ରାଜ୍ୟ

ଶୁକ୍ରବାରଠୁ ରାଜ୍ୟରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି

ଭୁବନେଶ୍ବର,୨୦।୪(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ୨୧ ତାରିଖଠାରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହୋଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ତେବେ ଏହା ପୂର୍ବରୁ ଦୁଇ ଦିନ ଛୁଟି…

ଉତ୍କଳ ବିଶ୍ୱବିଦ୍ୟାଳୟରେ ନାକ୍‌ ଟିମ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ବୁଧବାର ରାଷ୍ଟ୍ରୀୟ ମୂଲ୍ୟାୟନ ଓ ଅନୁମୋଦନ ପରିଷଦ (ନାକ୍‌) ଟିମ୍‌ ପହଞ୍ଚତ୍ଛନ୍ତି। ଦୀର୍ଘ ୫ବର୍ଷ ପରେ ୩ଦିନ ପାଇଁ ଏହି ଟିମ୍‌ ବିଶ୍ୱବିଦ୍ୟାଳୟ ପରିଦର୍ଶନରେ ଆସିଛନ୍ତି। ପ୍ରଥମ ଦିନରେ ବିଶ୍ୱବିଦ୍ୟାଳୟ କନ୍‌ଭୋକେଶନ ହଲ୍‌ରେ ଆୟୋଜିତ ଆଲୋଚନାରେ ବିଶ୍ୱବିଦ୍ୟାଳୟର…

ଦୁଇ ବେପାରୀଙ୍କୁ ଅଢ଼େଇ ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଚନ୍ଦକା ଅଞ୍ଚଳରୁ ୮ ଚୋରା ବନ୍ଧୁକ ଜବତ ସହ ୨ ବେପାରୀଙ୍କୁ ଗିରଫ କରିବା ମାମଲାରେ ଭୁବନେଶ୍ୱର ତୃତୀୟ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ବୁଧବାର ରାୟ ପ୍ରକାଶ କରିଛନ୍ତି। ଦୋଷୀ…

‘ବଡ଼ବଡ଼ିଆଙ୍କ ଚକ୍ରାନ୍ତର ପର୍ଦ୍ଦାଫାସ କରିବୁ’

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ସବୁ ବଡ଼ବଡ଼ିଆଙ୍କ ପର୍ଦ୍ଦାଫାସ କରିବୁ ବୋଲି ଜଗବନ୍ଧୁ କ୍ଷୋଭର ସହ କହିଛନ୍ତି। ବୁଧବାର ଚିକିତ୍ସା ପାଇଁ ଝାରପଡ଼ା ଜେଲରୁ କ୍ୟାପିଟାଲ ହସ୍ପିଟାଲ ଯାଉଥିବାବେଳେ ଜଗବନ୍ଧୁ…

ପାଣିରେ ଗଲା ୪ ଜୀବନ

ବାଲେଶ୍ୱର ଅଫିସ/ଯାଜପୁର ଟାଉନ/ଟାଙ୍ଗୀ(ଖୋର୍ଦ୍ଧା)(ଡି.ଏନ୍‌.ଏ.), ୨୦ା୪: ରାଜ୍ୟର ପୃଥକ୍‌ ସ୍ଥାନରେ ପାଣିରେ ବୁଡ଼ିଯାଇ ବୁଧବାର ୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଢ଼ାବଳଙ୍ଗ ନଦୀରେ ଗାଧୋଇବା ବେଳେ ବୁଡ଼ିଯାଇ ଦୁଇ ସମ୍ପର୍କୀୟ ଭାଇଙ୍କ ଜୀବନ ଯାଇଛି। ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଞ୍ଚଳରେ ଏଭଳି…

ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୨୦।୪ (ବ୍ୟୁରୋ): ଧାର୍‌ ଟଙ୍କା ମାଗିବାରୁ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଛି। ପୁଣି ଏହାର ଭିଡିଓ ରେକର୍ଡ କରାଯିବା ସହ ଧମକ ଦିଆଯାଇ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ପୀଡିତା ଜଣକ ଭୟରେ ପାଟି ଚୁପ୍‌ କରି…

