ରାଜ୍ୟ

ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ସାଇରନ ବାଜିବାରୁ ଛୁ ମାରିଲେ ଲୁଟେରା

କଟକ ଅଫିସ,୬ା୪: ତ୍ରିଶୁଳିଆ ନିକଟ ଫକୀରପଡ଼ାରେ ଥିବା ଆଇସିଆଇସିଆଇ ବ୍ୟାଙ୍କକୁ ସ୍ପଷ୍ଟ ଦିବାଲୋକରେ ଲୁଟ୍‌ କରିବାକୁ ଆସି ଲୁଟେରାମାନେ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲକର ଚାବି ମାଗିଥିଲେ। ମାତ୍ର ବ୍ୟାଙ୍କର ସାଇରନ ବାଜିବାରୁ ଲୁଟେରାଙ୍କ ଉଦ୍ୟମ ପଣ୍ଡ…

ଲକର୍‌ରୁ ମିଳିଲା ୧ କେଜିରୁ ଊର୍ଦ୍ଧ୍ୱ ସୁନା

ଭୁବନେଶ୍ୱର,୬।୪ (ବ୍ୟୁରୋ): ଲାଞ୍ଚ ମାମଲାରେ ଗିରଫ ହୋଇ ଜେଲରେ ଥିବା ସି.ଟି. ଆଣ୍ଡ୍‌ ଜିଏସ୍‌ଟି (ବାଣିଜ୍ୟକର ଏବଂ ଦ୍ରବ୍ୟ ଓ ସେବାକର ପ୍ରବର୍ତ୍ତନ ଏକକ) ପାରାଦୀପ ଏନ୍‌ଫୋର୍ସମେଣ୍ଟ ୟୁନିଟ୍‌ ଅଧିକାରୀ ଚିତ୍ତରଞ୍ଜନ ମହାନ୍ତି ଠୁଳ କରିଥିବା ବିପୁଳ ସମ୍ପତ୍ତି ଠାବ ହେବାରେ…

ଲେକ୍‌ ଜୋନ୍‌-୧ ବିକାଶରେ ଜବରଦଖଲ ବାଧକ

ଭୁବନେଶ୍ୱର, ୬।୪ (ବ୍ୟୁରୋ): ଭୁବନେଶ୍ବର ଦେଇ ବହି ଯାଇଥିବା ପ୍ରାକୃତିକ ନାଳ ବା ମୁଖ୍ୟ ନାଳଗୁଡ଼ିକର ରୂପନ୍ତରଣ କରାଯିବ। ଏହି ପରିପ୍ରେକ୍ଷୀରେ ଲେକ୍‌ ଜୋନ୍‌-୧ରେ ବିକାଶମୂଳକ କାର୍ଯ୍ୟ ପାଇଁ ମୁକ୍ତା ଯୋଜନାରେ ପ୍ରକ୍ରିୟା ଜାରି ରହିଛି। ୧୬ଟି ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ…

ଖୋର୍ଦ୍ଧା ଜିଲା ଭାଜପା ସଭାପତିଙ୍କ ହୋଟେଲ ସିଲ୍‌

ଖୋର୍ଦ୍ଧା ଅଫିସ,୬ା୪: ଋଣ ଖିଲାପ ଅଭିଯୋଗରେ ବୁଧବାର ଖୋର୍ଦ୍ଧା ଜିଲା ଭାଜପା ସଭାପତି ରଶ୍ମିରଞ୍ଜନ ମହାପାତ୍ରଙ୍କ ମୁକୁନ୍ଦପ୍ରସାଦସ୍ଥିତ ସୂର୍ଯ୍ୟମୁଖୀ ହୋଟେଲକୁ ସିଲ୍‌ କରାଯାଇଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ଭୁବନେଶ୍ୱର ସର୍କଲ ଅଧିକାରୀ, ସ୍ଥାନୀୟ ଆସିଷ୍ଟାଣ୍ଟ କଲେକ୍ଟର ଶରତ ଚନ୍ଦ୍ର ଦେହୁରି ଓ…

ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା

କୃଷ୍ଣପ୍ରସାଦ,୬ା୪(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଜହ୍ନିକୁଦାରୁ ସାତପଡ଼ାକୁ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ବୁଧବାର ଚିଲିକାରେ ଫସିଯାଇଥିଲା। ଫଳରେ ଏଥିରେ ଥିବା ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ। ଖବରପାଇ ଅନ୍ୟ ଦୁଇଟି ଡଙ୍ଗା ପହଞ୍ଚିବା ପରେ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଥିଲା।…

