ରାଜ୍ୟ

କପି ପାଇଁ ଡିଲ୍‌

ନିମାପଡ଼ା,୧୨।୩(ଡି.ଏନ୍‌.ଏ.): ଚଳିତ ମାଟ୍ରିକ ପରୀକ୍ଷାରେ କପି ପାଇଁ ଡିଲ୍‌ ହୋଇଥିବା ଚର୍ଚ୍ଚା ହେଉଛି। ଏନେଇ ପ୍ରଧାନଶିକ୍ଷକ ଏବଂ ଜଣେ ବ୍ୟକ୍ତିଙ୍କ ମଧ୍ୟରେ ହୋଇଥିବା ଟେଲିଫୋନ ବାର୍ତ୍ତାଳାପର ଅଡିଓ ଭାଇରାଲ ହେବା ପରେ ଆଲୋଡ଼ନ ସୃଷ୍ଟି ହୋଇଛି। ଖୋଦ୍‌ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ…

ଚିନ୍ତା ବଢ଼ାଇଲା ଏଚ୍‌୩ଏନ୨ ଭାଇରସ୍‌: କରୋନା ପରି ଲକ୍ଷଣ, ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ଦେଶରେ ଏଚ୍‌୩ଏନ୨ ଭାଇରସ୍‌ ବା ଇନ୍‌ଫ୍ଲୁଏଞ୍ଜାର ସଂକ୍ରମଣ ଚିନ୍ତା ବଢ଼ାଇଥିବା ବେଳେ ଆମ ରାଜ୍ୟରେ ମଧ୍ୟ ଏହି ଭାଇରସ୍‌କୁ ନେଇ ଲୋକେ ଭୟଭୀତ ହୋଇଛନ୍ତି। ଓଡ଼ିଶାରେ ୫୯ଟି ଏଚ୍‌୩ଏନ୍‌୨ ଭାଇରସ୍‌ ଚିହ୍ନଟ ହୋଇଛନ୍ତି । ଗତ ଜାନୁୟାରୀ ଓ ଫେବୃୟାରୀରେ…

ଆହାର କେନ୍ଦ୍ରରେ ଦିଆଯାଉଛି ନିମ୍ନମାନର ଖାଦ୍ୟ, ପ୍ରତିବାଦ କଲେ ମାଡ଼ ମାରୁଛନ୍ତି କର୍ମଚାରୀ

ବରଗଡ଼ ଅଫିସ, ୧୧।୩: କମ୍‌ ଦାମରେ ସୁଷମ ଖାଦ୍ୟ ଯୋଗାଣ ପାଇଁ ସରକାର ଆହାର ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି କ୍ରମରେ ବରଗଡ଼ ସହରରେ ଆହାର କେନ୍ଦ୍ର ଖୋଲାଯାଇଛି। ତେବେ ଏଠାରେ ସୁଷମ ଖାଦ୍ୟ ବଦଳରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ…

ବୁଲିଲା ବୁଲ୍‌ଡୋଜର, ମାଟିରେ ମିଶିଲା ଟିମନଙ୍କ କଳା ସାମ୍ରାଜ୍ୟ

ବଲାଙ୍ଗୀର ଅଫିସ,୧୧ା୩: ବଲାଙ୍ଗୀର ସହର ଲର୍କିପାଲି ଓ ପଥରଚେପାଠାରେ ଶନିବାର ପୋଲିସ ଏବଂ ପ୍ରଶାସନିକ ଟିମ୍‌ ଦୁର୍ଦ୍ଦାନ୍ତ ଅପରାଧୀ ଟିମନ କୁମ୍ଭାରଙ୍କ ଘର ଓ ଆଡ୍ଡାରେ ଉଚ୍ଛେଦ କାର୍ଯ୍ୟ ଜାରି ରଖିଛନ୍ତି। ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ରହି ବାରମ୍ବାର ଜେଲ୍‌ ଯାଇ…

ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଲେ ଜିନା-ରୁଦ୍ର

ବାଲେଶ୍ୱର ଅଫିସ,୧୧।୩: ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ଅଭିନେତ୍ରୀ ସ୍ବାତୀ ସାମଲ(ଜିନା) ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ ଶନିବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ବାଲେଶ୍ୱର ସହରସ୍ଥିତ ହୋଟେଲ ରୟାଲ କୁଇନ୍‌ଠାରେ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର…

୨୬ରେ ଓଡ଼ିଶା ଆସିବେ ଶାହା

ଭୁବନେଶ୍ୱର,୧୧ା୩(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଚଳିତମାସ ୨୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତରେ ଆସି ଶାହା ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀ ସାଆଁଳପୁରରେ ଏକ ସାଧାରଣ ସଭା କରିବେ। ଏନେଇ ଶନିବାର ଏକ ଖବରଦାତା ସମ୍ମିଳନୀରେ…

କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁକାଳୀନ ସହାୟତା ଲୁଟ୍‌, ୨ ବନ ଅଧିକାରୀ ନିଲମ୍ବିତ

