ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ
ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ ଓ ଅଧ୍ୟାପକ ଡଃ ଶ୍ରୀରାମ ମିଶ୍ରଙ୍କ ପ୍ରତ୍ୟକ୍ଷ ତଦାରଖ ଯୋଗୁ ଏଭଳି ଗୌରବ…
ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା
ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ ହତ୍ୟା ହୋଇଯାଇଥିବା ସୂଚନା ମିଳିଛି । ମହିଳା ଜଣକ ହେଉଛନ୍ତି ସ୍ଵର୍ଗତ ରାଧୁ…
ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍
ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ଗଞ୍ଜାମ ଓ…
ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…
ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ ବାହାରେ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ଗୁରୁବାର ୪୬ ଡିଗ୍ରୀ ସହ ଝାରସୁଗୁଡା…
ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର
ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ନାବାଳିକା ଆଟେଣ୍ଡାଣ୍ଟ (ସହଯୋଗୀ)ଙ୍କୁ ବଳାତ୍କାର କରାଯାଇଥିବା ନେଇ ସାଂଘାତିକ…
ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ
ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା ମୋହନା ବ୍ଲକ ବେତାରସିଂ ଗାଁର ନୈଶ୍ମିତା ସାହୁ ମୋହନାସ୍ଥିତ ଅନୁସୂଚିତ ଜାତି ଜନଜାତି…
୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…
ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ କରିଛି । ଚଣ୍ଡିଖୋଲ ନିକଟ ଚଢେଇଧରା ଅଞ୍ଚଳରୁ ହାଇୱା ଗୁଡ଼ିକ ଚିପ୍ସ ଓଭରଲୋଡ…
ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍ ପ୍ରସ୍ତାବ ଖାରଜ କଲେ ସରକାର
ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍ କରିବାକୁ ପିପିପିଏସି ନିକଟରେ ପ୍ରସ୍ତାବ ରହିଥିଲା। ତେବେ ନିୟମାନୁସାରେ ୨୪ ଘଣ୍ଟାରେ ୧୦…
ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ
ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ ରାସ୍ତାରୋକୋ କରିଛନ୍ତି । ନିୟମିତ ଡାକ୍ତର, ଫାର୍ମାସିଷ୍ଟ ନିଯୁକ୍ତ ଓ ୨୪ ଘଣ୍ଟିଆ…
୧୫୦ବର୍ଷ ପୂର୍ବଠାରୁ ବଳିଯିବ ୨୦୨୬ର ମହାପ୍ରଳୟ! ଚମକାଇଲା ପାଣିପାଗ ରିପୋର୍ଟ
ଭୁବନେଶ୍ୱର,୨୧।୫: ଗୋଟିଏ କଥା ନିଶ୍ଚିତ; ଏବର୍ଷ ଅଧିକ ଗରମ ହେବ କାରଣ ‘ଏଲ ନିନୋ’ ନିଜର ଉପସ୍ଥିତି ଜାହିର କରିବ। ଆପଣ ଏହା ପୂର୍ୱରୁ ଶୁଣିଥିବେ, କିନ୍ତୁ ଏବେ ବିଶେଷଜ୍ଞମାନେ କହୁଛନ୍ତି ଯେ ଏହି ବର୍ଷର ‘ଏଲ ନିନୋ’ ଏକ ‘ସୁପର…
୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ
ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ ଜାତୀୟ ରାଜପଥର ଡିଭାଇଡର ଉପରେ ୩ଦିନ ହେବ ପୂର୍ବମୁହଁା ହୋଇ ବସି ରହିଛନ୍ତି।…
ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ
ପୁରୀ,୨୧୫(ଅଜିତ୍ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି ଅଦିନିଆ ରଥଯାତ୍ରା ବନ୍ଦ କରିବାରେ ସଫଳ ହୋଇଛି। ପଞ୍ଜାବ ଫିରୋଜ୍ପୁରଠାରେ ଆସନ୍ତା ୨୩ରେ…

