ରାଜ୍ୟ

ଦେହରେ ନିଆଁ ଲଗାଇ ଯୁବକଙ୍କ ମୃତ୍ୟୁ ମାମଲା: ନିଲମ୍ବିତ ହେଲେ ତହସିଲଦାର

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ଆମସେନା ପଞ୍ଚାୟତ କଲ୍ୟାଣପୁର ଗ୍ରାମର ଜଗଦୀଶ ଚୌହାନ (୩୬) ସଦର ତହସିଲ କାର୍ଯ୍ୟାଳୟରେ ପେଟ୍ରୋଲ ଢାଳି ଦେହରେ ନିଅଁା ଲଗାଇ ଦେଇଥିଲେ। ଗୁରୁତର…

ତହସିଲ କାର୍ଯ୍ୟାଳୟରେ ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଯୁବକ

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ତହସିଲ କାର୍ଯ୍ୟାଳୟରେ ଜଣେ ଯୁବକ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ।…

ଶଙ୍ଖ ଛାଡି ପଦ୍ମ ଧରିବେ ପୂର୍ବତନ ବିଧାୟକ ହୃଷିକେଶ ନାଏକ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପାଟଣାର ପୂର୍ବତନ ବିଧାୟକ ହୃଷିକେଶ ନାଏକ ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଛି। ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଭଦ୍ରକ ଗସ୍ତ ବେଳେ ବିଜେଡି ଛାଡି ଭାଜପାରେ ମିଶିବା ନେଇ ଚର୍ଚ୍ଚା ହେଉଛି।…

ଶୋଷଣର ଶିକାର ମହୁଲଫୁଲ ଗୋଟାଳି

ଭବାନୀପାଟଣା,୧୭।୩(ସ୍ବ.ପ୍ର.): ମହୁଲ ଫୁଲ ପଶ୍ଚିମ ଓଡିଶାର ଗ୍ରାମ୍ୟ ଜନଜୀବନରେ ଆର୍ଥିକ ପରିସ୍ଥିତିକୁ ସୁଦୃଢ କରିବାରେ ସହାୟକ ହୁଏ। ଦୁର୍ବଳ ଥିବା ବ୍ୟକ୍ତି ବିଶେଷଙ୍କର ଆଶାର ସଞ୍ଚାର କରି ପରିବାର ପାଇଁ ଆନନ୍ଦ ଉଲ୍ଳାସର ଦ୍ରବ୍ୟ ହେଉଛି ମହୁଲ। କେବଳ ସେତିକି ନୁହେଁ,…

ବାହା ହେବାକୁ ଚାଲିଲେ ୨୮ କିଲୋମିଟର

ରାୟଗଡ଼ା,୧୭ା୩(ସ୍ବ.ପ୍ର.): ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ପାଇଁ ଲୋକେ ନାନା ହଇରାଣ ହରକତ ହେଉଛନ୍ତି। ଏପରିକି ବସ୍‌ ଚଳାଚଳ ବନ୍ଦ ରହିଥିବାରୁ ବରଯାତ୍ରୀଙ୍କୁ ନେଇ ବର ୨୮ କିଲୋମିଟର ଚାଲିଛନ୍ତି। ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର…

ସ୍ବାଭାବିକ ହେଲା ବସ୍‌ ଚଳାଚଳ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ବସ୍‌ ଚଳାଚଳ ସ୍ବାଭାବିକ ହୋଇଛି। ଘରୋଇ ବସ୍‌ ମାଲିକ ସଂଘ ଆନ୍ଦୋଳନରୁ ଓହରିବା ପରେ ବିଭିନ୍ନ ସ୍ଥାନକୁ ବସ୍‌ ଚଳାଚଳ କରିଥିବା ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ କହିଛନ୍ତି। ସୂଚନାଯୋଗ୍ୟ,…

