ରାଜ୍ୟ

ବିଜୁବାବୁଙ୍କୁ ମନେ ପକାଇଲେ ନବୀନ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ମହାନ ଜନନାୟକ, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁବାବୁଙ୍କର ଅର୍ଥାତ୍‌ ସୋମବାର ହେଉଛି ତିରୋଧାନ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ମହାନ ଜନନାୟକ,…

ଓୟୁଟିଆର୍‌ରେ ଏମ୍‌ସିଏ ପାଠ୍ୟକ୍ରମ ବନ୍ଦ ଯୋଜନା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟ ସରକାଙ୍କ ଓଡ଼ିଶା ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି ଆଣ୍ଡ୍‌ ରିସର୍ଚ୍ଚ (ଓୟୁଟିଆର୍‌)ରେ ଏମସିଏ ପାଠ୍ୟକ୍ରମ ବନ୍ଦ ପାଇଁ ଯୋଜନା କରାଯାଉଥିବା ପୁରାତନ ଛାତ୍ର ସଂଗଠନ ଅଭିଯୋଗ ଉଠାଇବା ସହ ଏହାକୁ ବିରୋଧ କରିଛି। ସଂଗଠନ ସଦସ୍ୟଙ୍କ କହିବାନୁସାରେ, ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ…

ପଞ୍ଚଲିଙ୍ଗେଶ୍ୱର ସଂରକ୍ଷିତ ଜଙ୍ଗଲରେ ବିଦେଶୀ ପକ୍ଷୀ ପାଏଡ଼ ଥ୍ରଶ

ନୀଳଗିରି,୧୭ା୪(ସ୍ବ.ପ୍ର.): ଓଡ଼ିଶାରେ ପ୍ରଥମ କରି ବାଲେଶ୍ୱର ଜିଲା ପଞ୍ଚଲିଙ୍ଗେଶ୍ୱରର ସଂରକ୍ଷିତ ଜଙ୍ଗଲରୁ ଠାବ ହୋଇଛି ବିଦେଶୀ ପକ୍ଷୀ ପାଏଡ଼ ଥ୍ରଶ। ଏହାକୁ ବିଶିଷ୍ଟ ପକ୍ଷୀବିତ୍‌ ଓ କୁଲଡ଼ିହା ଗାଇଡ୍‌ ମନୋରଞ୍ଜନ ଦାସ ଚିହ୍ନଟ କରିଛନ୍ତି। ଏହି ପକ୍ଷୀର ଉଭୟ ପୁରୁଷ ଓ…

ବିଦ୍ୟୁତ୍‌ ଆଲୋକ ଦେଖି ନ ଥିବା ଗାଁ ଗିରିଡ଼ିଆମ୍ବା

ନୟାଗଡ଼ ଅଫିସ/ଓଡ଼ଗାଁ,୧୭।୪(ସ୍ବ.ପ୍ର.): ଦେଶ ସ୍ବାଧୀନ ହେବାର ୭୬ ବର୍ଷ ବିତିବାକୁ ବସିଛି । ହେଲେ ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତର ଗିରିଡିଆମ୍ବା ଗାଁରେ ବିଦ୍ୟୁତ୍‌ ନ ଥିବା କହିଲେ ବିଶ୍ୱାସ ହେଉନି। ଗାଁର ବିକାଶ ଚାଲିଛି ବୋଲି ସରକାର…

ଆଦ୍ୟାଶା ‘ମିସ୍‌ ଓଡ଼ିଶା’, ଜୟାନୀ ‘ଟିନ୍‌ ମିସ୍‌ ଓଡ଼ିଶା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଓଡ଼ିଶା ଫ୍ୟାଶନ ଭିଲ୍ଲା ପକ୍ଷରୁ ‘କଳିଙ୍ଗ ରାଜକୁମାରୀ’ ରବିବାର ନିକୋପାର୍କ ନିକଟ ୯ ଷ୍ଟ୍ରିଟ୍‌ କନ୍‌ଭେନ୍‌ଶନ୍‌ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ଆଦ୍ୟାଶା ପ୍ରିୟଦର୍ଶିନୀ ‘ଦି ମିସ୍‌ ଓଡ଼ିଶା’ ମୁକୁଟ ପିନ୍ଧିଥିବାବେଳେ ଅନନ୍ୟା ବିଶ୍ୱାଳ ରନର୍ସ ଅପ୍‌ ହୋଇଛନ୍ତି। ସେହିପରି ଜୟାନୀ…