ମାଲକାନଗିରି,୧୧ା୩(ଡି.ଏନ୍‌.ଏ.): କେନ୍ଦୁପତ୍ର ଟଙ୍କା ହଡ଼ପ ଘଟଣାରେ ୨ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ କୁଡୁମୁଲୁଗୁମ୍ମା ମହିଳା ଫରେଷ୍ଟଗାର୍ଡ ପଦ୍ମିନୀ ପଟ୍ଟନାୟକ ଏବଂ ବାଲିମେଳା ଫରେଷ୍ଟର ଦୁର୍ଗା ପ୍ରସାଦ ନାୟକ। ଜୟପୁର କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ ଏହି ଦୁଇ ଅଧିକାରୀଙ୍କୁ…

ବିରୋଧୀଙ୍କ ସ୍ବର ଚାପିଦେବାକୁ ଚେଷ୍ଟା ଚଳାଇଛି ବିଜେଡି: ଜୁଏଲ

ଭୁବନେଶ୍ବର, ୧୧ା୩(ବ୍ୟୁରୋ): ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଯୁବମୋର୍ଚ୍ଚା ଆରମ୍ଭ କରିଥିବା ସଂଗ୍ରାମ ପ୍ରତି ରାଜ୍ୟବାସୀଙ୍କ ପୂର୍ଣ୍ଣ ସମର୍ଥନ ରହିଛି। ବିରୋଧୀଙ୍କୁ ଦମନ କରିବାର ଶାସକ ବିଜେଡିର ପ୍ରୟାସ ଅତ୍ୟନ୍ତ ଲଜ୍ଜାଜନକ। ଏପରିକି ହୀନ ଷଡଯନ୍ତ୍ର ରଚି ବିରୋଧୀଙ୍କ ସ୍ବରକୁ ଚାପି…

ଗୁପ୍ତଚର ପାରାକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା ଅଫିସ, ୧୧ା୩: ଜଗତସିଂହପୁର ଜିଲା ପାରାଦୀପ ନିକଟ ସମୁଦ୍ରରେ ଗୁପ୍ତଚର ପାରା ଧରା ପଡିଛି। ପାରା, କ୍ୟାମେରାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ବୁଦ୍ଧିଜୀବୀମାନେ ଜାତୀୟ ଉଦ୍ୟାନର ସାମୁଦ୍ରିକ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା, ଜିଲାର ସମୁଦ୍ର ତଟାଞ୍ଚଳ…

ପୋତିଦେଲେ ଡ୍ରେନ୍‌, ଉପୁଜିପାରେ ଜଳବନ୍ଦୀ ସମସ୍ୟା

ଭୁବନେଶ୍ୱର,୧୧।୩ (ବ୍ୟୁରୋ): ଭାରତରେ ଜି-୨୦ ସମ୍ମିଳନୀ ଅବସରରେ ବିଦେଶୀ ପ୍ରତିନିଧି ଦଳ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ବରମୁଣ୍ଡାରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆଗେଇ ଚାଲିଛି। ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଓଭରବ୍ରିଜ୍‌ ସଂଲଗ୍ନ ଅଞ୍ଚଳକୁ ସୌନ୍ଦର୍ଯ୍ୟକରଣ କରାଯିବାର…

ପ୍ରତିଶ୍ରୁତି ଦେଇ ଭୁଲିଗଲା ବିଏମ୍‌ସି

ଭୁବନେଶ୍ୱର, ୧୧।୩ (ବ୍ୟୁରୋ): ପ୍ରତି ଓ୍ବାର୍ଡରେ ଆମିଷ ମାର୍କେଟ ନିର୍ମାଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରତିଶ୍ରୁତି ଦେଇଥିଲା। ୨ବର୍ଷ ମଧ୍ୟରେ ନିର୍ମାଣ କରାଯିବାକୁ ଲକ୍ଷ୍ୟ ରଖିଥିବାବେଳେ ଏନେଇ ପ୍ରତି ଦୁଇ ମାସରେ ଥରେ ଆମିଷ ବ୍ୟବସାୟୀ ସଂଘ ସହିତ…

ହାଉସିଂ ବୋର୍ଡ, ଉନ୍ନୟନ କର୍ତ୍ତୃପକ୍ଷଙ୍କ ଲିଜ୍‌ ଜମିକୁ ଫ୍ରି ହୋଲ୍ଡ କରାଯିବ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ବାସଗୃହ ପ୍ରକଳ୍ପ ପାଇଁ ଲିଜ୍‌ ସୂତ୍ରରେ ଆବଣ୍ଟିତ ଜମିକୁ ସରକାର ଫ୍ରି ହୋଲ୍ଡ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ପିପିପି ମୋଡ୍‌ରେ ବିକଶିତ ପ୍ରକଳ୍ପଗୁଡ଼ିକ ପାଇଁ ଓଡ଼ିଶା ରାଜ୍ୟ ହାଉସିଂ ବୋର୍ଡ ଏବଂ ଉନ୍ନୟନ କର୍ତ୍ତୃପକ୍ଷ ସପକ୍ଷରେ ଲିଜ୍‌ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?