ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…
ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଚିଣ୍ଟୁ ସାହୁ ଓ ସିତୁ ସ୍ବାଇଁ। ଘଟଣା ଅନୁଯାୟୀ, ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ମୁଖ୍ୟ…
୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ
କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର ଅନୁମୋଦନ ପରେ ସାଧାରଣ ସମ୍ପାଦକ କେସି ବେନୁଗୋପାଳ ଏହି ପିସିସି ତାଲିକାକୁ ପ୍ରକାଶ…
ଠକେଇ-ବ୍ଲାକ୍ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…
ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ସମ୍ବଲପୁର ଆରକ୍ଷୀ ଅଧୀକ୍ଷକ(ଏସ୍ପି) ମୁକେଶ କୁମାର ଭାମୁ ଗଣମାଧ୍ୟମକୁ ବିସ୍ତୃତ ସୂଚନା…
ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…
ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ ପରେ ଅର୍ଥାତ୍ ୧୫ ତାରିଖ ମଙ୍ଗଳବାର ପାହାନ୍ତିଆ ହେବା ପୂର୍ବରୁ ଏକ ଶୂନ୍ଶାନ…
ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…
ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ ସନ୍ଦେହ କରି ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ…
ଜେଲ୍ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…
ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍ଜେଲ୍ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ ଗ୍ରାମର ରୁନା ବଡ଼ରଇତ। ପ୍ରାୟ ୪୫ ଦିନ ଧରି ସେ ଏକ ପୋକ୍ସୋ…
ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…
ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବରିଷ୍ଠ କାର୍ଯ୍ୟକର୍ତ୍ତା ତଥା ମାର୍ଗଦର୍ଶକ ଦୟାନିଧି…
ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍ ମ୍ୟାପ୍’ ଦେଖି ଫସିଲା ଟ୍ରକ୍, ଅଟକି ରହିଛି ଶହ ଶହ…
ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥର ଉକ୍ତ ଘାଟିରେ ଶହ ଶହ ଗାଡ଼ି ଅଟକି ରହିଛି। ପ୍ରକାଶ…
ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍ରେ ଗଣଧାରଣା
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍ଏଚ୍-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇ ଜୀବନମୃତ୍ୟୁ ସହ…
ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି
ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଦାରିଙ୍ଗବାଡ଼ିର ଯୁବ ବିଡିଓ ପ୍ରୀତିରଞ୍ଜନ ରଥ…
ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର କଳାହାଣ୍ଡି ଜିଲା କେସିଙ୍ଗା ନଗର ପାଇଁ ନୂତନ କମିଟି ଗଠନ କରି…
ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ
ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ ଗାଁରେ ବନ୍ଧୁ ବାନ୍ଧିବାକୁ କେହି ରାଜି ହେଉନାହାନ୍ତି। ବର ଓ କନ୍ୟା ପକ୍ଷ…

