ରାଜ୍ୟ

ବଲାଙ୍ଗୀରରେ କାରବାର, ୟୁପିରୁ ନିୟନ୍ତ୍ରଣ

ବଲାଙ୍ଗୀର ଅଫିସ, ୨୬।୩: ବଲାଙ୍ଗୀର ଜିଲା ଡାକମଣ୍ଡଳର ବିଭିନ୍ନ ପଦବୀ ପାଇଁ ଆବେଦନ କରିଥିବା କେତେଜଣ ପ୍ରାର୍ଥୀ ଜାଲ୍‌ ସାର୍ଟିଫିକେଟ୍‌ ଦେଇଥିବା ସନ୍ଦେହ କରି ଡାକ ଅଧୀକ୍ଷକ ଟାଉନ୍‌ ଥାନାରେ ଅଭିଯୋଗ କରିଥିଲେ। ପ୍ରାରମ୍ଭିକ ଯାଞ୍ଚ ପରେ ୩୭ ପ୍ରାର୍ଥୀଙ୍କ ସାର୍ଟିଫିକେଟ…

ଏପ୍ରିଲରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ପ୍ରଥମ ସପ୍ତାହରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜିନିବେଶକ ସମ୍ମିଳନୀରେ ଯୋଗ ଦେବା ସହ ଓସାକା ଯିବେ ବୋଲି ଜଣାପଡ଼ିଛି।…

ଯକ୍ଷ୍ମା ନିରାକରଣରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଯକ୍ଷ୍ମା ବା ଟିବି ନିରାକରଣରେ ସାରା ଦେଶରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ଦେଶର ପ୍ରମୁଖ ରାଜ୍ୟକୁ ପଛରେ ପକାଇଥିବା ଇଣ୍ଡିଆ ଟିବି ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ପୂର୍ବରୁ ଓଡ଼ିଶା ଦ୍ବିତୀୟ ଓ ତୃତୀୟରେ…

ଆସନ୍ତାକାଲି ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ରବିବାର ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କବିସୂର୍ଯ୍ୟନଗର, ଛତ୍ରପୁର ଏବଂ ହିଞ୍ଜିଳି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଗଞ୍ଜାମ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ…

ଆସିବ ନୂଆ କରୋନା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଦେଶ ଏବଂ ରାଜ୍ୟରେ କରୋନା ସ୍ଥିତି ବଢୁଥିବାରୁ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ପ୍ରକାଶ କରିଛି। କରୋନା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଆସିବା ନେଇ ସୋମବାର ଏକ ଉଚ୍ଚସ୍ତରୀୟ ବୈଠକ ବସିବ। ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ସୋମବାର ଅପରାହ୍ନରେ ଏହି…

ମା’ଙ୍କୁ ଅପହରଣ କରି ବଳାତ୍କାର ପରେ ହତ୍ୟା ଅଭିଯୋଗ ଆଣିଲେ ଝିଅ

ଭଦ୍ରକ ଅଫିସ,୨୫ା୩: ପୂର୍ବରୁ ମୋ ଭଉଣୀଙ୍କୁ ପେଟ୍ରୋଲ ଢାଳି ପୋଡ଼ି ଦେଇଥିଲେ। ଏବେ ମା’ଙ୍କୁ ଅପହରଣ କରି ବଳାତ୍କାର ପରେ ହତ୍ୟା କରି ଟ୍ରେନ୍‌ ଲାଇନରେ ଫିଙ୍ଗି ଦିଆଯାଇଛି। ଏପରିକି ବାପାଙ୍କୁ ଭୟଭୀତ କରାଇ ମା’ଙ୍କ ଟ୍ରେନ୍‌ରେ କଟି ମୃତ୍ୟୁ ଘଟିଥିବା…

ସ୍ବତନ୍ତ୍ର ଜିଲା ଘୋଷଣା ଦାବି ଜୋରଧରିଲା: କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି,୨୫ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜିକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବିରେ ଶନିବାର ଜିଲା ସଂଘର୍ଷ ସମିତି ପକ୍ଷରୁ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି। ଫଳରେ ସମସ୍ତ ଦୋକାନ ବଜାର, ବ୍ୟବସାୟିକ ଅନୁଷ୍ଠାନ ବନ୍ଦ ରହିଛି। ଜରୁରିକାଳୀନ ସେବା ବ୍ୟତୀତ ଅନ୍ୟ ଗାଡ଼ି…

