ଏପ୍ରିଲ ୩ରୁ ମାଟ୍ରିକ ଖାତାଦେଖା
କଟକ ଅଫିସ,୨୦ା୩: ସୋମବାର ଶେଷ ହୋଇଛି ମାଟ୍ରିକ ପରୀକ୍ଷା। ଶେଷଦିନରେ ଛାତ୍ରୀଛାତ୍ରୀ ଗଣିତ ପରୀକ୍ଷା ଦେଇଥିଲେ। ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ସରିଥିବା ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି। ତେବେ ଆସନ୍ତା ୩ରୁ ମାଟ୍ରିକ ଖାତା ଦେଖାହେବ ବୋଲି ବୋର୍ଡ ସଭାପତି…
ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ସୋମବାର ଆରମ୍ଭ ହୋଇଥିବା ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ହୋ-ହଲ୍ଲା ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି। ମାଟ୍ରିକ ପ୍ରଶ୍ନପତ୍ର ଲିକ୍କୁ ନେଇ ଉଭୟେ ଭାଜପା ଏବଂ କଂଗ୍ରେସ ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ। ବାଚସ୍ପତି ବିକ୍ରମ କେଶରୀ…
ବିଶ୍ୱ ଘରଚଟିଆ ଦିବସ: ସୁରକ୍ଷା ପାଇଁ ସଚେତନ କଲେ ପରିବେଶବିତ୍
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଘରଚଟିଆ ଏବେ ବିଲୁପ୍ତ ହେବାକୁ ବସିଲାଣି। ତେଣୁ ଏହି କ୍ଷୁଦ୍ର ପକ୍ଷୀଟିକୁ ସୁରକ୍ଷା ଦେବା ଲାଗି ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ଘରଚଟିଆ ଦିବସ ରୂପେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଜନସଚେତନତା ଉଦ୍ଦେଶ୍ୟରେ ଭୁବନେଶ୍ୱର ପୋଖରୀପୁଟ ଅଞ୍ଚଳରେ…
ସରିଲା ମାଟ୍ରିକ ପରୀକ୍ଷା
କଟକ ଅଫିସ,୨୦ା୩: ସୋମବାର ମାଟ୍ରିକ ପରୀକ୍ଷା ଶେଷ ହୋଇଛି। ଆଜି ଗଣିତ ପରୀକ୍ଷା ହୋଇଥିଲା। ସକାଳ ୮ଟାରୁ ଏହି ପରୀକ୍ଷା ଆରମ୍ଭ ହୋଇ ୧୦ଟାରେ ଶେଷ ହୋଇଥିଲା। ସୂଚନାଯୋଗ୍ୟ, ମାର୍ଚ୍ଚ ୧୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତବର୍ଷ ୫ ଲକ୍ଷ…
ଓ୍ବାର୍କିଂ ଓମେନ୍ ହଷ୍ଟେଲ ହେବ କୁକୁର ଚିକିତ୍ସା କେନ୍ଦ୍ର
ଭୁବନେଶ୍ୱର, ୨୦।୩ (ବ୍ୟୁରୋ): ରାଜଧାନୀରେ ଗାଈଗୋରୁ ସାଙ୍ଗକୁ ବୁଲା କୁକୁରଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ହୋଇ ପଡିଲେଣି ସହରବାସୀ। ବିଶେଷକରି କୁକୁରମାନେ ହଠାତ୍ ଚଳନ୍ତା ଗାଡ଼ି ସମ୍ମୁଖକୁ ଆସି ଯାଉଥିବାରୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଏଥିସହ ଅନେକ କୁକୁର କାମୁଡ଼ାରେ ମଧ୍ୟ…
ପଖାଳକୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳୁ
କଟକ ଅଫିସ,୨୦ା୩: ଓଡ଼ିଶାର ପାରମ୍ପରିକ ଖାଦ୍ୟ କହିଲେ ପଖାଳକୁ ବୁଝାଏ। ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ସୋମବାର ବିଶ୍ୱରେ ଥିବା ଓଡ଼ିଆମାନେ ପଖାଳ ଦିବସ ପାଳନ କରିବେ। କିନ୍ତୁ ଦୁର୍ଭାଗ୍ୟର ବିଷୟ ବର୍ତ୍ତମାନ ସୁଦ୍ଧା ପଖାଳକୁ ଜିଆଇ ଟ୍ୟାଗ୍ ମିଳିପାରିନାହିଁ।…
ଗୋପିକା ବର୍ମା ପାଇଲେ ‘ମାହାରୀ ସମ୍ମାନ’