୧୪ ଜିଲାରେ ବନ୍ଦ ଶାନ୍ତିପୂର୍ଣ୍ଣ

ସମ୍ବଲପୁର(ବ୍ୟୁରୋ)/ନବରଙ୍ଗପୁର(ବି.ପ୍ର.),୨୦ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଗତ ୧୨ ଓ ୧୪ ତାରିଖରେ ସୃଷ୍ଟ ସାମ୍ପ୍ରଦାୟିକ ହିଂସାର ପ୍ରଭାବ ଏବେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାକୁ ବ୍ୟାପିଛି। ଭାଜପା ସମର୍ଥନରେ ବୁଧବାର ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ଆହ୍ବାନକ୍ରମେ…

ଅସମ୍ଭାଳ କଲାଣି ତାତି

ଭୁବନେଶ୍ୱର, ୨୦ା୪(ବ୍ୟୁରୋ): ନିୟନ୍ତ୍ରଣକୁ ଆସୁନି ତାତି। ଆଜି କମିବ କାଲି କମିବ ଶୁଣି ଶୁଣି ମନ ଭାଙ୍ଗିଗଲାଣି। କେବେ ତାତିରୁ ତ୍ରାହି ମିଳିବ ତାହା କହିବା ମୁସ୍କିଲ। ବେଳକୁ ବେଳ ଅସହ୍ୟ ହେଉଛି ଗ୍ରୀଷ୍ମର ଜ୍ୱାଳା। ପାଣିପାଗ ଅନୁମାନ ମଧ୍ୟ କାମ…

୮ ରାଜ୍ୟରେ ବଢ଼ୁଛି କୋଭିଡ୍‌ ସଂକ୍ରମଣ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଗତ କିଛି ଦିନ ହେବ ଦେଶରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କୋଭିଡ୍‌ ସ୍ଥିତି ଆକଳନ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…

ମହାନଦୀ ସର୍ଭେ ଆରମ୍ଭ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ବୁଧବାର କ୍ଷେତ୍ରସ୍ତରୀୟ ସର୍ଭେ ଆରମ୍ଭ କରିଛନ୍ତି। ଟ୍ରିବ୍ୟୁନାଲ ଟିମ୍‌ ଛତିଶଗଡ଼ର ଫରସିୟା ଗ୍ରାମ ନିକଟରେ ମହାନଦୀର ଉତ୍ପତ୍ତି ସ୍ଥଳ ବୁଲି ଦେଖିଛନ୍ତି। ଏହି ଟିମ୍‌ରେ ଟ୍ରିବ୍ୟୁନାଲ ଖଣ୍ଡପୀଠ ଜଷ୍ଟିସ୍‌ ଏ.ଏମ୍‌. ଖାନଓ୍ବାଲିକର, ରବି ରଞ୍ଜନ…

୭୦୦ ବର୍ଷ ପୁରୁଣା ଗଜସିଂହ ମଣ୍ଡପ ଚିହ୍ନଟ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଙ୍କିଆ ତହସିଲ ଅନ୍ତର୍ଗତ ଭୋଗପୁର ଗ୍ରାମରୁ ଏକ ପ୍ରାଚୀନ ପ୍ରସ୍ତର ମଣ୍ଡପର ସନ୍ଧାନ ମିଳିଛି। ଇନ୍‌ଟାକ ଓଡ଼ିଶା ଶାଖା, ହେରିଟେଜ ଆଣ୍ଡ୍‌ କଲଚର କ୍ଲବ ଅଫ୍‌ ଆଇଆଇଟିଟିଏମ୍‌, ଭୁବନେଶ୍ୱର ତଥା ରିଡିସ୍କଭର ଲଷ୍ଟ ହେରିଟେଜ ଗ୍ରୁପର ସଦସ୍ୟମାନଙ୍କ…

ସ୍ବାଭିମାନ ଅଞ୍ଚଳରେ ପୁଷ୍ପା-୨ର ଶୁଟିଂ

ମାଲକାନଗିରି,୨୦ା୪(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ଦକ୍ଷିଣ ଭାରତର ଲୋକପ୍ରିୟ ଚଳଚ୍ଚିତ୍ର ‘ପୁଷ୍ପା ଦି ରାଇଜ୍‌’ ସମଗ୍ର ଦେଶରେ ସୁନାମ ଅର୍ଜନ କରିଛି। ଏବେ ଏହି ଚଳଚ୍ଚିତ୍ରର ଦ୍ୱିତୀୟ ଭାଗ ପୁଷ୍ପା-୨ର ଶୁଟିଂ ଓଡ଼ିଶାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳରେ କରିବାକୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?