ରାହୁଲଙ୍କ ସଭ୍ୟପଦ ରଦ୍ଦ ପ୍ରସଙ୍ଗ: ବିଧାନସଭାରେ ଝଡ଼

ଭୁବନେଶ୍ବର, ୨୫ା୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ପ୍ରସଙ୍ଗକୁ ନେଇ ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଶୁକ୍ରବାର ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଖର୍ଚ୍ଚଦାବି ଆଲୋଚନା ସମୟରେ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି…

ଆଜି କଂଗ୍ରେସର ରାଜ୍ୟବ୍ୟାପୀ ପ୍ରତିବାଦ : ଶରତ

ଭୁବନେଶ୍ବର,୨୫ା୩(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଭ୍ୟପଦ ପାର୍ଲାମେଣ୍ଟରେ ରଦ୍ଦ କରାଯିବା ପରେ ରାଜ୍ୟ କଂଗ୍ରେସ ନେତାମାନେ ପ୍ରତିକ୍ରିୟାଶୀଳ ହୋଇପଡ଼ିଛନ୍ତି। ବିଧାନସଭାର ଖର୍ଚ୍ଚଦାବି ଆଲୋଚନା କରାଇ ଦେଇ ନ ଥିବା ବେଳେ ସେମାନେ ଗୃହ ବାହାରେ ମଧ୍ୟ ରାଜନୈତିକ ବିରୋଧକରି ପ୍ରଧାନମନ୍ତ୍ରୀ…

ରାହୁଲଙ୍କ ପରିବାର ସ୍ବତନ୍ତ୍ର ନ୍ୟାୟପାଳିକା ଚାହୁଁଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ବର, ୨୫ା୩(ବ୍ୟୁରୋ): କଂଗ୍ରେସ ଦଳ ବିଶେଷ ଭାବେ ରାହୁଲ ଗାନ୍ଧୀଙ୍କ ପରିବାର ସ୍ବତନ୍ତ୍ର ଆଇପିସି ଓ ନ୍ୟାୟପାଳିକା ଚାହୁଁଛନ୍ତି। ପଛୁଆବର୍ଗଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିବା ଏବଂ ବଞ୍ଚିତ ବର୍ଗଙ୍କୁ ନୀଚ ଦୃଷ୍ଟିରେ ଦେଖିବା କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କ ସାମନ୍ତବାଦୀ…

ବାନ୍ଧବୀଙ୍କ ସମେତ ୩ ଯୁବତୀ ଖୋଲିଥିଲେ ହ୍ବାଟ୍ସଆପ୍‌ ଗ୍ରୁପ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଲୋକପ୍ରିୟ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ମହାରଣାଙ୍କ ଆତ୍ମହତ୍ୟା ଘଟଣାକୁ ଶୁକ୍ରବାର ସପ୍ତାହେ ପୂରିଛି। ଏହି ମାମଲାକୁ ନେଇ ପୋଲିସ ତଦନ୍ତ ଜାରି ରଖିଥିବାବେଳେ ପ୍ରତ୍ୟେକ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ତେବେ ବାନ୍ଧବୀ ଜିଜ୍ଞାସାଙ୍କ…

ଡ୍ରେନ କାର୍ଯ୍ୟର ସମୀକ୍ଷା କଲେ ମେୟର

ଭୁବନେଶ୍ୱର, ୨୫।୩ (ବ୍ୟୁରୋ): ବର୍ଷା ଦିନକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଡ୍ରେନ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଇବା ସହିତ ପଙ୍କ ଉଦ୍ଧାର ପାଇଁ ଯୋଜନା ପ୍ରସ୍ତୁତ କରୁଛି। ନିୟମିତ ଭାବେ ବିଏମ୍‌ସି କର୍ତ୍ତୃପକ୍ଷ ତିନୋଟି ଜୋନ୍‌ରେ ଚାଲୁ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?