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଗୁରୁ ପଙ୍କଜ ଚରଣ ଓଡ଼ିଶୀ ପ୍ରତିଷ୍ଠାନ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ୩ଦିନ ଧରି ଚାଲିଥିବା ‘ଗୁରୁ ପଙ୍କଜ ଉତ୍ସବ’ ରବିବାର ଶେଷ ହୋଇଛି। ଉଦ୍ଯାପନୀ ସାରେ ମୋହିନୀ ଆଟ୍ଟମ୍ ନୃତ୍ୟାଙ୍ଗନା ଗୋପିକା ବର୍ମାଙ୍କୁ ଚଳିତ ବର୍ଷର ‘ମାହାରୀ ସମ୍ମାନ’ରେ ସମ୍ମାନିତ…
ପ୍ରଗତି, ସରଳତା ମୁଖ୍ୟମନ୍ତ୍ରୀଙ୍କ ପୁଞ୍ଜି
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଦୀର୍ଘ ୨୫ ବର୍ଷ ଧରି ରାଜନୀତିରେ ଅବିଚଳିତ ଓ ଅଲଂଘ୍ୟ ହୋଇ ରହିଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ ଚିନ୍ତାଧାରା ବିରଳ। ଜନତାଙ୍କ ପ୍ରିୟଭାଜନ ହୋଇ ନିରନ୍ତର ସଫଳତା ହାସଲ କରିଥିବା ମୁଖ୍ୟମନ୍ତ୍ରୀଙ୍କ ପୁଞ୍ଜି ହେଉଛି ପ୍ରଗତି ଓ…
ଫାଷ୍ଟ ଫୁଡ୍ ଦୋକାନ ଆଳରେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି
ଭୁବନେଶ୍ୱର,(ବ୍ୟୁରୋ)/ବୌଦ୍ଧ,୨୦ା୩(ସ୍ବ.ପ୍ର.):ଫାଷ୍ଟଫୁଡ୍ ଦୋକାନ ଆଳରେ ଚଳାଇଥିଲେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି କାରବାର। ଖବର ପାଇ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍)ରବିବାର ରାତିରେ ବୌଦ୍ଧ ଜିଲା ହରଭଙ୍ଗା ଥାନା ଅଞ୍ଚଳରେ ଚଢାଉ କରି ଜଣଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ଅଞ୍ଚଳର…
ବିଭିନ୍ନ କାର୍ଯ୍ୟର ସମୀକ୍ଷା ସହ ଲୋକଙ୍କ ସହିତ ମତ ବିନିମୟ କଲେ ୫-ଟି ସଚିବ
ଭୁବନେଶ୍ବର, ୨୦ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଦୁଇଦିନିଆ ନବରଙ୍ଗପୁର ଜିଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ସମୀକ୍ଷା କରି ଫେରିଛନ୍ତି। ଏହାସହ ବିଭିନ୍ନ ବ୍ଲକରେ ଚାଲିଥିବା ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି ସେ ଜିଲା ପ୍ରଶାସନକୁ…
ଦୁର୍ଦ୍ଦଶା ଆଣିଲା ଝଡ଼ବର୍ଷା
ଭୁବନେଶ୍ୱର,୨୦ା୩(ବ୍ୟୁରୋ):ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ, କୁଆପଥର ବର୍ଷା ସହ ବଜ୍ରପାତ ହୋଇଛି। ବିଶେଷକରି ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ଶନିବାର ସନ୍ଧ୍ୟାରେ ବର୍ଷା ପବନ ଲାଗି ରହିଥିଲା। ଦୀର୍ଘ ୪ମାସ ପରେ ବର୍ଷା ହୋଇଥିବାରୁ…
ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ୍ତ
ଭବାନୀପାଟଣା,୧୯।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାୟକ ତଥା ପୂର୍ବତନ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ୨ ବର୍ଷ ହେଲା କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଦିଲ୍ଲୀର ଗୁରୁଗାଓଁରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସିତ ହେଉଛନ୍ତି। ଏପରିକି ପୂର୍ବ ପେକ୍ଷା ପ୍ରଦୀପ୍ତ…

