ରାଜ୍ୟ

ଯୋଡ଼ି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି

କଟକ ଅଫିସ,୧୬ା୭: ଯୋଡ଼ିି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି। ଏଭଳି ବିରଳ ଅସ୍ତ୍ରୋପଚାର ଏସ୍‌ସିବିର ପ୍ଲାଷ୍ଟିକ ସର୍ଜରୀ ବିଭାଗ ଡାକ୍ତରମାନେ କରିଛନ୍ତି। ଫଳରେ ଅସ୍ତ୍ରୋପଚାରର ୧୧ ଦିନ ପରେ ସମ୍ପୃକ୍ତା ମହିଳାଙ୍କ ୪ କଟା ଆଙ୍ଗୁଠି କିଛି ଅଂଶରେ...

ସବୁ ଆର୍‌ଟିଓରେ ହେବ ସ୍ବତନ୍ତ୍ର ସିଙ୍ଗଲ୍‌ ୱିଣ୍ଡୋ କାଉଣ୍ଟର୍‌

କଟକ ଅଫିସ,୧୬ା୭: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକରେ ପ୍ରାୟତଃ ସବୁ ସମୟରେ ଭିଡ଼ ଜମୁଥିବାରୁ ଦିବ୍ୟାଙ୍ଗମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ ଏବଂ ଅନ୍ୟାନ୍ୟ ପ୍ରମାଣପତ୍ର ଆବେଦନରେ ସମସ୍ୟା ଭୋଗୁଥିଲେ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଆର୍‌ଟିଓରେ...

ମିସ୍‌ ଇଣ୍ଡିଆ-୨୦୨୦ରେ ଓଡ଼ିଆ ଝିଅଙ୍କୁ ସଫଳତା

ଜୟପୁର,୧୬ା୭ (ନି.ପ୍ର.): ଜାତୀୟ ସ୍ତରରେ ସୁନ୍ଦରୀ ପ୍ରତିଯୋଗିତାରେ ଚମକିଲେ ପୁଣି ଜଣେ ଓଡ଼ିଆ ଝିଅ। ଜିରୋନ ପ୍ରଡକ୍ସନ ହାଉସ୍‌ ପକ୍ଷରୁ ଆୟୋଜିତ ମିସ୍‌ ଇଣ୍ଡିଆ-୨୦୨୦ ସିଜନ-୨ରେ କୋରାପୁଟ ଜିଲାର ଜୟପୁରର ଦୀପ୍ତିରାଣୀ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ତାଙ୍କର ଏହି ସଫଳତା...

ଯୁବପିଢ଼ିଙ୍କ ଦକ୍ଷତା ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ସଂସ୍ଥା ସହ ୪ଟି ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ବୁଧବାର ଭର୍ଚୁଆଲ ପ୍ଲାଟ୍‌ଫର୍ମରେ...

‘ପିସିସି ସଭାପତି ବଦଳିବେନି

ଭୁବନେଶ୍ୱର, ୧୬ା୭(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ତାଙ୍କ ପଦବୀରୁ ହଟିପାରନ୍ତି ବୋଲି ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିବାପରେ କଂଗ୍ରେସ ଭିତରେ ଭିନ୍ନ ଆଲୋଚନା ହେଉଛି। ବର୍ତ୍ତମାନ ଏ ପ୍ରକାର ଚର୍ଚ୍ଚାକୁ ବନ୍ଦ କରାଇବା ଲାଗି ନିରଞ୍ଜନ...

ଫ୍ଲିପ୍‌କାର୍ଟ ସହ ହାତ ମିଳାଇଲା ଓଡ଼ିଶା

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ବିକ୍ରିବଟା ଏବଂ ପ୍ରଚାର ପ୍ରସାର ଲାଗି ଦେଶର ଲୋକପ୍ରିୟ ଇ-କମର୍ସ ପ୍ଲାଟ୍‌ଫର୍ମ ‘ଫ୍ଲିପ୍‌କାଟ’ ସହ ରାଜ୍ୟ ସରକାର ଏକ ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ଫ୍ଲିପ୍‌କାର୍ଟ ସମର୍ଥ କାର୍ଯ୍ୟକ୍ରମ ଅଧୀନରେ ଷ୍ଟେଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌...

‘କରୋନା ସହ ଆସିଛି ସୂଚନା ମହାମାରୀ’

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଆମେ ସମସ୍ତେ ଏକ ବୈଶ୍ୱିକ ସଙ୍କଟ ମଧ୍ୟଦେଇ ଗତି କରୁଛୁ। ବର୍ତ୍ତମାନ କରୋନା ମହାମାରୀ ସହ ତାଳଦେଇ ସୂଚନା ମହାମାରୀ (ଇନ୍‌ଫୋଡେମିକ) ମଧ୍ୟ ଦେଖାଦେଇଛି। ଗଣମାଧ୍ୟମ କେତେକ କ୍ଷେତ୍ରରେ ଅନିୟନ୍ତ୍ରିତ ହୋଇପଡ଼ିଛି, ଯାହା ଏହାର ଛବିକୁ ପ୍ରଭାବିତ କରିବା...

