ରାଜ୍ୟ

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ସୋମବାର ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମୃତ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ ଭାବେ ହତ୍ୟା କରାଯାଇଛି। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକଙ୍କ ମୃତଦେହ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର ସାଢେ ଦଶଟା ରାତିରେ ଏକ ବୁଲେଟ ଗାଡି କୌଣସି କାରଣରୁ ଦୁର୍ଘଟଣା ହେବାରୁ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ହେଲେ କଳାବତୀ ଦିଗାଲ (୫୮) । ପୋଲିସ ଶବକୁ ଜବତ କରି…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହୋଇ ଉଠିଛି । ମା’ଙ୍କ ଦର୍ଶନ କରିବା…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା ଗୁଳି । ତେବେ ଏହି ଗୁଳିକାଣ୍ଡରେ ଦୁଇ ଯୁବକ ଗୁରୁତର ହୋଇଥିବା ସୂଚନା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରିନଥିବା ବେଳେ ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର ରାତିରେ ଗୋଟିଏ ବୋଲେରୋ ୨ ଗୋଟି ବାଇକ୍ ଚୋରି ଘଟଣା ପରେ ମଙ୍ଗଳବାର…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ,…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।ଏନେଇ ସେ ପ୍ରଦେଶ କଂଗ୍ରେସ କମିଟି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ ଏବଂ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇଛି। ସିଜିମାଳୀ ଖଣି ପ୍ରକଳ୍ପ ଦ୍ୱାରା…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ କମାଣ୍ଡର ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁଯାୟୀ, ଥାନାଧିକାରୀ ରୁନୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri