ରାଜ୍ୟ

ଅନୁସୂଚିତ ଜାତି ଓ ଜନତାତି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବଢ଼ିଲା

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବଢ଼ାଇଛନ୍ତି। ଉଭୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସ୍କୁଲଗୁଡ଼ିକରୁ ଛାତ୍ରୀଛାତ୍ର ଏହି ବର୍ଦ୍ଧିତ ଷ୍ଟାଇପେଣ୍ଡର ସୁବିଧା…

ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌ ଲୋକାର୍ପିତ

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱର କସମୋପଲୀ ଅଞ୍ଚଳରେ ବିଏମସି ପକ୍ଷରୁ ଏହା ନିର୍ମାଣ କରାଯାଇଛି। ଏହି ଭେଣ୍ଡିଂ ଜୋନ୍‌ରେ ୪୨ଟି ଦୋକାନ ରହିଛି । ଏଥିପାଇଁ ମୋଟ୍‌…

ତାତିରୁ ମିଳିବ ଆଶ୍ୱସ୍ତି: ୨୧ରେ ଏହି ସବୁ ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ତାପମାତ୍ରା କମିବ। ଆସନ୍ତା ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲା ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦେଇଛନ୍ତି।…

ଋଷିକୂଲ୍ୟା ମୁହାଣରେ ଡଲ୍‌ଫିନ୍‌

ଗଞ୍ଜାମ,୧୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା ମୁହାଣରେ ପ୍ରଥମ ଥର ପାଇଁ ଡଲ୍‌ଫିନ୍‌୍‌ ଦେଖାଦେଇଛି। ତହସିଲଦାର ଅରୁଣ କୁମାର ନାୟକ ମଙ୍ଗଳବାର ସମୁଦ୍ର ମଧ୍ୟରେ ଅତି ନିକଟରୁ ନିଜ କ୍ୟାମେରାରେ ଡଲଫିନଙ୍କ ଫଟୋ ଉତ୍ତୋଳନ କରିଥିଲେ। ପ୍ରାୟ ଏକାଠି ୧୦ରୁ ଊର୍ଦ୍ଧ୍ୱ ଡଲ୍‌ଫିନ୍‌…

ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର

ଯାଜପୁର ଅଫିସ,୧୯ା୪: ଯାଜପୁର ଜିଲା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ପବିତ୍ର ସେଠୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ପାଇଁ ସେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏହି ଅଭିଯୋଗରେ…

୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୬ ସହର

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରଭାବ। ସକାଳ ୯ଟାରୁ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍ସିୟସ ଉପରେ ରହୁଛିି। ତେବେ ବୁଧବାର ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ୪୩.୨ ଡିଗ୍ରୀ…

କଂଗ୍ରେସର ୪୦ ଷ୍ଟାର ପ୍ରଚାରକ

ଭୁବନେଶ୍ବର, ୧୯।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମଙ୍ଗଳବାର କଂଗ୍ରେସ ତା’ର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ପ୍ରକାଶିତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲା କୁମାର, ଶରତ…

ଫେରାର ୨ ଭାଇଙ୍କ କୋର୍ଟରେ ଆତ୍ମସମର୍ପଣ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗୀ ଅଞ୍ଚଳରେ ଜେଲଫେରନ୍ତା ସରୋଜ ତ୍ରିପାଠୀଙ୍କୁ ଗୋଡ଼ାଇ ହାଣିବା ଘଟଣାରେ ଫେରାର ମୁଖ୍ୟ ଅଭିଯୁକ୍ତ ତଥା ଦୁଇଭାଇ ମଙ୍ଗଳବାର କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ବିରଞ୍ଚି ନାରାୟଣ ବେହେରା ଓରଫ ବାଙ୍ଗୁ ଓ ଲିଙ୍ଗରାଜ…

ରାଜଧାନୀରେ ଯୁବତୀଙ୍କ ହାଇଡ୍ରାମା

ଭୁବନେଶ୍ୱର,୧୯।୪ (ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ଜଣେ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଯୁବତୀ ଜଣକ ହଠାତ୍‌ ଖଣ୍ଡଗିରି ଥାନାରେ ପହଞ୍ଚତ୍ ଆତ୍ମହତ୍ୟା ଧମକ ଦେଇଥିଲେ। ୧୦ଟି ନିଦ ବଟିକା ଖାଇଦେଇଥିବା ନେଇ ପୋଲିସଙ୍କୁ କହିଥିଲେ। ଯୁବତୀଙ୍କ ଏଭଳି ଅବସ୍ଥା ଦେଖି ପୋଲିସ…

ନିଶାବେପାରୀ ବିଜୟ ମାଣିଆଙ୍କୁ ବର୍ଷେ ଜେଲଦଣ୍ଡ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଦୋଷୀ ସାବ୍ୟସ୍ତ ନିଶାବେପାରୀ ବିଜୟ ମାଣିଆ ଭୁବନେଶ୍ୱର କୋର୍ଟ ପରିସରରୁ ଖସି ପଳାଇବା ମାମଲାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ନିଶା କାରବାର ମାମଲାରେ ଝାରପଡ଼ା ଜେଲରେ ସଜା କାଟୁଥିବା ବିଜୟଙ୍କୁ ଭୁବନେଶ୍ୱର ଜେଏମ୍‌ଏଫ୍‌ସି (୪) ଏକବର୍ଷ ଜେଲଦଣ୍ଡରେ ଦଣ୍ଡିତ…

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମିଳିଲା

ଭୁବନେଶ୍ୱର (ବ୍ୟୁରୋ)/ବାରଙ୍ଗ୧୯।୪ (ଡି.ଏନ୍‌.ଏ.): ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ଗୋଠପାଟଣା ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦୁଝରର ଅର୍ଚ୍ଚନା ଦାଶ (୨୪)। ସେ ଏଠାରେ ବିଏସ୍‌ସି ଡାଟା…

ଭୁବନେଶ୍ୱରରେ ପୁଅକୁ ଖୋଜୁଛନ୍ତି ଛତିଶଗଡ଼ର ବୃଦ୍ଧ ଦମ୍ପତି

ଭୁବନେଶ୍ୱର,୧୯।।୪ (ବ୍ୟୁରୋ): ଛତିଶଗଡର ଯୁବକ ଭବେଶ। ହୋଲିରେ ଘରକୁ ଯିବାକୁ କହିଥିଲେ। କିନ୍ତୁ ଘରେ ପହଞ୍ଚତ୍ ନ ଥିଲେ। କିଛିଦିନ ଅପେକ୍ଷା କରିବା ପରେ ଚିନ୍ତାରେ ପଡିଯାଇଥିଲେ ବୃଦ୍ଧ ମା’-ବାପା। ସାଙ୍ଗସାଥୀ, ସମ୍ପର୍କୀୟ ତାଙ୍କ ସମ୍ପର୍କରେ କିଛି ବି ସୂଚନା ଦେଇପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?