୀ ମଧ୍ୟ ପହଞ୍ଚତ୍ ଯାଇଥିଲେ। ବାଜା ବାଜିବା ସହ ବାଣ ବି ଫୁଟିଥିଲା। ଶୋଭାଯାତ୍ରା ଦେଖି ବର ମଧ୍ୟ ବେଶ୍‌ ଖୁସି ଥିଲେ। ଅଳ୍ପ କିଛି ସମୟରେ…

ରାଜ୍ୟରେ ମ୍ୟାଲେରିଆ କ୍ରମାଗତ ହ୍ରାସ ପାଉଛି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ବିବାହ ଉତ୍ସବ ପାଇଁ କନ୍ୟାପକ୍ଷ ସଜବାଜ ହୋଇଥିଲେ। ଗ୍ରାମରେ ବର ସମେତ ବରଯାତ୍ରୀ ମଧ୍ୟ ପହଞ୍ଚତ୍ ଯାଇଥିଲେ। ବାଜା ବାଜିବା ସହ ବାଣ ବି ଫୁଟିଥିଲା। ଶୋଭାଯାତ୍ରା ଦେଖି ବର ମଧ୍ୟ ବେଶ୍‌ ଖୁସି ଥିଲେ। ଅଳ୍ପ କିଛି ସମୟରେ…

ବଦଳିର ୩୭ ଦିନ ପରେ ବି ଝାରସୁଗୁଡ଼ା ଛାଡ଼ିନାହାନ୍ତିି ଅଧିକାରୀ

ଭୁବନେଶ୍ବର, ୨୬।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ଏନେଇ ନିର୍ବାଚନମଣ୍ଡଳୀରେ ପ୍ରଚାର ବେଶ୍‌ ସରଗରମ ହୋଇଛି। ନିର୍ବାଚନ କମିଶନଙ୍କ ନିୟମ ଅନୁଯାୟୀ ଉପନିର୍ବାଚନ ହେଉଥିବା ନିର୍ବାଚନମଣ୍ଡଳୀରେ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?