ରାଜ୍ୟ

ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ ୧୦ ରାଜ୍ୟରେ ଓଡ଼ିଶା: ମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ଭିତ୍ତିଭୂମିର ବିକାଶରେ ସୀମିତ ନୁହେଁ, ଶିକ୍ଷକ ନିୟୋଜନ ମଧ୍ୟ ଏହାର ଏକ ଅବିଚ୍ଛେଦ୍ୟ ଅଙ୍ଗ। ୨୦୨୩-୨୪ରେ ୧୦୪୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟବସ୍ଥା କରାଯାଇ ୫୧,୫୩୫ ପଦବୀ ପୂରଣ ନିମିତ୍ତ ସୁଯୋଗ ସୃଷ୍ଟି କରାଯାଇଛି। ଉଚ୍ଚ…

ଶିକ୍ଷା ବ୍ୟବସ୍ଥାକୁ ନେଇ ଘେରିଲେ ବିରୋଧୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ସ୍କୁଲଗୁଡ଼ିକୁ ୫-ଟି ମଡେଲରେ କେବଳ ପାକିସ୍ତାନୀ ରଙ୍ଗ ବୋଳିଲେ ହେବନାହିଁ। ଶିକ୍ଷାର ମାନ ବଢ଼ାଇବାକୁ ପଡ଼ିବ। ଯେଉଁଠି ଶିକ୍ଷା ନାହିଁ ସେଠାରେ ସାମାଜିକ କିମ୍ବା ଅର୍ଥନୈତିକ ବିକାଶ ହୋଇପାରିବ ନାହିଁ। ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଦେଶରେ…

ପଣ୍ୟ ବୋଝେଇ ପରିବହନରେ ରେକର୍ଡ

ଭୁବନେଶ୍ୱର, ୨୫।୩(ବ୍ୟୁରୋ): ଚଳିତ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ପୂର୍ବରୁ ପୂର୍ବତଟ ରେଳପଥ ପଣ୍ୟ ପରିବହନ କ୍ଷେତ୍ରରେ ରେକର୍ଡ ସୃଷ୍ଟି କରିଛି। ଏହି ବର୍ଷ ଶେଷ ହେବାକୁ ସପ୍ତାହେ ବାକି ଥିବାବେଳେ ଇତିମଧ୍ୟରେ ୨୩୨.୩୨ ନିୟୁତ ଟନ୍‌ ପଣ୍ୟ ବୋଝେଇ କରିପାରିଛି।…

ଟ୍ରକ୍‌ ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ

ଭୁବନ, ୨୫ା୩(ଡି.ଏନ୍‌.ଏ.): ସରିଥିଲା ମାଟ୍ରିକ୍‌ ପରୀକ୍ଷା। ସ୍କୁଲ ଛୁଟି ହୋଇଯାଇଥିବାରୁ ଛୁଟି କଟାଇବାକୁ ବାପାଙ୍କ ସହ ଆସୁଥିଲେ ମାମୁଘରକୁ। ହେଲେ ଏହି ଖୁସି ଉଭେଇଗଲା ଅଧାବାଟରେ। ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ୍‌ ପଛପଟୁ ବାଇକ୍‌କୁ ଧକ୍କା ଦେବାରୁ ଅକାଳରେ ଲିଭିଗଲା ଝିଅଙ୍କ…

ଶିଖରଚଣ୍ଡୀ ପାହାଡ଼ରେ ୪ ହାତୀ

ଭୁବନେଶ୍ୱର (ବ୍ୟୁରୋ)/ ବାରଙ୍ଗ,୨୫।୩(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ଶିଖରଚଣ୍ଡୀ ପାହାଡ଼ରେ ଶୁକ୍ରବାର ସକାଳେ ୪ଟିକିଆ ହାତୀପଲ ଥିବା ଜଣାପଡ଼ିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଦିନତମାମ ଏହି ହାତୀପଲ ପାହାଡ଼ ଉପରେ ବେଶ୍‌ ଉତ୍ପାତ କରିଥିଲେ। ସେଠାରେ ଥିବା କିଛି ଘର ଭଙ୍ଗାରୁଜା…