ଶିକ୍ଷକଙ୍କ ଉପରେ ଅଙ୍କୁଶ, ଛୁଟି ନ ଦେବାକୁ ଚିଠି

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲରେ ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀଶିକ୍ଷକମାନେ ଦୀର୍ଘଦିନ ଧରି ସ୍ଥାୟୀ ନିଯୁକ୍ତି ଦାବି କରିଆସୁଛନ୍ତି। ଏହି କ୍ରମରେ ଗତ ୧ ତାରିଖରେ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘ ଓ ୩ ତାରିଖରେ ଓଡ଼ିଶା ସରକାରୀ…

ବାବନ୍ଧରେ ମାଈହାତୀ ମୃତ

ଢେଙ୍କାନାଳ ଅଫିସ, ୬ା୪: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅଧୀନ ବାବନ୍ଧ ସାନସାହି ଗ୍ରାମ୍ୟ ଜଙ୍ଗଲରେ ବୁଧବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ଉକ୍ତ ହାତୀ କିଛିଦିନ ହେଲା ଅସୁସ୍ଥ ଥିଲା। ଠିକ୍‌ ଭାବେ ଚଲାବୁଲା କରିପାରୁ ନ ଥିଲା। ପ୍ରାୟ…

ମେ’ ପହିଲାରୁ ଆରମ୍ଭ ହେବ ଓବିସି ସର୍ଭେ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ ମେ’ ପହିଲାରୁ ଓବିସି ବା ପଛୁଆ ବର୍ଗ ସର୍ଭେ ଆରମ୍ଭ ହେବ। ବିହାର ପରେ ଓଡ଼ିଶା ଏହି ପଛୁଆ ବର୍ଗଙ୍କ ସର୍ଭେ କରିବାକୁ ଯାଉଛି। ମେ’ ୨୦ରେ ଏହି ସର୍ଭେ ଶେଷ ହେବ। ଏହା ପରେ ମେ’ ୨୧ରୁ…

ରାଜ୍ୟକୁ ଆସିବ ୨୬ ହଜାର କୋଟିର ନିବେଶ

ଭୁବନେଶ୍ୱର,୬ା୪(ବ୍ୟୁରୋ): ଜାପାନରୁ ଓଡ଼ିଶାକୁ ଆସିବ ୨୬ ହଜାର କୋଟି ଟଙ୍କାର ନିବେଶ। ଜାପାନରେ ପୁଞ୍ଜିନିବେଶକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ପରେ ଗ୍ରୀନ୍‌ ହାଇଡ୍ରୋଜେନ, ଗ୍ରୀନ୍‌ ଆମୋନିଆ, ଗ୍ରୀନ୍‌ ଏନର୍ଜି, ଆଇଟି, ଇସ୍ପାତ୍‌, ମେଟାଲ ଡାଉନଷ୍ଟ୍ରିମ୍‌…

ପଦ୍ମ ସମ୍ମାନରେ ସମ୍ମାନିତ ହେଲେ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତି

ଭୁବନେଶ୍ୱର,୫ା୪(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆଜି ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ, ସାହିତ୍ୟ ଓ ଶିକ୍ଷା ପାଇଁ ଢେଙ୍କାନାଳର ଅନ୍ତର୍ଯ୍ୟାମୀ…

କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର,୫।୪(ବ୍ୟୁରୋ): ପଦ୍ମ ସମ୍ମାନରେ ସମ୍ମାନିତ ହେଲେ ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ। ରଙ୍ଗବତୀ ଗୀତର ମୂଳ ଗାୟିକା କ୍ରିଷ୍ଣା ପଟେଲଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି।

ଦିବଂଗତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମ ପୁରସ୍କାର

ଭୁବନେଶ୍ୱର,୫ା୪(ବ୍ୟୁରୋ): ବୁଧବାର ରାଷ୍ଟ୍ରପତି ଭବନରେ ୨୦୨୩ର ଦିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକପ୍ରିୟ ଦିବଂଗତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମଭୂଷଣ ପ୍ରଦାନ କରିଛନ୍ତି। ବାଣୀ ଜୟରାମଙ୍କ ପାଇଁ ତାଙ୍କ ଭଉଣୀ ରାଷ୍ଟ୍ରପତିଙ୍କଠାରୁ ଏହି ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?