ରାଜ୍ୟ

ବିଏମ୍‌ସି ଅତିରିକ୍ତ କମିଶନର -୨ଙ୍କ ବଦଳି

ଭୁବନେଶ୍ୱର,୧୪।୩(ବ୍ୟୁରୋ)- ବିଏମସି ଅତିରିକ୍ତ କମିଶନର -୨ ବିନୟକୁମାର ଦାସଙ୍କୁ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ଏହି ଅବସରରେ ସୋମବାର ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଅନ୍ୟପକ୍ଷରେ ବିଏମ୍‌ସି ଡେପୁଟି କମିଶନର(ପରିମଳ)ଙ୍କୁ ଏଡିସି-୨ ଭାବେ ଦାୟିତ୍ୱ ହସ୍ତାନ୍ତର…

ଆଜିଠାରୁ ଖଦୀ ମେଳା

ଭୁବନେଶ୍ୱର,୧୪।୩(ବ୍ୟୁରୋ):ଓଡ଼ିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡ ଆନୁକୂଲ୍ୟରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ଖଦି ମେଳା। ମେଳାରେ ୬୫ଟି ଷ୍ଟଲ ପଡ଼ିବ। ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଏହା ୧୦ଦିନ ଧରି ବୋର୍ଡ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହେବ ବୋଲି ସୋମବାର ଆୟୋଜିତ…

ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୧୪।୩(ବ୍ୟୁରୋ):ରାଜ୍ୟରେ ଚିନ୍ତା ବଢ଼ାଉଛି ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା। କେନ୍ଦ୍ର ସରକାରଙ୍କ ସତର୍କତା ପରେ ରାଜ୍ୟ ସରକାର ତପତ୍ରତା ଦେଖାଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଓ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ସତର୍କ ରହିବା ପାଇଁ ନିର୍ଦ୍ଦେଶ…

‘ଭୂମି ନାହିଁ ତ ଭୋଟ ନାହିଁ’

ଭୁବନେଶ୍ୱର,୧୪ା୩(ବ୍ୟୁରୋ):‘ଭୂମି ନାହିଁ ତ ଭୋଟ ନାହିଁ’ ନାରାବାଜିରେ ସୋମବାର ଭୁବନେଶ୍ୱର ଗାନ୍ଧୀମାର୍ଗ କମ୍ପିଛି। ଭୂମି ଅଧିକାର ପ୍ରମାଣପତ୍ର ସହ ପକ୍କାଘର ପ୍ରଦାନ ଦାବିରେ ବିଭିନ୍ନ ସହରରୁ ଆସିଥିତ୍ବା ବସ୍ତିବାସିନ୍ଦା ଏପରି ନାରାବାଜି କରି ଦାବି ଉପସ୍ଥାପନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବସ୍ତି…

୫୦ ହଜାରରୁ ଊର୍ଦ୍ଧ୍ୱ ନୂତନ ନିଯୁକ୍ତି ଦେବ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର, ୧୪ା୩(ବ୍ୟୁରୋ):ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନ, ଛାତ୍ରୀଛାତ୍ର ଓ ଶିକ୍ଷାଦାନ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ୨୨,୫୨,୭୮୦.୨୩ ଲକ୍ଷ ଟଙ୍କାର ବ୍ୟୟବରାଦ କରାଯାଇଛି। ସେଥିମଧ୍ୟରୁ ପ୍ରଶାସନିକ ଖର୍ଚ୍ଚ ପାଇଁ ୧୨,୮୬,୨୮୪.୨୩ ଲକ୍ଷ ଓ କାର୍ଯ୍ୟକ୍ରମ ଖର୍ଚ୍ଚ ବାବଦକୁ ୯,୬୬,୪୯୬ ଲକ୍ଷ ଟଙ୍କା ରହିଛି।…

୧୪ କି.ମି. ଖଟିଆରେ ବୁହାହେଲେ ଛାତ୍ରୀ

ଭବାନୀପାଟଣା,୧୩।୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁକୁ ରାସ୍ତା ନ ଥିବାରୁ ଜ୍ୱରରେ ପୀଡିତା ଜଣେ ସ୍କୁଲ ଛାତ୍ରୀଙ୍କୁ ୧୪ କି.ମି. ଖଟିଆରେ ବୋହି ଡାକ୍ତରଖାନା ଅଣାଯାଇଛି। ଘଟଣାଟି ଘଟିଛି ଜିଲାର ଏମ୍‌.ରାମପୁର ବ୍ଲକର…