ଟ୍ରେନ୍‌ ଧକ୍କାରେ ଯାଇଛି ୧୮୬ ଜଣଙ୍କ ଜୀବନ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଟ୍ରେନ ଧକ୍କା, ଟ୍ରେନ୍‌ରୁ ଖସି ଓ ଆତ୍ମହତ୍ୟାଜନିତ ମୃତ୍ୟୁ ମାମଲା ବଢ଼ିବାରେ ଲାଗିଛି। ଟ୍ରେନ୍‌ ଲାଇନ୍‌ରେ ଲୋକଙ୍କ ଜୀବନ ଯିବା ଘଟଣା ଉପରେ ରୋକ ଲାଗିପାରୁନି। ସାମାନ୍ୟ ଭୁଲ୍‌ ଓ ଅସାବଧାନତା ପାଇଁ ଅକାଳରେ ଜୀବନ ଚାଲିଯାଉଥିବାରୁ…

ଟୁଇଟରରେ ୨,୫୦୦ ସମସ୍ୟା ସମାଧାନ

ଭଦ୍ରକ ଅଫିସ,୨୫।୩: ଛାତ୍ର ଜୀବନରୁ ଅସହାୟ ଲୋକଙ୍କ ସମସ୍ୟା ସମ୍ପର୍କରେ ଟୁଇଟ୍‌ କରି ସରକାରଙ୍କ ପାଖରେ ପହଞ୍ଚାଇବା ଓ ସେମାନଙ୍କୁ ସାହାଯ୍ୟ କରିବା ତାଙ୍କର ଏକପ୍ରକାର ସେବା ପାଲଟି ଯାଇଛି। ଯେକୌଣସି ଲୋକଙ୍କ ସମସ୍ୟା ବିଭିନ୍ନ ଗଣମାଧ୍ୟମରୁ ଜାଣିବା ପରେ ତୁରନ୍ତ…

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୪ା୩(ବ୍ୟୁରୋ)-ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ରାଜସ୍ବ…

ପ୍ରଫେସର ଅମୀୟ କୁମାର ରଥ ବିପିୟୁଟି ନୂଆ କୁଳପତି

ଭୁବନେଶ୍ୱର, ୨୪।୩(ବ୍ୟୁରୋ) – ପ୍ରଫେସର ଅମୀୟ କୁମାର ରଥ ବିଜୁ ପଟ୍ଟନାୟକ ଟେକ୍ନୋଲୋଜି ୟୁନିଭର୍ସିଟି(ବିପିୟୁଟି)ର ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ଏହି ନିଯୁକ୍ତିକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଞ୍ଜୁରୀ ଦେଇଛନ୍ତି। ପ୍ରଫେସର ରଥ ଏହି ପଦରେ ୫ ବର୍ଷ…

ନିକୁଞ୍ଜ ବିହାରୀ ଧଳ ହେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ହେଲେ ନିକୁଞ୍ଜ ବିହାରୀ ଧଳ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀଙ୍କୁ ଶୁକ୍ରବାର ବଦଳି କରାଯାଛି। ତାଙ୍କ ସ୍ଥାନରେ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଦାୟିତ୍ୱ ଦିଆଯାଇଛି।…

ନଳକୂପରୁ ବାହାରୁଛି ସୁନା ଭଳି ପଦାର୍ଥ

ଖପ୍ରାଖୋଲ,୨୪ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ସୁନା ଖଣି ଥିବା ନେଇ ସବୁଠି ଚର୍ଚ୍ଚା। ବ୍ଲକର ନାନ୍ଦୁପଲା ଗାଁର ଜଣେ ବ୍ୟକ୍ତିଙ୍କ ଗଭୀର ନଳକୂପରୁ ସୁନା ଭଳି ଚକ୍‌ ଚକ୍‌ କରୁଥିବା ପଦାର୍ଥ ବାହାରୁଥିବା ଜଣାପଡିବା ପରେ ଘଟଣାସ୍ଥଳରେ ପ୍ରଶାସନ…

ଆତ୍ମସମର୍ପଣ କଲେ ୧୬ ମାଓବାଦୀ

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମାରେ ୧୬ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସୁକ୍‌ମା ଜିଲାରେ ଗତ କିଛିଦିନ ହେଲା ପୋଲିସ ପକ୍ଷରୁ ମାଓବାଦୀଙ୍କୁ ଘରକୁ ଫେରାଇ ଆଣିବା ଲାଗି ପୁନାନାର୍କମ୍‌ ତଥା ଘରକୁ ଫେର ଅଭିଯାନ ଚାଲିଛି। ଏହି ଅଭିଯାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?