ରାଜ୍ୟ

ଜାଳେଣି କାଠ ଆଣିବାକୁ ଯାଇ ଫେରି ନ ଥିଲେ

ନୂଆପଡ଼ା ଅଫିସ,୧୩।୪: ଗତ କିଛିଦିନ ହେବ ଓଡ଼ିଶାରେ ପାରଦ ଉପରମୁହାଁ ରହିଛି। ପ୍ରଚଣ୍ଡ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଏଭଳି ସ୍ଥିତିରେ ନୂଆପଡ଼ା ଜିଲା ସଦର ବ୍ଲକ ଗୋଡ଼ଫୁଲା ପଞ୍ଚାୟତ ଜୁନାନୀ ଗାଁର ଜଣେ ବ୍ୟକ୍ତିଙ୍କ ଅଂଶୁଘାତରେ ମୃତ୍ୟୁ ଘଟିଥିବା ପରିବାର…

ବଢ଼ିଲା ହରିଶ୍ଚନ୍ଦ୍ର ସହାୟତା ରାଶି

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ସହାୟତା ଗ୍ରାମାଞ୍ଚଳ ପାଇଁ ୨ ହଜାରରୁ ୩ ହଜାର ଟଙ୍କା, ସହରାଞ୍ଚଳ ଓ ପୁରୀ ସ୍ବର୍ଗଦ୍ବାର ପାଇଁ ୩ ହଜାରରୁ ୪ ହଜାର…

ନିୟମିତ ହେଲେ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ। ଫଳରେ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଧାରଣା ସ୍ଥଗିତ ହୋଇଛି। ନିୟମିତ ଦାବିରେ ୧୩ ଦିନ ଧରି ଧାରଣାରେ ବସିଥିଲା ଓଡ଼ିଶା ସରକାରୀ ହାଇସ୍କୁଲ…

ଶୁଆ ସହ ଭିଡିଓ କରିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୟୁଟ୍ୟୁବର

କେନ୍ଦୁଝର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ବନ ବିଭାଗ ବେଆଇନ ଭାବେ ବିରଳ ପ୍ରଜାତିର ଶୁଆ ରଖିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ଚିନ୍ମୟ ମହାନ୍ତ (୨୫) ଏବଂ ତାଙ୍କ ଘର ବାଂଶପାଳ ବ୍ଲକ କୁମୁଣ୍ଡି ଗ୍ରାମରେ…

ଜନ୍ମଦିନ ପାଳିଲା ରାଜଧାନୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ଇତିମଧ୍ୟରେ ୭୫ ବର୍ଷ ପୂରଣ ହୋଇଛି। ରାଜଧାନୀ ତା’ର ପ୍ଲାଟିନମ ଜୁବଲି ପାଳନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ୩ ଦିନ ଧରି ଏହି ଉତ୍ସବ ପାଳନ ହେବ। ୧୯୪୮ ଏପ୍ରିଲ ୧୩ରେ ଓଡ଼ିଶାର ରାଜଧାନୀ ଭାବେ…

ଭାଜପା ଛାଡ଼ି ବିଜେଡିରେ ମିଶିଲେ ମୀନକେତନ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଭାଜପା ଛାଡ଼ି ବିଜେଡିରେ ଗୁରୁବାର ମିଶିଛନ୍ତି ଦେବଗଡ଼ ଭାଜପା ଜିଲା ସଭାପତି ମୀନକେତନ ପ୍ରଧାନ। ୧୯୯୦ରୁ ସେ ଭାଜପାରେ କାର୍ଯ୍ୟ କରିଆସୁଥିଲେ। ବିଭିନ୍ନ ସମୟରେ ପ୍ରଭାରୀ ଦାୟିତ୍ୱ ମଧ୍ୟ ନେଇଛନ୍ତି। ସେ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ…

ବୁଡ଼ିଲା ଡଙ୍ଗା: ୩ ମହିଳାଙ୍କ ସହ ଜଣେ ଶିଶୁ ନିଖୋଜ

କୋରାପୁଟ,୧୩।୪(ସ୍ବ.ପ୍ର.): କୋରାପୁଟ ଜିଲା ସେମିଲିଗୁଡ଼ା ଥାନା ଅଧୀନ ରାଜପୁଟ ପଞ୍ଚାୟତ ପୋଡ଼ଗଡ଼ ଡଙ୍ଗାଘାଟ କୋଲାବ ଜଳଭଣ୍ଡାରରେ ଗୁରୁବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଏକ ଦେଶୀ ଡଙ୍ଗା ବୁଡିଯାଇ ୩ ଜଣ ମହିଳାଙ୍କ ସମେତ ୪ ଜଣ ନିଖୋଜ ହୋଇଯାଇଛନ୍ତି। ଅନ୍ୟପକ୍ଷେ…

ବସ୍‌ରେ ଗହଳି ନ କରିବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗୁରୁବାର ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ସ୍ଥିତି ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଖରା ଗରମ ଜୋର୍‌ରେ ହେଉଥିବାରୁ ବସ୍‌ରେ ଅଧିକ ଗହଳି ନ କରିବାକୁ ପରିବହନ ବିଭାଗକୁ କୁହାଯାଇଛି। ବସ୍‌ରେ ବରଫ,…

ତତଲା କଡ଼େଇରେ ରାଜଧାନୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ତାତି ଜାରି ରହିଛି। ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢ଼ିଚାଲିଛି। ଦିନ ୯ଟା ବେଳକୁ ଘରୁ ବାହାରିବା ଅସମ୍ଭବ ହୋଇପଡ଼ିଛି। ତେବେ ଗୁରୁବାର ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୦.୪ ଡିଗ୍ରୀ ଥିଲା। ଫଳରେ ଲୋକେ…

ଝାରସୁଗୁଡା ଉପନିର୍ବାଚନ: ଆଜିଠୁ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ମେ’୧୦ରେ ଝାରସୁଗୁଡା ବିଧାନସଭା ଉପନିର୍ବାଚନ। ଏନେଇ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ତେବେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଥିବା ବେଳେ ଆଜିଠାରୁ ନାମାଙ୍କନପତ୍ର ଦାଖଲ କରିବାର ପ୍ରକ୍ରିୟା ଆରମ୍ଭ ହେବ। ପୂର୍ବାହ୍ନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ପ୍ରାର୍ଥୀମାନେ…

୪୮ ଘଣ୍ଟା ପାଇଁ ସମ୍ବଲପୁରରେ ଇଣ୍ଟରନେଟ ସେବା ବନ୍ଦ

ସମ୍ବଲପୁର,୧୩।୪(ବ୍ୟୁରୋ) ସମ୍ବଲପୁର ଜିଲାରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ସମସ୍ତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା…

ଛେଳି ବେପାରୀଙ୍କୁ ହତ୍ୟା କରି ଲୁଟିନେଲେ ୯ ଲକ୍ଷ ଟଙ୍କା

ସୁନ୍ଦରଗଡ,୧୩।୪(ଡି.ଏନ.ଏ.): ଛେଳି ବେପାରୀଙ୍କୁ ଗୁଳିକରି ହତ୍ୟା କରିବା ପରେ ଲୁଟିନେଲେ ୯ ଲକ୍ଷ ଟଙ୍କା। ଏମସିଏଲ ରାସ୍ତାର ଲେଫ୍ରିପଡା ଥାନା ଅନ୍ତର୍ଗତ ଛଟେନପାଲି ତାରିଣୀ ମନ୍ଦିର ନିକଟରେ ଗୁରୁବାର ସକାଳେ ଏହି ଘଟଣା ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ସୁନ୍ଦରଗଡ ଭଷ୍ମା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?