୬୧ ହଜାର ମାମଲା, ୪୯ ହଜାରରୁ ଊର୍ଦ୍ଧ୍ୱ ଗିରଫ

ଭୁବନେଶ୍ୱର,୧୭।୪ (ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷରେ ଅବକାରୀ ବିଭାଗ ପକ୍ଷରୁ ୬୧ ହଜାରରୁ ଊର୍ଦ୍ଧ୍ୱ ମାମଲା ରୁଜୁ କରାଯାଇ ୪୯ରୁ ଊର୍ଦ୍ଧ୍ୱ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମାମଲା ଓ ଗିରଫଦାରି ସଂଖ୍ୟା ପୂର୍ବବର୍ଷ ତୁଳନାରେ ପ୍ରାୟ ୫୦ ପ୍ରତିଶତ ବୃଦ୍ଧି ହୋଇଛି।…

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ ଅଫିସ,୧୭ା୪: ସୋମବାର ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ସନ୍ଧ୍ୟା ୬ରୁ ରାତି ୧୦ ଯାଏ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ। ଦ୍ୱିତୀୟ ଭୋଗ ପରେ ପଇତା ଲାଗି ନୀତି ଯୋଗୁ ଦର୍ଶନ ବନ୍ଦ ରହିବବୋଲି ଶ୍ରୀମନ୍ଦିର…

ଖୋଲିଲା ସ୍କୁଲ, ଆସିଲେ ପିଲା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଆଜିଠୁ ପୁଣି ଖୋଲିଛି ସ୍କୁଲ। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗତ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିଥିଲା। ଆଜିଠୁ ସକାଳ ସାଢ଼େ ୬ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ହେବ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାମାନେ…

୪୩ ଡିଗ୍ରୀ ଛୁଇଁଲା ଝାରସୁଗୁଡ଼ା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଗତ କିଛିଦିନ ଧରି ରାଜ୍ୟରେ ପାରଦା ଉପରମୁହାଁ ରହିଛି। ପ୍ରବଳ ଗରମରେ ଆଉଟୁପାଉଟୁ ହେଉଛି ସାରା ଓଡ଼ିଶା। ରବିବାର ୯ ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିବାବେଳେ ୪୩ ଡିଗ୍ରୀ ସହ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।…

କାଜୁ ତୋଳିବାକୁ ନେଇ ୨ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

ଛତିଆ,୧୬ା୪(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ କାଇମାଟିଆ ଏବଂ ଅଭୟପୁର ଗ୍ରାମ ମଧ୍ୟରେ କାଜୁ ମଞ୍ଜି ତୋଳିବାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି। ଏନେଇ ଗ୍ରାମରେ ଚାପା ଉତ୍ତେଜନା ଲାଗି…

ପରକ୍ରିୟା ପ୍ରୀତି ସନ୍ଦେହରେ ଯୁବକଙ୍କୁ ହତ୍ୟା: ବନ୍ଧା ହେଲେ ୩ ଅଭିଯୁକ୍ତ

ସୋହେଲା,୧୬।୪(ଡି.ଏନ୍‌.ଏ): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ବୁଡ଼ାମାଳ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ସାନନ୍ଦ ସା(୩୫)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଅଭିଯୁକ୍ତମାନେ ଟାଙ୍ଗିଆରେ ହାଣି ହତ୍ୟା ପରେ ବ୍ଲେଡରେ ଯୌନାଙ୍ଗ କାଟି ଦେଇଥିଲେ। ଏ ନେଇ ରବିବାର…

ସମ୍ବଲପୁରରେ କର୍ଫ୍ୟୁ କୋହଳ

ସମ୍ବଲପୁର ଅଫିସ,୧୬।୪: ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ହିଂସାକାଣ୍ଡକୁ ନେଇ ସହରରେ ଶୁକ୍ରବାର ରାତି ୧୨ଟାରୁ କଫ୍ୟୁ ଲାଗୁ କରାଯାଇଥିଲା। ବର୍ତ୍ତମାନ ଏହାକୁ କୋହଳ କରାଯାଇଛି। ସୋମବାର ସକାଳ ୭ଟା ୩୦ରୁ ପୂର୍ବାହ୍ନ ୧୧.୩୦ ଏବଂ ଅପରାହ୍ନ ୩ଟା ୩୦ରୁ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?