୧୫ରୁ ବର୍ଷିବ

ଭୁବନେଶ୍ବର,୧୩।୩(ବ୍ୟୁରୋ): ରାଜ୍ୟରେ ପୁଣି ପଶ୍ଚିମାଝଡ଼ ପ୍ରଭାବ ପଡ଼ିବ । ଏହାର ପ୍ରଭାବରେ ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୧୫ ତାରିଖରେ କିଛି ସ୍ଥାନରେ ବର୍ଷା ହେବା ସମ୍ଭାବନା…

ଗରମ ଡାଲି ପଡ଼ି ଗୁରୁତର ହୋଇଥିଲେ ଛାତ୍ର: ଚାଲିଗଲା ଜୀବନ

ଟେନ୍‌ସା,୧୩।୩(ଡି.ଏନ୍‌.ଏ.): ଗରମ ଡାଲି ପଡ଼ି ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଅକାଳରେ ଚାଲିଯାଇଛି ଜୀବନ। ଏପରିକି ଏକ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ଅଧୀନ ଡେଙ୍ଗୁଳା ସେବାଶ୍ରମରେ। ମୃତକ ହେଲେ ଅଷ୍ଟମ ଶ୍ରେଣୀର…

କାର୍‌ ଭର୍ତ୍ତି ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୩।୩: ଅବକାରୀ ଗୁଇନ୍ଦା ବିଭାଗ ସୋମବାର ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଛି। ଯାଞ୍ଚ ବେଳେ କାରରେ ୭୦ କେଜି ଗଞ୍ଜେଇ ରହିଥିବା ଜଣାପଡିଛି। ଗଞ୍ଜେଇ ଚାଲାଣକାରୀ ଯୁବକଙ୍କୁ ମାମଲା ନମ୍ବର ୧୦୨୬/୨୨-୨୩ ରେ ଗିରଫ କରାଯାଇଛି। ଅଭିଯୁକ୍ତ…

ମାଙ୍ଗାନିଜ ଚୋରା ଚାଲାଣରୁ ଢାବା ମାଲିକଙ୍କୁ ହତ୍ୟା: ମୁଖ୍ୟ ଅଭିଯୁକ୍ତ ଗିରଫ

ବଣାଇଁ,୧୩ା୩(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅଧୀନ ମାଲଦାରେ ଗତ ଫେବୃୟାରୀ ୨୬ ତାରିଖରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ଢାବା ମାଲିକ ରମେଶ ଚତମ୍ବାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସହଯୋଗୀ ରାମ ପୂର୍ତ୍ତି ଗୁରୁତର ଆହତ ହୋଇଥିଲେ। ଘଟଣାର ୧୬…

ବିଭିନ୍ନ ଅପରାଧରେ ଜଡ଼ିତ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୨ ବନ୍ଧୁକ ସହ ୭ ଅଭିଯୁକ୍ତ ଅଟକ

ଟିଟିଲାଗଡ଼,୧୩।୩: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି l ବିଭିନ୍ନ ଆପରାଧିକ ମାମଲାରେ ଜଡ଼ିତ ଥିବା ଏକ ବଡ଼ ଗ୍ୟାଙ୍ଗ୍‌କୁ ଟିଟିଲାଗଡ଼ ପୋଲିସ କାବୁ କରିଛି l ସେମାନଙ୍କଠାରୁ ପୋଲିସ ୨ଟି ଦେଶୀ ବନ୍ଧୁକ ସହ…

ଓସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ୯୫ ତମ ଓସ୍କାର ପୁରସ୍କାରରେ ଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଶର୍ଟ ଫିଲ୍ମ ଭାବେ ‘ ଦ ଏଲିଫ୍ୟାଣ୍ଟ ହ୍ବିସ୍‌ପର୍ସ’ ସମ୍ମାନଜନକ ଓସ୍କାର ପୁରସ୍କାର ଜିତିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ‘ ଦ ଏଲିଫ୍ୟାଣ୍ଟ ହ୍ବିସ୍‌ପର୍ସର କ୍ରୁ ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?