ରାଜ୍ୟ

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ ୬୦ ମିଟର ଯାଏ ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। ଫଳରେ ଭାରସାମ୍ୟ ହରାଇ…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଛନ୍ତି ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। କହିଲେ ମୋ’ ରାଜନୈତିକ ଜୀବନ ଆରମ୍ଭ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଅଗ୍ନିଶମ ବିଭାଗର ଆଗ୍ନିକମାନେ ପୋଖରୀ ଭିତରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରି…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି ଫଟୋ ଉଠାଇବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ ବଡ଼ ସମସ୍ୟା ଭାବେ ଉଭାହୋଇଛି। ଏଭଳି ସ୍ଥିତିରେ ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ ବିଜୁଳି ଉତ୍ପାଦନ ଓ ବଣ୍ଟନର ସମୀକ୍ଷାକରି ଆଗୁଆ ପଦକ୍ଷେପ ନେଇଥାଆନ୍ତେ, ତେବେ ଏଭଳି…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ ନେଇ ଖାଉଟିଙ୍କ ଭିତରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଆଗକୁ ତେଲ ଦରରେ ଆହୁରି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡ଼ା ବିରୋଧ କରିଛନ୍ତି। ଯେଉଁମାନେ ଏହି ଘଟଣାରେ ସମ୍ପୃକ୍ତ ତାହାର ତଦନ୍ତକରି ଅଭିଯୁକ୍ତମାନଙ୍କ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ୧୦ ପୋଲିସ ଜିଲାର ଆଇପିଏସ୍‌ ଅଫିସରଙ୍କୁ ବଦଳି ସହ ୪ଜଣ ଓପିଏସ୍‌ଙ୍କୁ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା ଦଶରଥପୁର ବ୍ଲକ କନିକାପଡା ପଞ୍ଚାୟତ ମାନସିଂପାଟଣା ଗ୍ରାମରେ ଘଟିଛି। ରସାନନ୍ଦ ପଣ୍ଡାଙ୍କ ପୁଅ…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି ପ୍ରଶ୍ନ ଏବେ ସାଧାରଣ ଲୋକଙ୍କ ମନରେ ଉଠୁଛି।ଶନିବାର ଭୋର ପ୍ରାୟ ୪ଟା ସମୟରେ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସମୟରେ ଅଘୋଷିତ ବିଦ୍ୟୁତ୍‌ କାଟ ଲୋକଙ୍କ ଉପରେ ଦାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?