ନୂଆ ରୂପ ପାଇବ ରାଜା ଛକ

ଅନୁଗୋଳ ଅଫିସ, ୧୭ା୩: ଆସନ୍ତା ଏପ୍ରିଲ ୧ ତାରିଖରେ ଅନୁଗୋଳ ଜିଲା ପ୍ରତିଷ୍ଠା ଦିବସ। ଜିଲାକୁ ୩୦ ବର୍ଷ ପୂରଣ ହେଉଥିବାରୁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହାତକୁ ନିଆଯାଇଛି। ଏପରି କି ଅନୁଗୋଳର ଶେଷ ରାଜା ସୋମନାଥ…

ପ୍ରକୃତିପ୍ରେମୀଙ୍କୁ ଆକୃଷ୍ଟ କରୁଛି ମଣ୍ଡାସରୁ ଇକୋ ଟୁରିଜମ୍‌

ରାଇକିଆ,୧୭ା୩: କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ରାଇକିଆର ମଣ୍ଡାସରୁ ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରୁଛି। ଗତ କିଛିବର୍ଷ ମଧ୍ୟରେ ପ୍ରାକୃତିକ ସୋନ୍ଦର୍ଯ୍ୟ ସାଙ୍ଗକୁ ଏହାର ପୁନରୁଦ୍ଧାର ଯୋଗୁ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ଏହି ଇକୋ ଟୁରିଜମ୍‌ କେନ୍ଦ୍ର।…

ପ୍ରବଳ ବର୍ଷା ସମ୍ଭାବନା: ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ପ୍ରବଳ ବର୍ଷା ନେଇ ୧୦ ୧୦ ଜିଲାକୁ ଶୁକ୍ରବାର ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଶନିବାର ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର…

ଓ୍ବାର୍କ ଅର୍ଡର ମିଳୁ ନ ଥିବାରୁ କାମ ଆରମ୍ଭ ହେଉନି

ଭୁବନେଶ୍ୱର,୧୭।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଧୀନରେ ଥିବା ୬୭ଟି ଓ୍ବାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ପ୍ରତି ଓ୍ବାର୍ଡକୁ ୧କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ଓ୍ବାର୍ଡରେ କେଉଁଭଳି ଉନ୍ନୟନମୂଳକ କାର୍ଯ୍ୟ ହେବ, ସେନେଇ ପ୍ରସ୍ତାବ ଦିଆଯାଇଥିବା ବେଳେ ତାହା…

‘ପିଏମ୍‌ ପୋଷଣ’ ଦ୍ବିତୀୟ କିସ୍ତି ପ୍ରଦାନ କରିବାକୁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୧୭।୩(ବ୍ୟୁରୋ):୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ପିଏମ୍‌ ପୋଷଣ ଯୋଜନାର ଦ୍ବିତୀୟ କିସ୍ତି ଶୀଘ୍ର ପ୍ରଦାନ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଚିଠି ଲେଖିଛନ୍ତି। କେନ୍ଦ୍ର ସରକାରଙ୍କ…

ଶିଶୁପାଳଗଡ଼ରେ ବନ୍ଦ ହେଉନି ବେଆଇନ ଖନନ

ଭୁବନେଶ୍ୱର (ବ୍ୟୁରୋ) /ପୁରୁଣା ଭୁବନେଶ୍ୱର,୧୭।୩ (ଡି.ଏନ.ଏ.): ଶିଶୁପାଳଗଡ଼ ଇତିହାସର ନିଦର୍ଶନ। ଏହି ଅମୂଲ୍ୟ ଐତିହ୍ୟ ଦିଗରେ ପଦକ୍ଷେପ ଗ୍ରହଣ କରିବା ନିହାତି ଜରୁରୀ। ରାଜ୍ୟ ସରକାର ଶିଶୁପାଳଗଡ଼ରେ ଚାଲିଥିବା ବେଆଇନ ଜବରଦଖଲକୁ ତୁରନ୍ତ ବନ୍ଦ କରନ୍ତୁ। ସଂରକ୍ଷିତ ଶିଶୁପାଳଗଡ଼ରେ ଚାଲିଥିବା ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?