ରାଜ୍ୟ

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି। କଞ୍ଚାମାଲ ଯୋଗାଣ ଅଭାବରୁ ଇଫ୍‌କୋରେ ସାର ଉତ୍ପାଦନ ବାଧାପ୍ରାପ୍ତ ହୋଇଛି।…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି, ତାହା କାହାରି ହାତରେ ନାହିଁ। ଏପରିକି ପିକ୍‌ ହିଟ୍‌ ସମୟରେ ବିଦ୍ୟୁତ ଚାହିଦା…

ଆଉ ୧୦ଦିନ ପରେ ଓଡ଼ିଶାରେ ପ୍ରଳୟ! ଏବେଠୁ ପ୍ରଭାବ ପଡିବା ଆରମ୍ଭ?

ଭୁବନେଶ୍ବର,୨୨ା୫: ଦେଶର ଅଧିକାଂଶ ଭାଗରେ ପାରଦ ଏବେ ୪୫ ରୁ ୪୮ ଡିଗ୍ରୀ ସେଲସିୟସ ପାର୍‌ କରିସାରିଲାଣି। ଦିଲ୍ଲୀ-ଏନସିଆର, ଉତ୍ତର ଭାରତ ଏବଂ ଓ ସମେତ ବିଭିନ୍ନ ଅଞ୍ଚଳ ଏପରିକି ଆମ ଓଡ଼ିଶା ମଧ୍ୟ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଓ ଲୁ’…

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି । ଏଥିରେ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହାତ ହୋଇଛନ୍ତି ।…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କୁ ପୋଲିସ ଗିରଫ ପରେ ସର୍ତ୍ତମୂଳକ ଜାମିନରେ ଛାଡ଼ିଛି। ବୁଧବାର ତାଙ୍କ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର ପ୍ରଭାବ ଏବେ ଦେଶର ଚାଷୀଙ୍କ ଉପରେ ପଡ଼ିିବ ବୋଲି ଆଲୋଚନା ହେଉଛି। ଅପରପକ୍ଷେ…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ ହରିହର ସିଂଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାଲେଶ୍ୱର ସଦର-୨ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି। ଲ୍ୟାମ୍ପର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡା ସ୍ଥିତ ଘରେ ଭିଜିଲାନ୍ସ ବିଭାଗ…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା ପାଇଁ ଦୁଇଟି ଏନକାଉଣ୍ଟର ମଧ୍ୟ କଲାଣି । ତଥାପି ଅପରାଧିମାନେ ପୋଲିସକୁ ଭୟ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି) କିଣିବେ; ଯାହାଦ୍ୱାରା ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶରେ ଉପୁଜିଥିବା ତୈଳ ସଙ୍କଟକୁ ଏଡ଼ାଯାଇ…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ ସୃଷ୍ଟି ହୋଇଥିବା ଆର୍ଥିକ ଭାର ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ବହନ କରିବ। ଏନେଇ ଉଚ୍ଚଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?