ରାଜ୍ୟ

ରାଜପଥ ପାର୍ଶ୍ୱରେ ପୁଣି ଖୋଲିଲା ଆମିଷ ବଜାର

ଭୁବନେଶ୍ୱର, ୧୮।୩ (ବ୍ୟୁରୋ): ଉଠାଦୋକାନୀ ଏବଂ ବିଏମ୍‌ସି, ବିଡିଏ ମଧ୍ୟରେ ଚାଲିଥିବା ଛକାପଞ୍ଝାର ସ୍ଥାୟୀ ସମାଧାନ ବାହାରି ପାରୁନାହିଁ। ଉଠାଦୋକାନୀମାନେ ଯେଉଁଠି ପାରୁଛନ୍ତି ସେଠି ବେପାର ଜମାଇ ଦେଉଛନ୍ତି। ଅପରପକ୍ଷେ ବର୍ଷବର୍ଷ ଧରି ଦୋକାନ ଦେଇ ପରିବାର ଚଳାଉଥିବା ଉଠାଦୋକାନୀଙ୍କୁ ବିନା…

ଉଚ୍ଛେଦ କରିବାକୁ ଯାଇ ନାକେଦମ୍‌

ଭୁବନେଶ୍ୱର, ୧୮।୩ (ବ୍ୟୁରୋ): ଉଠାଦୋକାନୀ ଏବଂ ବିଏମ୍‌ସି, ବିଡିଏ ମଧ୍ୟରେ ଚାଲିଥିବା ଛକାପଞ୍ଝାର ସ୍ଥାୟୀ ସମାଧାନ ବାହାରି ପାରୁନାହିଁ। ଉଠାଦୋକାନୀମାନେ ଯେଉଁଠି ପାରୁଛନ୍ତି ସେଠି ବେପାର ଜମାଇ ଦେଉଛନ୍ତି। ଅପରପକ୍ଷେ ବର୍ଷବର୍ଷ ଧରି ଦୋକାନ ଦେଇ ପରିବାର ଚଳାଉଥିବା ଉଠାଦୋକାନୀଙ୍କୁ ବିନା…

ରାଜ୍ୟର ୭ କଲେଜର ରୂପ ବଦଳିବ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ରାଜ୍ୟରେ ଥିବା ୭ ବଡ଼ବଡ଼ କଲେଜର ଚେହେରା ବଦଳିବ। ଭିତ୍ତିଭୂମିର ବିକାଶ ହେବା ସହ ସ୍ମାର୍ଟ ଶ୍ରେଣୀଗୃହ କିମ୍ବା ଉତ୍କର୍ଷ କେନ୍ଦ୍ର କରାଯିବ। ଏଥିପାଇଁ ୩ କୋଟି ୧୨ ଲକ୍ଷ ୨୩ ହଜାର ୭୦୨ ଟଙ୍କା ଖର୍ଚ୍ଚ ହେବ।…

୪୫ ମିନିଟ୍‌ ଫସି ରହିଲେ ସୁରକ୍ଷାକର୍ମୀଙ୍କ ସହ ୫ ପର୍ଯ୍ୟଟକ

ଭୁବନେଶ୍ୱର (ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର, ୧୮ା୩ (ଡି.ଏନ୍‌.ଏ.): ଧଉଳି ଶାନ୍ତିସ୍ତୂପରେ ଶୁକ୍ରବାର ଏକ ବଡ ଦୁର୍ଘଟଣା ଟଳିଯାଇଛି। ପାହାଡ଼ ଉପରକୁ ଯିବାଆସିବା ଲାଗି ରହିଥିବା ଲିଫ୍ଟ ଅଧାରୁ ଅଟକିଯିବାରୁ ଏହା ଭିତରେ ୫ ପର୍ଯ୍ୟଟକ ଓ ଜଣେ ସୁରକ୍ଷା କର୍ମୀ ୪୫…

ଶିଶୁପାଳଗଡ଼, ଯାଜପୁର ଖଣ୍ଡୋଲାଇଟ୍‌ ଖଣି ଖନନ ବନ୍ଦ କର

ଭୁବନେଶ୍ବର,୧୮ା୩(ବ୍ୟୁରୋ): ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ)ର ସଂରକ୍ଷିତ ସ୍ଥାନ ଖୋର୍ଦ୍ଧା ଜିଲାର ଶିଶୁପାଳଗଡ଼ରେ ବ୍ୟାପକ ଖନନ ଓ ନିର୍ମାଣ କାର୍ଯ୍ୟକୁ ବନ୍ଦ କରାଯାଉ। ଏହାକୁ ସୁରକ୍ଷିତ ରଖିବା ଦିଗରେ ପଦକ୍ଷେପ ନେବାକୁ ଏଏସ୍‌ଆଇ ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି…

