ଅନୈତିକ ସମ୍ପର୍କ: ଯୁବକଙ୍କୁ ପିଟିପିଟି ମାରିଦେଲେ ବାପ-ପୁଅ
ମୋରଡା,୨୫।୪(ଡି.ଏନ୍.ଏ.): ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟିପିଟି ମାରିଦେବା ଚର୍ଚ୍ଚାର ବିଷୟ ହୋଇଛି। ଏପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ଥାନା ଅଧୀନ ଭାଲିଆଡିହା ପଞ୍ଚାୟତର କେନ୍ଦୁଛାଟିଆ ଗ୍ରାମରେ । ମିଳିଥିବା…
ପୂର୍ବାପେକ୍ଷା ଚାଷୀଙ୍କ ଆୟ କମିଛି: କଂଗ୍ରେସ
ଭୁବନେଶ୍ବର, ୨୫ା୪(ବ୍ୟୁରୋ) : ଓଡ଼ିଶା ସରକାର କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ପାଇଁ ବହୁ ସମୟରେ ପ୍ରତିଶ୍ରୁତି ଦେଇଛନ୍ତି। ଏପରିକି ୨୦୧୨-୧୩ରେ ଖୋଦ୍ ମୁଖ୍ୟମନ୍ତ୍ରୀ ପ୍ରକାଶ କରି କହିଥିଲେ, ସାରା ଭାରତ ବର୍ଷରେ ଓଡ଼ିଶା ଏକମାତ୍ର ରାଜ୍ୟ, ଯେଉଁଠି କୃଷକଙ୍କ ଆୟକୁ…
ପଳାଶୁଣୀ ବସ୍ଷ୍ଟାଣ୍ଡ୍ରେ ନାହିଁ ଶୌଚାଳୟ, ଯାତ୍ରୀ ହନ୍ତସନ୍ତ
ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ୧ନମ୍ବର ସ୍ମାର୍ଟସିଟିରେ ପରିଣତ କରିବା ସହ ସହରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢ଼ି ତୋଳିବା ପାଇଁ ବିଏମ୍ସି ସର୍ବଦା ଚେଷ୍ଟା କରି ଆସୁଥିବା ପ୍ରଚାର କରୁଛି। କେଉଁଠି ଅଳିଆ ଉଠାଇ ତ ଆଉ…
ନୂଆ ରୂପ ପାଇବ ଫିଶେରି, ସ୍ପ୍ରିଙ୍ଗ ଟ୍ୟାଙ୍କ୍
ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଏକାମ୍ର ହଲରେ ‘ଆମ ପୋଖରୀ’ ସମ୍ପର୍କିତ ଏକ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମେୟର ସୁଲୋଚନା ଦାସ ଅଧ୍ୟକ୍ଷତା କରି ‘ଜଳାଶୟ ଆମ ଐତିହ୍ୟର ଅଙ୍ଗ, ଏହାର…
ଫୋନ୍ରେ କଥା ହୋଇ ୭ ମହଲାରୁ ଡେଇଁଥିଲେ ମାନସ
ଭୁବନେଶ୍ୱର,୨୫।୪ (ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନସ୍ଥିତ ଚନ୍ଦ୍ରମା ଆପାର୍ଟମେଣ୍ଟରୁ ଖସି ଆଇନ ଛାତ୍ର ଅନିରାଜ ମାନସ ଟୁଡୁଙ୍କ ମୃତ୍ୟୁ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ପୋଲିସ ଆପାର୍ଟମେଣ୍ଟର ସିସିଟିଭି ଫୁଟେଜ ପାଇବା ପରେ ତଦନ୍ତର ମୋଡ଼ ବଦଳିଛି। ବିବାର…
ଜିଲାପାଳ, ଏସ୍ପିଙ୍କୁ ଜବାବ ମାଗିଲେ ଓଏଚ୍ଆର୍ସି
କଟକ ଅଫିସ,୨୫ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀବେଳେ ସଂଘଟିତ ଗୋଷ୍ଠୀ ସଂଘର୍ଷ ମାମଲାରେ ଜିଲାପାଳ ଏବଂ ଏସ୍ପି ଜବାବ ଦାଖଲ କରିବାକୁ ସୋମବାର ଓଡ଼ିଶା ମାନବ ଅଧିକାର କମିଶନ୍ (ଓଏଚ୍ଆର୍ସି) ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ଆବେଦନ ଆଧାରରେ ସମ୍ବଲପୁର ସହରରେ ଇଣ୍ଟରନେଟ୍ ସଂଯୋଗ…
ପୁଣି ହାଜର ହେଲେନି ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର,୨୫।୪(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ହନିଟ୍ରାପ, ଠକେଇ ଓ ବେଆଇନ ଅର୍ଥ କାରବାର ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଅର୍ଚ୍ଚନା ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବଂ ସହଯୋଗୀ ଖଗେଶ୍ୱର ଏବେ ଜେଲରେ ଥିବାବେଳେ ଅନ୍ୟତମ…
ଦାରୁଦିଅଁଙ୍କ ପାଇଁ ରଥ ନିର୍ମାଣ ଆରମ୍ଭ
ପୁରୀ ଅଫିସ, ୨୫ା୪: ଆସନ୍ତା ଜୁନ୍ ୨୦ରେ ଘୋଷଯାତ୍ରା। ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ ଶୁଭାରମ୍ଭ ହୋଇଛି। ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ରଥ କାମ ଅନୁକୂଳ ହେବା ପରେ ସୋମବାରଠାରୁ ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ…
‘ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି’
ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି। ଭାରତକୁ ବିଶ୍ୱବ୍ୟାପୀ ଅଧିକ ସମ୍ମାନ ମିଳୁଛି ବୋଲି କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି…
୩୫ ଲକ୍ଷ ଚାଷୀଙ୍କୁ ୪୪୧.୭୬ କୋଟିର ସୁଧ ରିହାତି
ଭୁବନେଶ୍ବର, ୨୫ା୪(ବ୍ୟୁରୋ): ୨୦୨୨-୨୩ ବର୍ଷ ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ…
ଇ-ଯାନ ଉପରେ ମିଳିବ ଅଧିକ ରିହାତି
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଇଲେକ୍ଟ୍ରିକ୍ ଯାନ କିଣୁଥିବା ଗ୍ରାହକମାନଙ୍କ ପାଇଁ ଖୁସି ଖବର। ଏହି ଯାନ କ୍ରେତାଙ୍କ ପାଇଁ ରିହାତି ହାରକୁ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ଇ-ଭେହିକିଲ୍ ପଲିସି-୨୦୨୧କୁ…
ମୃତ୍ୟୁ ପୂର୍ବରୁ ନିଶାରେ ଥିଲେ ଚିନ୍ମୟୀ: ଭିସେରା ରିପୋର୍ଟ
ସମ୍ବଲପୁର, ୨୫ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିସୁଟ୍ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ପାଣିରେ ବୁଡି ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟ ଓ ଡାଏଟନ୍ ରିପୋର୍ଟରେ ମଧ୍ୟ ଏହା ଉଲ୍ଲେଖ ଥିବା ପୋଲିସ କହିଥିଲା। ସୋମବାର ଭିସେରା ରିପୋର୍ଟକୁ ନେଇ ପୋଲିସ…

