ରାଜ୍ୟ

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ରଞ୍ଜୁଲତା ଲେଙ୍କା ଦୁଇଜଣ ଅଭିଯୁକ୍ତଙ୍କୁ…

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ଇତିମଧ୍ୟରେ ୨୦ ଦିନ ବିତିଯାଇଥିଲେ ମଧ୍ୟ ଜିଲାର ସମସ୍ତ ମଣ୍ଡି ଖୋଲି ପାରିନାହିଁ।…

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନ କାଟିବାକୁ ନେଇ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଛି। ଖବର ପାଇ…

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ ହରକତ ହେଉଛନ୍ତି। ତେଣୁ ଶନିବାର ଜିଲା କୃଷକ ସଂଘ ତରଫରୁ ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ…

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଜଗତସିଂହପୁର ସହରରେ ୨ଟି ଓ କଟକ ସହର…

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ ଜମି ଜବର ଦଖଲ ନେଇ RIଙ୍କ ଉପରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେହିପରି ବେଆଇନ…

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା ଟାଉନଥାନା ପୋଲିସ। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ…

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର କରିଥାନ୍ତି। ବିଭିନ୍ନ ପ୍ରକାର କର୍ମ ଅଙ୍ଗାଙ୍ଗୀ ଭାବେ ଆମ ସହିତ ଜଡ଼ିତ। ସେଥିମଧ୍ୟରୁ ଏମିତି…

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ କଂଗ୍ରେସ। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ଅଣ୍ଡାମାଡ଼ ହୋଇଛି। ଏହି ସମୟରେ ଯୁବ…

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତର ବାଗଲପୁର ଗ୍ରାମରେ। ଗ୍ରାମର ଜଣେ ଗରିବ କଳାକାର ବଳିଆ ଦାସ ଦୀର୍ଘ…

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି। ହେଲେ ଯାଜପୁର ଜିଲାର ଅନ୍ୟତମ ପର୍ଯ୍ୟଟନ କେନ୍ଦ୍ର ତଥା ବୌଦ୍ଧକୀର୍ତ୍ତିର ମୁଖଶାଳା ଉଦୟଗିରି, ରତ୍ନଗିରି,…

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି ପଡିବାରୁ ଧାନ ପୁଞ୍ଜି (ଗଦା) ଜଳିଯାଇଛି । ୪ ଜଣ ଚାଷୀଙ୍କର ୩ ଲକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri