ରାଜ୍ୟ

ପଛୁଆ ବର୍ଗଙ୍କ ପ୍ରତି ରାହୁଲ ଗାନ୍ଧୀଙ୍କ ଟିପ୍ପଣୀ ଅକ୍ଷମଣୀୟ: ଭାଜପା

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଦେଶର ସମ୍ବିଧାନ ଓ ଆଇନର ଊର୍ଦ୍ଧ୍ୱରେ କେହି ନୁହନ୍ତି। କିନ୍ତୁ ଗାନ୍ଧୀ ପରିବାର ନିଜକୁ ଦେଶର ଆଇନର ଊର୍ଦ୍ଧ୍ୱରେ ବୋଲି ମନେକରିବା ଦୁର୍ଭାଗ୍ୟଜନକ। ଏକ ଜାତୀୟ ରାଜନୈତିକ ଦଳ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପଛୁଆ ବର୍ଗଙ୍କୁ ଅପମାନିତ କଲା…

ଦେଶର ଗଣତନ୍ତ୍ର ବିପଦରେ: ୟାସିର

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ ଏବଂ ଲୋକ ସଭା ସଦସ୍ୟ ପଦ ରଦ୍ଦ ପ୍ରତିବାଦରେ ଶନିବାର ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି। ଅପରାହ୍ନରେ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ଏକ ରାଲି କଂଗ୍ରେସ ଭବନରୁ ବାହାରି…

ବିରୋଧୀଙ୍କୁ ମୂଳୋତ୍ପାଟନ ଲାଗି ଭାଜପାର ଷଡ଼ଯନ୍ତ୍ର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଏମ୍‌ପି ପଦ ରଦ୍ଦ ଘଟଣାକୁ ନେଇ ଶନିବାର ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଆହୂତ ସର୍ବଦଳୀୟ ବୈଠକରେ ତ୍ରୀବ ନିନ୍ଦା କରାଯାଇଛି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗଭୀର ଉଦ୍‌ବେଗ ପ୍ରକାଶ…

କେଶରୀ ଇଷ୍ଟେଟ୍‌ ସଂସ୍ଥା ଏମ୍‌ଡିଙ୍କ ଘରୁ ଦେଢ଼ କେଜି ସୁନା ଜବତ ସୂଚନା

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଘର ଦେବା ଆଳରେ ଜମାକାରୀଙ୍କଠାରୁ କେଶରୀ ଇଷ୍ଟେଟ୍‌ ସଂସ୍ଥା ସାଢ଼େ ୫କୋଟି ଟଙ୍କା ଠକେଇ ମାମଲାର ବେଆଇନ ଅର୍ଥ କାରବାର ଦିଗକୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତଦନ୍ତ ଜୋରଦାର ଚଳାଇଛି। ଶୁକ୍ରବାର ଇଡି ପକ୍ଷରୁ ସଂସ୍ଥାର ନିର୍ଦ୍ଦେଶକ ଅକ୍ଷୟ କୁମାର…

ଐତିହ୍ୟ ରୂପାନ୍ତର ପୁରୀର ଗୁରୁତ୍ୱ ବୃଦ୍ଧି କରିବ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ/କଟକ ଅଫିସ,୨୬।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଆଗେଇ ଚାଲିଛି। ଏହାକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ଶନିବାର ପୁରୀ ଏବଂ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି।…

ହୃଦରୋଗୀଙ୍କୁ ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ମିଳିବ

ଭୁବନେଶ୍ୱର, ୨୬।୩ (ବ୍ୟୁରୋ): ହୃଦ୍‌ରୋଗୀଙ୍କୁ ରାଜ୍ୟ ସରକାର ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ସେବା ଯୋଗାଇଦେବେ। ଏଥିପାଇଁ ଶନିବାର ପ୍ରଶାନ୍ତି ମେଡିକାଲ ସର୍ଭିସ ଆଣ୍ଡ୍‌ ରିସର୍ଚ୍ଚ ଫାଉଣ୍ଡେଶନ (ପିଏମ୍‌ଏସ୍‌ଆର୍‌ଏଫ୍‌) ସହ ଚୁକ୍ତି କରିଛନ୍ତି। ଏହି ୨ ବର୍ଷିଆ ଚୁକ୍ତିନାମା ଫଳରେ ରାଜ୍ୟର ୩…

‘ଧର୍ମାନ୍ତରିତଙ୍କୁ ଅନୁସୂଚିତ ଜନଜାତିରୁ ବାଦ୍‌ ଦିଆଯାଉ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଧର୍ମାନ୍ତରିତ ବ୍ୟକ୍ତିମାନଙ୍କୁ ଅନୁସୂଚିତ ଜନଜାତିରୁ ବାଦ୍‌ ଦେବା ଦାବିକୁ ଜୋର୍‌ଦାର କରିଛି ଜନଜାତି ସୁରକ୍ଷା ମଞ୍ଚ। ଏହାକୁ ନେଇ ଶନିବାର ମଞ୍ଚ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବଡ଼ଧରଣର ଜନଜାତି ସମାବେଶର ଆୟୋଜନ କରାଯାଇଥିଲା। ଏଥିରେ ରାଜ୍ୟର ୨୬ ଜିଲାରୁ ୬୨…

