ପୋଖରୀରେ ବୁଡ଼ି ୨ ଭାଇ ମୃତ
ବୁଗୁଡ଼ା,୨୫ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଖୋଳଖାଳି ଗ୍ରାମର ଏକ ପୋଖରୀରେ ବୁଡ଼ି ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଖୋଳଖାଳି ଗ୍ରାମ ମାଳିସାହିର ରଙ୍କନିଧି ଗୌଡ଼ଙ୍କ ବଡ଼ ପୁଅ ପୃଥ୍ବୀରାଜ ଗୌଡ଼(୧୨) ଓ ସାନ ପୁଅ ଅଜୟ ଗୌଡ଼…
‘ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି’
ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି। ଭାରତକୁ ବିଶ୍ୱବ୍ୟାପୀ ଅଧିକ ସମ୍ମାନ ମିଳୁଛି ବୋଲି କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି…
୨୦୨୬ ଯାଏ ବଢ଼ିଲା ବିଜୁ ସେତୁ ଯୋଜନା ଅବଧି
ଭୁବନେଶ୍ୱର,୨୪ା୪(ବ୍ୟୁରୋ)-ରାଜ୍ୟ ସରକାର ବିଜୁ ସେତୁ ଯୋଜନାକୁ ୨୦୨୫-୨୬ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଉକ୍ତ ଯୋଜନାରେ ଅତିରିକ୍ତ ୩୫୯୭.୨୨କୋଟି ଟଙ୍କା ବିନିଯୋଗରେ ୮୬୬ ନୂତନ…
ଆସିବ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ ସରକାର ଆଜି କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଥିରେ ରଜ୍ୟରେ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆଣିବାକୁ ନିଷ୍ପତ୍ତି ହୋଇଛି। ନୂଆ ନିୟମ ଆସିଲେ ପୂର୍ବରୁ ଥିବା ଅଧିନିୟମକୁ ସମାପ୍ତ କରିଦିଆଯିବ ବୋଲି ଆଜି…
୬ ଲେନ ବିଶିଷ୍ଟ ହେବ କଟକ ରିଂ ରୋଡ: ୨୪ ମାସ ମଧ୍ୟରେ ଶେଷ ହେବ ପ୍ରକଳ୍ପ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ରେ ସୋମବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ୍ରେ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ କଟକ ରିଂ ରୋଡକୁ ( ଖାନ ନଗରଠାରୁ ଲିଙ୍କ ରୋଡ ପର୍ଯ୍ୟନ୍ତ) ୬ ଲେନ ବିଶିଷ୍ଟ କରାଯିବା ନିଷ୍ପତ୍ତି ରହିଛି ।…
୨୦୩୩ ଯାଏ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା
ଭୁବନେଶ୍ବର,୨୪।୪(ବ୍ୟୁରୋ): ୨୦୨୩-୩୩ ପର୍ଯ୍ୟନ୍ତ ଭାରତୀୟ ହକି ଦଳର ଓଡ଼ିଶା ପ୍ରାୟୋଜକ ରହିବ । ଏନେଇ ସୋମବାର ରାଜ୍ୟ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୧୮ରେ ଓ ଉଭୟ ଜାତୀୟ ପୁରୁଷ ଓ ମହିଳା ହକି ଟିମର ପ୍ରାୟୋଜକ ରହିଥିଲା…
ସରିଲା ରାଜ୍ୟ କ୍ୟାବିନେଟ ବୈଠକ: ୧୫ ପ୍ରସ୍ତାବକୁ ମୋହର
ଭୁବନେଶ୍ବର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକରେ ମୋଟ୍ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ ପାଇଁ ଓଡ଼ିଶା ପ୍ରାୟୋଜକ ରହିବ । ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହ ୬…
ଝାରସୁଗୁଡ଼ା ଉପନିର୍ବାଚନ: ମଇଦାନରେ ମଇଦାନରେ ଲଢ଼ିବେ ୯ ପ୍ରାର୍ଥୀ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ଥିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ତାରିଖ। ତେବେ ନାମାଙ୍କନ ପତ୍ର ଦାଖଲ କରିଥିବା ୧୦ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ସୋମବାର ଜଣେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେଇଛନ୍ତି। ଭୁବନେଶ୍ୱର ଗର୍ତିଆ ନାମକ ଜଣେ ପ୍ରାର୍ଥୀ ତାଙ୍କର…
ଓଏସ୍ଏସ୍ସି ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ବାତିଲ
ଭୁବନେଶ୍ବର,୨୪।୪(ବ୍ୟୁରୋ): ଗୃହ ଓ ନଗର ଉନ୍ନୟନ ବିଭାଗର ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ବାତିଲ ହୋଇଛି । ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ପକ୍ଷରୁ ଏହି ପରୀକ୍ଷାକୁ ବାତିଲ ନିଷ୍ପତ୍ତି ନିଆଯାଇଛି। ଓଡ଼ିଆ ପ୍ରଶ୍ନପତ୍ରରେ ମୁଦ୍ରଣ ଜନିତ ତ୍ରୁଟି ଥିବାରୁ ପରୀକ୍ଷା ବାତିଲ…
ଆରମ୍ଭ ହେଲା ରଥକାର୍ଯ୍ୟ
ପୁରୀ ଅଫିସ,୨୪ା୪: ସୋମବାରଠାରୁ ବିଧିବଦ୍ଧ ଭାବେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଗତକାଲି ଅକ୍ଷୟ ତୃତୀୟା ଅବସରରେ ରଥକାଠ ଅନୁକୂଳ ହୋଇଥିବା ବେଳେ ଆଜିଠାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ମହାରଣା ସେବକ ଓ ଭୋଇ ସେବକମାନେ ରଥ ନିର୍ମାଣ…
୮ ବର୍ଷ ପରେ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଗାଡ଼ି ପାର୍କିଂକୁ ନେଇ ଯୁବକଙ୍କୁ ରାସ୍ତାରୁ ଉଠାଇ ମରଣାନ୍ତକ ଆକ୍ରମଣ ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ୮ ବର୍ଷ ପରେ ରବିବାର ଶହୀଦନଗର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ…
ବାଲିଚୁଆ ପାଣି ଭରସାରେ ଗ୍ରାମବାସୀ
ନୂଆପଡା ଅଫିସ,୨୪।୪: ବିଶୁଦ୍ଧ ପାନୀୟ ଯୋଗାଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଯୋଜାନା ଉପରେ ଯୋଜନା କରୁଛନ୍ତି। ସ୍ଥାନୀୟ ଅଧିକାରୀ ବା କର୍ମଚାରୀଙ୍କ ଅବହେଳା ଓ ଖାମଖିଆଲି ମନୋଭାବ ଯୋଗୁ ଲୋକେ ପାଣି…

