ରାଜ୍ୟ

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ ଏମ୍‌.ଏଡ୍‌ରେ ନାମଲେଖା ପାଇଁ ଜୁନ୍‌ ୩ରେ ପ୍ରବେଶିକା ପରୀକ୍ଷା ହେବ। ସକାଳ ୧୦ଟାରୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡ଼ା ବିରୋଧ କରିଛନ୍ତି। ଯେଉଁମାନେ ଏହି ଘଟଣାରେ ସମ୍ପୃକ୍ତ ତାହାର ତଦନ୍ତକରି ଅଭିଯୁକ୍ତମାନଙ୍କ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତାମିଲନାଡୁର ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ସନାତନ ଧର୍ମ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ। ଯାତ୍ରୀଙ୍କ ସୁବିଧା ପାଇଁ ଦିନକୁ ଦୁଇ ଦୁଇ ଥର ଏହି ସେବା ଯୋଗାଇ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର ଏକ ପ୍ରତିନିଧି ଦଳ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ବ୍ଲକ ବିଜେଡି ଟିମ୍‌…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ନାମ ଆଦିତ୍ୟ ମହାନ୍ତ (୨୭) ଏବଂ ସେ କେନ୍ଦୁଝର ସହରର ମାଗୁରଗାଡ଼ିଆ ଅଞ୍ଚଳର…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତ ନାବାଳକ ଜଣକ ହେଲେ ପ୍ରଶାନ୍ତ ମାଝୀ (୧୬) ଅଟେ। ସୂଚନାନୁସାରେ,…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି ସମୀକ୍ଷା ବୈଠକ କରିଥିଲେ। ଏହି ବୈଠକରେ ରାଜ୍ୟର ବର୍ତ୍ତମାନ ଆଇନ-ଶୃଙ୍ଖଳା ପରିସ୍ଥିତି ସହିତ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ବିଶିକେଶନ ଗୌଡ଼ଙ୍କ ଏକମାତ୍ର ପୁଅ ଆରୁଷ କୁମାର ଗୌଡ଼(୬) ମାମୁଘର ଗାଁ…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ବୈଦ୍ୟୁତିକ ଉପକରଣ ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ହାଇ ଭୋଲଟେଜ୍‌ ଯୋଗୁ ପ୍ଲାଣ୍ଟରେ ଥିବା…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାକୁ ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ ଲଗାଯାଇଥିବା ସହ ପୋଲିସ ମୁତୟନ ଦୃଶ୍ୟ ବର୍ତ୍ତମାନ ଦୁଇ ରାଜ୍ୟ ମଧ୍ୟରେ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?