ବାଗ୍ଚୀଙ୍କୁ ଭେଟିଲେ ଆମେରିକା କନ୍ସୁଲେଟ
ଭୁବନେଶ୍ବର,୨୬ା୮(ବ୍ୟୁରୋ):ହାଇଦ୍ରାବାଦରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକା କନ୍ସୁଲେଟ୍ର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ସିନ୍ ରୁଥ୍ ଗୁରୁବାର ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧ୍ୟକ୍ଷ ସୁବ୍ରତୋ ବାଗ୍ଚୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରୁଥ୍ଙ୍କ ସହ ରାଜନୈତିକ ଓ…
ସୁରକ୍ଷା କର୍ମୀ ନିଲମ୍ବିତ, ଷ୍ଟାଫ୍ନର୍ସଙ୍କୁ ତାଗିଦ୍
ଢେଙ୍କାନାଳ ଅଫିସ, ୨୬।୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡେଇଁ ୨ ରୋଗୀଙ୍କ ଆତ୍ମହତ୍ୟା ଘଟଣାର ତଦନ୍ତ ଶେଷ ହୋଇଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ଜଣେ ସୁରକ୍ଷା କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସୁରକ୍ଷା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ…
ସନ୍ତୋଷଜନକ ହେଉନି ଶିକ୍ଷାଦାନ
ବଇଣ୍ଡା,୨୬ା୮ (ଡି.ଏନ.ଏ.): ବିଦ୍ୟାଳୟ ଭିତ୍ତିଭୂମିରେ କରାଯାଇଛି ବଡ଼ ପରିବର୍ତ୍ତନ। ସ୍ମାର୍ଟ ହୋଇଛି ଶିକ୍ଷାନୁଷ୍ଠାନ। ହେଲେ ଶିକ୍ଷାଦାନକୁ ନେଇ ସନ୍ତୁଷ୍ଟ ନୁହନ୍ତି ଛାତ୍ରୀଛାତ୍ର କି ଅଭିଭାବକ। କାରଣ ବିଦ୍ୟାଳୟରେ ନାହାନ୍ତି ପ୍ରଧାନ ଶିକ୍ଷକ, କଳା ଶିକ୍ଷକ ଓ ଖେଳ ଶିକ୍ଷକ। ଦୀର୍ଘଦିନ ହେଲା…
ଛାତ୍ରୀଙ୍କୁ ଅସଦାଚରଣ କରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ
ବଲାଙ୍ଗୀର ଅଫିସ୍/ଦେଓଗଁା,୨୬ା୮(ଡି.ଏନ୍.ଏ.): ସ୍କୁଲରେ ପ୍ରଧାନଶିକ୍ଷକ ୫ଜଣ ଛାତ୍ରୀଙ୍କୁ ଦୀର୍ଘଦିନ ଧରି ଅସଦାଚରଣ କରିଆସୁଥିଲେ। ବଲାଙ୍ଗୀର ଜିଲା ଦେଓଗଁା ଥାନା ମୁରସିଂହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିବା ପରେ ଗୁରୁବାର ଗ୍ରାମବାସୀ ସ୍କୁଲ ଘେରାଉ କରିିଥିଲେ। ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ…
ଜଙ୍ଗଲରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ
କର୍ଲାମୁଣ୍ଡା,୨୬ା୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ମ.ରାମପୁର ରାସ୍ତାର ଅଲାତରା ସନ୍ନିକଟ ସୁନାମୁଖୀ ଜଙ୍ଗଲରେ ଜଣେ ଯୁବକର ମୁଣ୍ଡବିହୀନ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ସକାଳେ ଖବର ପାଇ ମ.ରାମପୁର ଥାନାଧିକାରୀ ସଚିନ୍ଦ୍ର ପଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ରିପୋର୍ଟ ଲେଖାଯିବା…
