ରାଜ୍ୟ

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ ଲଗାଯାଇଥିବା ସହ ପୋଲିସ ମୁତୟନ ଦୃଶ୍ୟ ବର୍ତ୍ତମାନ ଦୁଇ ରାଜ୍ୟ ମଧ୍ୟରେ ବିବାଦ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଜାରି କରାଯାଇଛି। ବିଭାଗ ଜଣାଇଛି ଯେ, ନୂତନ ଶିଶୁ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର ରାତିରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଆମ୍ବରଳି ପଞ୍ଚାୟତ ତଳାଙ୍ଗ ଗ୍ରାମରେ ଘଟିଛି ଏହି…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛ।…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର ସମାଧାନ ହେଉଛନ୍ତି। ଅ୍ଯଯପଟେ ମିଲର୍ସଙ୍କ ଗୋଦାମ ଗତବର୍ଷର ଧାନ, ଚାଉଲରେ ଭର୍ତ୍ତି ରହିଛିି।…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫) ଏବଂ ତାଙ୍କ ଘର ବଡ଼ଗଡ଼ ଥାନା ଅନ୍ତର୍ଗତ ବଖରକଟା ଗ୍ରାମ ବୋଲି ଜଣାପଡ଼ିଛି।…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ ୬ ଲକ୍ଷରୁ ଅଧିକ ଏହି ପ୍ରଜାତିର କଇଁଛ ଅଣ୍ଡାଦାନ ପାଇଁ ଆସିଥିଲେ। ମାତ୍ର…

ରାତିରେ ତେଲ ଆସୁଛି କିନ୍ତୁ ସକାଳୁ ସରିଯାଉଛି: ବଡ଼ ବଡ଼ ବ୍ୟାରେଲରେ ବୋହି ନେଉଛନ୍ତି, ବିରୋଧ କରୁଛନ୍ତି…

ମୋହନା,୨୩।୬(ମନ୍ମଥ ମିଶ୍ର): ବଡ଼ବଡ଼ ବ୍ୟାରେଲରେ ପେଟ୍ରୋଲ ଡିଜେଲ ଦିଆଯିବା ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖୁବାକୁ ମିଳିଛି। ଗଜପତି ଜିଲା ମୋହନା ବ୍ଲକ ଲୁହାଗୁଡ଼ି ୩୨୬ ଜାତୀୟ ରାଜପଥରେ ଥିବା ଗୌରୀ ଫିଲିଂ ଷ୍ଟେଶନରେ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖିବାକୁ ମିଳିଥିଲା।…

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ ଶୁକ୍ରବାର ବନ ବିଭାଗ ସେମାନଙ୍କୁ ଧରିଛି। ସେମାନେ ହେଲେ ତନ୍ତିଆପାଳ ସାମୁଦ୍ରିକ ଥାନା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି ବାଲେଶ୍ବର ସଦର ଥାନା ଅଞ୍ଚଳରୁ । ଯେଉଁଠି ତ୍ରିକୋଣ ପ୍ରେମର ଏକ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ। ଜୁଲାଇ ୮ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ପ୍ରଥମ ପଯ୍ୟାୟରେ…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ ଭାଜପା କର୍ମୀ ବିଧାୟକଙ୍କୁ ବିରୋଧ କରି ସ୍ଲୋଗାନ୍‌ ଦେବା ସହ ତାଙ୍କ ଗାଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?