୨୦୧୮ ଜୁନ୍‌ରୁ ମହଙ୍ଗା ଭତ୍ତା ସହ ମିଳିବ ବର୍ଦ୍ଧିତ ପ୍ରାପ୍ୟ

କଟକ ଅଫିସ,୧୮ା୩: ଓଡ଼ିଶା ପୋଲିସରେ କାର୍ଯ୍ୟରତ ହୋମ୍‌ଗାର୍ଡମାନଙ୍କୁ ସ୍ଥାୟୀ କନଷ୍ଟେବଲଙ୍କ ପରି ଦରମା ଓ ମହଙ୍ଗା ଭତ୍ତା ମିଳିବ। ସ୍ଥାୟୀ କନଷ୍ଟେବଲଙ୍କ ଦରମା ବଢ଼ିବା ଅନୁସାରେ ହୋମଗାର୍ଡଙ୍କ ଦରମା ବି ବଢ଼ିବ। ଏଥିସହ ରାଜ୍ୟ ସରକାର ଏହାକୁ ପିଛିଲା ଭାବେ ୨୦୧୮…

ଅବସରପ୍ରାପ୍ତ ଅଧିକାରୀଙ୍କ ନିଯୁକ୍ତିକୁ ନେଇ ବିରୋଧୀ-ଶାସକ ମୁହଁାମୁହିଁ

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରେ ଅବସର ଗ୍ରହଣ କରିଥିବା ଲୋକଙ୍କୁ ନିଯୁକ୍ତି ଦେବା ନେଇ ଭାଜପା ସରକାରଙ୍କୁ ଘେରିଛି। ଏହି ପ୍ରସଙ୍ଗରେ ଉଭୟ ବିରୋଧୀ ଓ ଶାସକ ଦଳ ସଭ୍ୟମାନେ ମୁହଁାମୁହିଁ ହୋଇଛନ୍ତି। ଶୁକ୍ରବାର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ବିରୋଧୀ ଦଳ…

ବିହାରରୁ ଆଉଜଣେ ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଚାକିରି ଦେବା ନାଁରେ ଓଡ଼ିଶା ସମେତ ୧୭ ରାଜ୍ୟର ପ୍ରାୟ ଦେଢ଼ଲକ୍ଷ ଆଶାୟୀଙ୍କଠାରୁ ୬.୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଘଟଣାରେ ଆଉ ଜଣେ ମାଷ୍ଟରମାଇଣ୍ଡ୍‌ଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବିହାରରୁ ଗିରଫ କରିଛି। ସେ ହେଲେ…

ଚଳିତ ବର୍ଷ ୨.୩୩ ଲକ୍ଷ ହେକ୍ଟର ଅତିରିକ୍ତ ଜଳସେଚନ କ୍ଷମତା ସୃଷ୍ଟି କରାଯିବ: ମନ୍ତ୍ରୀ

ଭୁବନେଶ୍ବର, ୧୮ା୩(ବ୍ୟୁରୋ): ଆସନ୍ତା ୫ ବର୍ଷରେ ଜଳ ସମ୍ପଦ ଭିତ୍ତିଭୂମି ନିର୍ମାଣ ପାଇଁ ୭୫ ହଜାର କୋଟି ଟଙ୍କାର ପ୍ରାବଧାନ ରଖାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ଜଳ କ୍ଷେତ୍ରରେ ବିକାଶ କାର୍ଯ୍ୟ ପାଇଁ ୧୧,୬୫୫ କୋଟି (କାପେକ୍ସ ଓ ଚାର୍ଜ ପରିମାଣ…

ଓଲଟିଲା ପିକଅପ୍‌ ଭ୍ୟାନ୍‌: ଜଣେ ମୃତ, ୨୫ ଆହତ

ଦିଗପହଣ୍ଡି,୧୭ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେରାଣ୍ଡିମାଳ ପର୍ବତ ଶିଖରରେ ଅବସ୍ଥିତ ମା’ ବାଙ୍କେଶ୍ୱରୀଙ୍କୁ ଦର୍ଶନ ପାଇଁ ଯାଉଥିବା ଏକ ପିକଅପ ଭ୍ୟାନ୍‌ ଶୁକ୍ରବାର ଓଲଟି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳ ୨୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ…

ସ୍ବତନ୍ତ୍ର ଏଡିଜେ କୋର୍ଟରେ ହାଜର ହେଲେ ଜୟନାରାୟଣ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ କୋର୍ଟରେ ଶୁକ୍ରବାର ହଜାର ହୋଇଛନ୍ତି। ଜୟନାରାୟଣଙ୍କ ସହ ଆଉ ୧୨ ଜଣ ମଧ୍ୟ ହାଜର ହୋଇଥିବା ଜଣାପଡ଼ିଛି । ବିଜେପୁର ଦିଲେଶ୍ବର ସାହୁ ହତ୍ୟା ମାମଲାରେ ଜୟନାରାୟଣଙ୍କ ସହ…

ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ

ଭୁବନେଶ୍ବର,୧୭।୩(ବ୍ୟୁରୋ): ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ । ଏ ନେଇ ଡ୍ରାଇଭର ମହାସଂଘ ରାଜ୍ୟ ସଭାପତି ସୂଚନା ଦେଇଛନ୍ତି। ସଭାପତି ପ୍ରଶାନ୍ତ ମୁଦୁଲି ସୂଚନା ଦେଇ କହିଛନ୍ତି, ୩ ମାସ ଯାଏ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଲିଖିତ ପ୍ରତିଶ୍ରୁତି ମିଳିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?