ରାଜ୍ୟ

ମେ’ ମାସ ଶେଷ ସୁଦ୍ଧା ଆସିପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ: କାଲିଠୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ

ଭୁବନେଶ୍ୱର,୯।୪(ବ୍ୟୁରୋ): ମେ’ ମାସ ଶେଷ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ସୋମବାରଠାରୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହେବ । ଏପ୍ରିଲ ୨୩ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଚାଲିବ । ପରେ ଦିତୀୟ ପର୍ଯ୍ୟାୟ…

ନମ୍ବର ପ୍ଲେଟରେ ଚୁଇଂଗମ୍‌ ମାରି ବୁଲୁଛନ୍ତି ଅମାନିଆ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆଇନ ଯେତେ କଡ଼ାକଡ଼ି କରାଯାଉଛି, ଅମାନିଆ ସେତିକି ନୂଆ ନୀତି ଆପଣାଉଥିବା ଦେଖିବାକୁ ମିଳୁଛି। ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ସାବାଡ କରିବାକୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ(ଏଚ୍‌ଏସ୍‌ଆର୍‌ପି)କୁ ବାଧ୍ୟତାମୂଳକ କରାଯାଇଛି। ଫଳରେ କେହି ନିୟମ ଉଲ୍ଲଂଘନ କଲେ ସିସିଟିଭିରେ ଗାଡ଼ି…

ଲୁହାପଥର ଉତ୍ପାଦନରେ ଓଏମ୍‌ସିର ସଫଳତା

ଭୁବନେଶ୍ୱର,୯।୪: ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷରେ ଓଏମ୍‌ସି ୨୯.୭ ନିୟୁତ ଟନ୍‌ ଲୁହାପଥର ଉତ୍ପାଦନ କରିଛି। ୨୦୨୧-୨୨ ଆର୍ଥିକ ବର୍ଷରେ ଓଏମ୍‌ସି ୨୫.୩୧ ନିୟୁତ ଟନ୍‌ ଉତ୍ପାଦନ କରିଥିଲା। ଉଲ୍ଲେଖଯୋଗ୍ୟ,…

ଢେଙ୍କାନାଳରେ ନ୍ୟୁ ଟିଏମ୍‌ଟି ଷ୍ଟିଲ୍‌ ବାର୍‌ କାରଖାନା

ଭୁବନେଶ୍ୱର,୯।୪: ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ୍‌ର ପ୍ରମୁଖ ଟିଏମ୍‌ଟି ବାର୍‌ ଓ ସମନ୍ବିତ ଇସ୍ପାତ ଉପତ୍ାଦ ନିର୍ମାତା ରୁଙ୍ଗ୍‌ଟା ଷ୍ଟିଲ୍‌ର ନ୍ୟୁ ଟିଏମ୍‌ଟି ଷ୍ଟିଲ୍‌ ବାର୍‌ କାରଖାନା ସ୍ଥାପନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଓଡ଼ିଶାର ଢେଙ୍କାନାଳସ୍ଥିତ କମ୍ପାନୀର ନୂତନ କାରଖାନା କାର୍ଯ୍ୟକ୍ଷମ…

ସୁଶାନ୍ତ ସିଂଙ୍କୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୯ା୪(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ଝାରସୁଗୁଡ଼ା ଉପନିର୍ବାଚନରୁ ଦୂରେଇ ରଖାଯାଇଛି। ବରିଷ୍ଠ ପର୍ଯ୍ୟବେକ୍ଷକ କିମ୍ବା ବିଜେଡି ବ୍ଲକ ଓ ମ୍ୟୁନିସିପାଲିଟି ପର୍ଯ୍ୟବେକ୍ଷକ ତାଲିକାରେ ମଧ୍ୟ ତାଙ୍କ ନାମ ନାହିଁ। କେଉଁଥିପାଇଁ ତାଙ୍କୁ ଦଳର ପ୍ରମୁଖ ପରିଚାଳନା…