ଦୋହଲିଯାଇଛି ଅନୁଗୋଳ ପର୍ଯ୍ୟଟନ ଶିଳ୍ପ

ଅନୁଗୋଳ ଅଫିସ, ୧୬ା୭:  କରୋନା ସଂକ୍ରମଣ ରୋକିହେଉନି କି ଲକ୍‌ଡାଉନ୍‌, ଶଟ୍‌ଡାଉନରେ ବ୍ରେକ୍‌ ଲାଗୁନି। ଫଳରେ ଟ୍ରାକ୍‌କୁ ଫେରିପାରୁନି ସାଧାରଣ ଜୀବନଯାତ୍ରା। ମହାମାରୀ ଚେନ୍‌ ଭାଙ୍ଗିବାକୁ ପ୍ରତିଟି କ୍ଷେତ୍ରରେ କଟକଣା ଲାଗିଥିବା ବେଳେ ୪ ମାସ ହେଲା ଧର୍ମାନୁଷ୍ଠାନ, ପର୍ଯ୍ୟଟନସ୍ଥଳୀ ଆଦି...

ପୁଣି ସେବାୟତଙ୍କୁ ଦିଆଯିବ ହୋମିଓପାଥି

ପୁରୀ ଅଫିସ,୧୫ା୭:ଶ୍ରୀମନ୍ଦିର ସେବାୟତଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ଯୋଜନା କରିଛି। ତେଣୁ ସେବାୟତଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ସେମାନଙ୍କୁ ପୁଣି ଥରେ ହୋମିଓପାଥି ଔଷଧ ବଣ୍ଟନ କରାଯିବ। ଆସନ୍ତା ୧୭ ଓ...

ଯାଜପୁରରେ ଚାଞ୍ଚଲ୍ୟ: କଟା ମୁଣ୍ଡ ଧରି ବୁଲୁଥିବାବେଳେ ଯୁବକଙ୍କୁ ଧରିଲା ପୋଲିସ

କଳିଙ୍ଗନଗର, ୧୫।୭ (ଡି.ଏନ୍‌.ଏ.)-ଯାଜପୁର ଜିଲା ଯାଜପୁରରୋଡ ଥାନା ଦାନଗଦି ଫାଣ୍ଡି ଅଧୀନ ଛତରା ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଛତରା ଗ୍ରାମର ଯୁବକ କାର୍ତ୍ତିକ କେରେଇ(୨୪) ଏକ ଟାଙ୍ଗିଆରେ ସେହି ଗ୍ରାମର ଜଣେ...

ହଳବେଳେ ଜମିରୁ ବାହାରିଲେ ଭଗବାନ…

କଣାସ,୧୫।୭(ସ୍ବ.ପ୍ର.)-କଣାସ ବ୍ଲକ ଅନ୍ତର୍ଗତ ସାହୁପଡା ପଞ୍ଚାୟତର ଟଣମଣ ଗ୍ରାମରେ ବୁଧବାର ଜଣେ ଚାଷୀ ଜମିରେ ହଳ କରୁଥିବା ସମୟରେ ଏକ ଶିବ ଲିଙ୍ଗ ବାହାରିଥିବା ଜଣାପଡିଛି। ସୂଚନାମୁତାବକ, ଉକ୍ତ ଗ୍ରାମର କାଳୁଚରଣ ପରିଡ଼ା ବୁଧବାର ମଧ୍ୟାହ୍ନ ସମୟରେ ନିଜ ଚାଷ...

୭ ହଜାର ସ୍ବାସ୍ଥ୍ୟକର୍ମୀ ପଦବୀ ପାଇଁ ବାହାରିଲା ବିଜ୍ଞପ୍ତି: ଦରମା ଏତିକି…

ଭୁବନେଶ୍ୱର,୧୫।୭(ବ୍ୟୁରୋ)-କରୋନା ମୁକାବିଲା ପାଇଁ ପ୍ରତି ପଞ୍ଚାୟତର କୋଭିଡ୍‌ କେୟାର ହୋମରେ ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତି ହେବେ। ରାଜ୍ୟ ସରକାର ୬୭୯୮ ଗ୍ରାମ ପଞ୍ଚାୟତରେ ୭ହଜାର ତାଲିମପ୍ରାପ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ଦେବେ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri