ରାଜ୍ୟ

ପୁଅବୋହୂର ଆକ୍ରମଣରେ ଚାଲିଗଲା ବୃଦ୍ଧା ମା’ଙ୍କ ଜୀବନ

ଦାରିଙ୍ଗବାଡ଼ି,୧୬।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଧୀନ ପାଙ୍ଗଲି ଗ୍ରାମରେ ପାରିବାରିକ କଳହକୁ ନେଇ ପୁଅବୋହୂର ଆକ୍ରମଣରେ ଜଣେ ବୃଦ୍ଧା ମା’ଙ୍କ ମୃତ୍ୟୁ ଘଟିଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ମୃତା ବୃଦ୍ଧା ହେଲେ ପାଡନକେତା ଗ୍ରାମର ପୁଷ୍ପାଞ୍ଜଳି ପରିଚ୍ଛା। ଏନେଇ…

ସମ୍ବଲପୁରରେ ଆଉ ୨ ଦିନ ସ୍କୁଲ ବନ୍ଦ

ସମ୍ବଲପୁର ଅଫିସ,୧୬।୪: ସମ୍ବଲପୁର ଜିଲାରେ ଆଉ ୨ ଦିନ ସ୍କୁଲ ବନ୍ଦ ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଛୁଟି ଅବଧିକୁ ଆଉ ୨ ଦିନ ବଢାଇ ଦିଆଯାଇଛି। ସୋମବାର ଏବଂ ମଙ୍ଗଳବାର ୨ ଦିନ ବନ୍ଦ…

ଦିନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ ଆଗାମୀ ୩ ଦିନ ମଧ୍ୟରେ ଦିନ ତାପମାତ୍ରା ଅନେକ ସ୍ଥାନରେ ୨ ରୁ ୩ ଡିଗ୍ରୀ ଯାଏ ତଳକୁ ଖସିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ,…

ଅଙ୍ଗନଓ୍ବାଡି କେନ୍ଦ୍ରରେ ସକାଳ ୭ରୁ ୧୦ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଏପ୍ରିଲ ୧୭ରୁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପାଠପଢ଼ା ସକାଳ ୭ଟାରୁ ଦିନ ୧୦ ପର୍ଯ୍ୟନ୍ତ ଚାଲିବ। ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳମାନେ ସେମାନଙ୍କ ଜିଲାର ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକର ସମୟ…

ରାଜଧାନୀର ସୁଆଦିଆ ‘କୋରାଖଇ’

ଭୁବନେଶ୍ୱର,୧୬।୪(ବ୍ୟୁରୋ) – ରାଜଧାନୀ ଭୁବନେଶ୍ୱରର ପ୍ରସିଦ୍ଧ ଖାଦ୍ୟ ଓ ଭୋଗ କଥା ଉଠିଲେ, ମନକୁ ଆସେ ‘କୋରାଖଇ’। ଯେତିକି ସୁଆଦ, ସେତିକି ସ୍ବାସ୍ଥ୍ୟପ୍ରଦ। ଏହା ପୁଣି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରିୟ ଭୋଗ। ଜନ୍ମାଷ୍ଟମୀ ହେଉକି ରୁକୁଣାରଥଯାତ୍ରା ସବୁ ପର୍ବପର୍ବାଣିରେ ଠାକୁରଙ୍କ ନିକଟରେ…

ଲାଲଚାନ୍ଦ୍‌ର ‘ଗ୍ରେଟ୍‌ ଅକ୍ଷୟତୃତୀୟା ଅଫର

ଭୁବନେଶ୍ୱର,୧୬।୪: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଲାଲଚାନ୍ଦ୍‌ ଜୁଏଲର୍ସ ପକ୍ଷରୁ ‘ଗ୍ରେଟ୍‌ ଅକ୍ଷୟ ତୃତୀୟା ଅଫର’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ପ୍ରତିଷ୍ଠାନର ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରସ୍ଥିତ ଶୋ’ରୁମ୍‌ ପାଇଁ ଗଢ଼ା ମଜୁରି ଉପରେ ବିଶେଷ ଅଫର ମଧ୍ୟ ପ୍ରଦାନ…

କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ନାଗରିକ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର,୧୬।୪: କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନାଗରିକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ଆମେରିକା, ବ୍ରିଟେନ, ଜର୍ମାନୀ, ୟୁକ୍ରେନ୍‌, ସୁଇଜରଲାଣ୍ଡ, ପୋଲାଣ୍ଡ, ଆର୍ମେନିଆ, ସ୍ଲୋଭାକିଆ, ବୁଲ୍‌ଗେରିଆ, କଙ୍ଗୋ, ଆଇଭେରି କୋଷ୍ଟ ଭଳି ୨୦ ଦେଶର ସାଂସଦ, ଶିକ୍ଷାବିତ୍‌ଙ୍କ…

ପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୧୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ପାଙ୍ଗଲି ଗ୍ରାମରେ ପାରିବାରିକ ଗଣ୍ଡଗୋଳକୁ ନେଇ ପୁଅବୋହୂଙ୍କ ଆକ୍ରମଣରେ ଜଣେ ବୃଦ୍ଧା ମା’ଙ୍କ ମୃତ୍ୟୁ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ମୃତା ବୃଦ୍ଧା ଜଣକ ହେଲେ ଉକ୍ତ ଥାନା ପାଡ଼ନକେତା ଗ୍ରାମର…

ଓଡ଼ିଆରେ ମୁକ୍ତିଲାଭ କରିବ ‘ସାର୍‌ ମ୍ୟାଡାମ ସରପଞ୍ଚ’

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଗଞ୍ଜାମ ଜିଲାର ଆରତୀ ଦେବୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଜଣେ ଉଚ୍ଚ ଶିକ୍ଷିତା ଓ ସ୍ବଚ୍ଛଳ ବ୍ୟାଙ୍କ ଚାକିରି ଛାଡି ରାଜନୀତିରେ ପ୍ରବେଶ କରି ୨୦୧୨ ମସିହାରେ ଦେଶର ସର୍ବକନିଷ୍ଠ ମହିଳା ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ସ୍ଲୋଗାନ…

ବଦଳିବ ପାଗ, ୫ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଶନିବାରଠାରୁ ପାରଦ ସାମାନ୍ୟ ତଳମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୧ ଓ ୨ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ…

ଟିକେଟ ନେଲେ ଦୀପାଳି

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଝାରସୁଗୁଡ଼ା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି। ଦୀପାଳିଙ୍କ ନାଁ ଦଳ ପକ୍ଷରୁ ପୂର୍ବରୁ ଘୋଷଣା ହୋଇଥିଲା । ଟିକେଟ…

୧୭ରୁ ଖୋଲିବ ସ୍କୁଲ, ସାଢ଼େ ୬ରୁ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସକାଳ ସାଢ଼େ ୬ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ହେବ ବୋଲି ଏନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?