ସୁଶାନ୍ତ ସିଂଙ୍କୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୯।୪(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ଝାରସୁଗୁଡ଼ା ଉପନିର୍ବାଚନରୁ ଦୂରେଇ ରଖାଯାଇଛି। ବରିଷ୍ଠ ପର୍ଯ୍ୟବେକ୍ଷକ କିମ୍ବା ବିଜେଡି ବ୍ଲକ ଓ ମ୍ୟୁନିସିପାଲିଟି ପର୍ଯ୍ୟବେକ୍ଷକ ତାଲିକାରେ ମଧ୍ୟ ତାଙ୍କ ନାମ ନାହିଁ। କେଉଁଥିପାଇଁ ତାଙ୍କୁ ଦଳର ପ୍ରମୁଖ ପରିଚାଳନା…

+୨ ମୂଲ୍ୟାୟନରେ ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ୧୦ ତାରିଖରୁ +୨ ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ ହେଉଛି। ତେବେ ଆନ୍ଦୋଳନକୁ ଓହ୍ଲାଇଥିବା ୬୬୨ ବର୍ଗ ଅଧ୍ୟାପକମାନେ ସର୍ତ୍ତମୂଳକ ଭାବେ ମୂଲ୍ୟାୟନରେ ସହଯୋଗ କରିବେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଓଡ଼ିଶାରେ ନ ଥିବାରୁ…

୪୦ ଡିଗ୍ରୀ ମୁହାଁ ପାରଦ, ବାରିପଦା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ ଶନିବାର ପାଗ ପ୍ରାୟ ଶୁଖିଲା ରହିଥିଲା। ତେବେ ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ରାୟଗଡା, ବୌଦ୍ଧ ଓ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଓ ପବନ ହୋଇଥିଲା। ଆସନ୍ତା ୪୮…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌ ଭ୍ୟାନ୍‌: ୩ ମୃତ, ୬ ଗୁରୁତର

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୯।୪(ସ୍ବ.ପ୍ର.): ଯାଜପୁର ଜିଲା ଚଣ୍ଡିଖୋଲ-ପାରାଦୀପ ୫୩ ନଂ.ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଚାରିନଙ୍ଗଳ ଛକ ନିକଟରେ ଶନିବାର ସକାଳେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମୃତକ…

ରାଜ୍ୟରେ ହେବ ଜିମ୍ନାଷ୍ଟିକ୍‌ ହାଇପରଫର୍ମାନ୍ସ ସେଣ୍ଟର

ଭୁବନେଶ୍ୱର,୯।୪(ବ୍ୟୁରୋ): ଓଡ଼ିଶାରେ ଜିମ୍ନାଷ୍ଟିକ୍‌ ହାଇପରଫର୍ମାନ୍ସ ସେଣ୍ଟର ନିର୍ମାଣ ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଜାପାନର କ୍ୱୋଟୋଠାରେ ଶନିବାର ରାଜ୍ୟ କ୍ରୀଡ଼ା ବିଭାଗ ଓ ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ୍‌ (ଏଏମ୍‌/ଏନ୍‌ପିଏସ୍‌) ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ଜାପାନ ଗସ୍ତ ଅବସରରେ…

ବଜ୍ରପାତ ନେଲା ୪ଜୀବନ: ଶବ ସଂସ୍କାର କରିବାକୁ ଯାଇଥିବା ୩ ମହିଳା ମୃତ

ପ୍ରକୃତି କୋପର ଶିକାର କିଏ କେତେବେଳେ ଯେ ହେବ ତାହା କେହି କଳନା କରି ପାରିବେ ନାହିଁ। କେହି କିଛି ଭାବିବା ପୂର୍ବରୁ ଅକାଳରେ ଚାଲିଯାଏ ଜୀବନ। ଶନିବାର ବଜ୍ରପାତରେ ୨ଟି ସ୍ଥାନରେ ୪ ଜୀବନ ଚାଲିଯାଇଛି । ମୟୂରଭଞ୍ଜ ଜିଲା…

ପୋଖରୀରେ ବୁଡ଼ି ୨ ଛାତ୍ରଙ୍କ ଜୀବନ ଗଲା

ଧାମନଗର,୮ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ଚିଲପଦୀ ଗ୍ରାମ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ଶନିବାର ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଦକ୍ଷିଣବାଡ଼ ଗ୍ରାମର ସୁଦର୍ଶନ ମଲ୍ଲିକଙ୍କ ପୁଅ କମଳ ଲୋଚନ(୧୭) ଓ ବାଲେଶ୍ୱର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?