ଖସିଲା କରୋନା ଗ୍ରାଫ୍: ଆଜି ରାଜ୍ୟରୁ ୨୬୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୬୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୩୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୫୩ ଜଣ ଚିହ୍ନଟ ହୋଇଥିବା…
ସର୍ଭିସ ରୋଡ୍ରେ ବେଆଇନ ପାର୍କିଂ
କେନ୍ଦୁଝର,୨୬ା୮ (ସ୍ବ.ପ୍ର.): କେନ୍ଦୁଝର ସହର ନିକଟ ଏନ୍ଏଚ୍ ୪୯ର ଗଉଡୁଣିବେଡ଼ା-ଧ୍ରୂପଦା ସର୍ଭିସ ରୋଡରେ ବେଆଇନ ଗାଡ଼ି ପାର୍କିଂ ଯୋଗୁ ଏହି ରାସ୍ତା ଉପରେ ଚଳପ୍ରଚଳ କରୁଥିବା ଲୋକଙ୍କୁ ସମସ୍ୟା ସୃଷ୍ଟି ହେଉଛି। କେନ୍ଦୁଝରରୁ ଧ୍ରୂପଦା ରାସ୍ତାର ଗୋଟିଏ ପାର୍ଶ୍ୱରେ ଟ୍ରକ୍ ବେଆଇନ…
ଚାଷଜମିରୁ ଛାଡୁନି ବନ୍ୟାପାଣି
ଆରଡ଼ି, ୨୬।୮(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ୪ ପଞ୍ଚାୟତ ସୁନ୍ଦରପୁର, ଓଳଗ, ଆରଡ଼ି ଓ ନାନ୍ଦପୁରର ୨୦ ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ଲଗାଣ ବର୍ଷା ଓ ବନ୍ୟାରେ ପ୍ରାୟ ୧୫ ଦିନ ଧରି ଚାଷଜମି ପାଣିରେ…
ଖଟିଆରେ ବୁହାହେଲେ ରୋଗୀ
ବାରିପଦା ଅଫିସ/ କୁଳିଅଣା,୨୬ା୮(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କୁଳିଅଣା ବ୍ଳକ ମାରାଙ୍ଗତାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଜିଆଣି ସାହି(ପଳାଶବଣି) ଗ୍ରାମର ଜଣେ ରୋଗୀଙ୍କୁ ଗ୍ରାମବାସୀ ଖଟିଆରେ ବୋହି ନାଳ ପାରି କରିବା ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନେବା ଚର୍ଚ୍ଚାର ବିଷୟ ହୋଇଛି।…
ପଲିଥିନ୍ ତଳେ ବିତୁଛି ବୃଦ୍ଧଙ୍କ ଜୀବନ
ମହାକାଳପଡ଼ା,୨୬ା୮(ଡି.ଏନ୍.ଏ.): ବିଦ୍ୟାଳୟରେ ଶିକ୍ଷକ ପାଠ ପଢ଼ାଇବା ବେଳେ ପିଲାମାନଙ୍କୁ ୩ ଚୁଲି ଝିଙ୍କାର ଉଦାହରଣ ଦେଇ କୁହନ୍ତି, ପିଲେ ସଂସାରକୁ ତୁମକୁ ଆଣିଥିବା ମା’ ହେଉଛନ୍ତି ପ୍ରଥମ ଗୁରୁ। ଦ୍ୱିତୀୟରେ ବାପା, ୩ୟରେ ପାଠ ପଢ଼ାଉଥିବା ଗୁରୁ। ତେଣୁ ତୁମକୁ ସଂସାରକୁ…
ଆନୁଷଙ୍ଗିକ ଶିଳ୍ପ ବିକାଶକୁ ଓଡ଼ିଶା ସରକାରଙ୍କ ଗୁରୁତ୍ୱ
ଭୁବନେଶ୍ୱର,୨୬।୮:ଲୋକମାନଙ୍କ ଭିତରେ ନିଯୁକ୍ତି ହାସଲ କରିବାର କ୍ଷମତା ବଢ଼ାଇବା ଓ ରାଜ୍ୟର ଅର୍ଥନୈତିକ ବିକାଶକୁ ତ୍ୱରାନ୍ବିତ କରିବା ଲାଗି ଓଡ଼ିଶା ସରକାର ଆନୁଷଙ୍ଗିକ ଶିଳ୍ପ ପ୍ରତି ନିଜର ପ୍ରତିବଦ୍ଧତା ଓ ଗୁରୁତ୍ୱକୁ ଦୋହରାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ…
ଅସମ୍ପୂର୍ଣ୍ଣ ନଦୀବନ୍ଧ, ବିପଦରେ ଜୀବନ
ଯାଜପୁର ଅଫିସ,୨୬ା୮: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ଶାଖା କାଣି ନଦୀର ବ୍ରହ୍ମଚାରୀପାଟଣାରେ ସୃଷ୍ଟି ହୋଇଥିବା ଘାଇ ଉପରୁ ବନ୍ୟାଜଳ ହ୍ରାସ ପାଇଛି। ଏହାପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଘାଇ ମରାମତି କାମ ଯୁଦ୍ଧକାଳୀନ ଭିତ୍ତିରେ ପୁଣି ଥରେ…
Archives