ଗଡ୍‌କରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): କଟକ-ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୀର୍ଘ ୫ ବର୍ଷ ପରେ ମଧ୍ୟ ରାସ୍ତା କାମ ଶେଷ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି। ରାସ୍ତା ନିର୍ମାଣ କାମ ତୁରନ୍ତ ସାରିବା ପାଇଁ…

୧୮ରୁ କ୍ଷେତ୍ର ବୁଲିବେ ଟ୍ରିବ୍ୟୁନାଲ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୩(ବ୍ୟୁରୋ): ମହାନଦୀ ଜଳକୁ ନେଇ ଓଡ଼ିଶା-ଛତିଶଗଡ଼ ଆନ୍ତଃ ରାଜ୍ୟ ବିବାଦ ମାମଲାର ଶୁଣାଣି ଟ୍ରିବ୍ୟୁନାଲରେ ଚାଲିଛି। ଆସନ୍ତା ଏପ୍ରିଲ ୧୮ରୁ ମହାନଦୀ ଟ୍ରିବ୍ୟୁନାଲର ଟିମ୍‌ ନଦୀର ଉପରମୁଣ୍ଡ ଛତିଶଗଡ଼ରେ କ୍ଷେତ୍ର ପରିଦର୍ଶନ କରିବେ। ଟିମ୍‌ ପ୍ରଥମ ପର୍ଯ୍ୟାୟର ଦୁଇଟି ଫେଜ୍‌ରେ ଛତିଶଗଡ଼…

ଶିକ୍ଷକ ନ ଆସିବାରୁ ୩୦ ଛାତ୍ରୀଛାତ୍ର ପରୀକ୍ଷାରୁ ବଞ୍ଚିତ

କୋରାପୁଟ/ ନାରାୟଣପାଟଣା, ୨୬।୩(ସ୍ବ.ପ୍ର./ ଡି.ଏନ.ଏ.) ଛାତ୍ରୀଛାତ୍ରଙ୍କୁ ସରକାରୀ ସ୍କୁଲମୁହାଁ କରିବାକୁ ୫-ଟି ରୂପାନ୍ତରିତ କାର୍ଯ୍ୟକ୍ରମରେ ବିଦ୍ୟାଳୟଗୁଡିକୁ ବହୁ ଅର୍ଥ ଯୋଗାଇ ଦିଆଯାଉଛି। ଛାତ୍ରୀଛାତ୍ରଙ୍କୁ ମାଗଣା ପୋଷାକ, ଖାଇବା ଏବଂ ବହିପତ୍ର ସରକାର ଯୋଗାଇ ଦେଉଛନ୍ତି। ବିଶେଷକରି ଆଦିବାସୀ ବହୁଳ ଅଞ୍ଚଳରେ ଡ୍ରପଆଉଟ୍‌…

ଚଳନ୍ତା ଟ୍ରେନ୍‌ ତଳେ ସେଲ୍ଫି ଷ୍ଟଣ୍ଟ୍‌

ଭବାନୀପାଟଣା,୨୬।୩(ସ୍ବ.ପ୍ର.): ବିପଦପୂର୍ଣ୍ଣ ସେଲ୍ଫି ଉଠାଇବା ନିଶା ଯୁବପିଢ଼ିଙ୍କୁ ଘାରିଛି। ଏଥିରେ ଜୀବନହାନି ହେଉଥିବାର ଅନେକ ନଜିର ରହିଥିଲେ ମଧ୍ୟ ସେମାନଙ୍କ ଉପରେ ପ୍ରାୟତଃ ପ୍ରଭାବ ପଡ଼ୁନାହିଁ। ଏହା ଏକପ୍ରକାର ଟ୍ରେଣ୍ଡ ଓ ପ୍ରତିଯୋଗିତା ପାଲଟିଥିବା ମନେହେଉଛି। ସୋସିଆଲ ମିଡିଆରେ ସେଲ୍ଫି ପୋଷ୍ଟ…

ବଲାଙ୍ଗୀରରେ କାରବାର, ୟୁପିରୁ ନିୟନ୍ତ୍ରଣ

ବଲାଙ୍ଗୀର ଅଫିସ, ୨୬।୩: ବଲାଙ୍ଗୀର ଜିଲା ଡାକମଣ୍ଡଳର ବିଭିନ୍ନ ପଦବୀ ପାଇଁ ଆବେଦନ କରିଥିବା କେତେଜଣ ପ୍ରାର୍ଥୀ ଜାଲ୍‌ ସାର୍ଟିଫିକେଟ୍‌ ଦେଇଥିବା ସନ୍ଦେହ କରି ଡାକ ଅଧୀକ୍ଷକ ଟାଉନ୍‌ ଥାନାରେ ଅଭିଯୋଗ କରିଥିଲେ। ପ୍ରାରମ୍ଭିକ ଯାଞ୍ଚ ପରେ ୩୭ ପ୍ରାର୍ଥୀଙ୍କ ସାର୍ଟିଫିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?