ଚିନ୍ମୟୀ ମୃତ୍ୟୁ ମାମଲା: ଆସିଲା ପୁରୁଷବନ୍ଧୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ
ସମ୍ବଲପୁର,୭।୩(ବ୍ୟୁରୋ): ବୁର୍ଲା ଭିସୁଟ୍ର ପୂର୍ବତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲାରେ ପୁରୁଷବନ୍ଧୁ ପ୍ରୀତିମାନ ଦେ ଓ ମାନସ ଟୁଡୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ ଆସିଛି। ଏସ୍ଏଫ୍ଏସଏଲ ପକ୍ଷରୁ ସମ୍ବଲପୁର ଏସ୍ପିଙ୍କୁ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ଦିଆଯାଇଛି ।…
ହତ୍ୟା ନୁହେଁ, ପାଣିରେ ବୁଡି ମୃତ୍ୟୁ: ଏସ୍ପି
ଭୁବନେଶ୍ୱର, ୭।୩(ବ୍ୟୁରୋ): ବୁର୍ଲା ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏସ୍ପି ବି. ଗଙ୍ଗାଧର। ସେ କହିଛନ୍ତି, ଚିନ୍ମୟୀଙ୍କୁ ହତ୍ୟା କରାଯାଇନାହିଁ, ପାଣିରେ ବୁଡି ଚିନ୍ମୟୀଙ୍କ ମୃତ୍ୟୁ ଘଟିଛି। ହେଲେ କେମିତି ଓ କେଉଁ…
ଭକ୍ତିମୟ ପରିବେଶରେ ଅବିର ଖେଳି ବିମାନରେ ବୁଲିଲେ ଠାକୁର
ପାଟଣା,୭।୩(ସ୍ବ. ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ, ଦୁର୍ଗାଦେଇପୁର, କାମେଶ୍ୱର ପୁର, ଶିବ ନାରାୟଣ ପୁରଶାସନ ଓ କପୁଣ୍ଡି ଗ୍ରାମର ଦୋଳ ଗୋବିନ୍ଦ ଠାକୁର ପାରମ୍ପରିକ ରୀତିରେ ସୋମବାର ରାତିରେ ବିମାନରେ ବସି…
୧୭ ସ୍ଥାନରେ ଚଢ଼ାଉ, ୬୨ କେଜି ବିସ୍ଫୋରକ ଜବତ
ଖୋର୍ଦ୍ଧା ଅଫିସ, ୭।୩ : ସୋମବାର ଭୂଷଣ୍ଡପୁର ବାଣ ବିସ୍ଫୋରଣ ଘଟଣା ପରେ ଜିଲା ଜିଲାପାଳଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଜିଲାର ସମସ୍ତ ଥାନା ୧୭ଟି ସ୍ଥାନରେ ଚଢ଼ାଉ କରି…
ବାଣ ଫୁଟି ୫ମୃତ ଘଟଣା: ଜିଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ
ଖୋର୍ଦ୍ଧା ଅଫିସ,୭।୩: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅଧୀନ ଭୂଷଣ୍ଡପୁରରେ ଦୋଳ ପୂର୍ଣ୍ଣିମା ପାଇଁ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣରେ ସୋମବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜିଲା ପ୍ରଶାସନ…
ବିପୁଳ ପରିମାଣର ବାଣ ସାମଗ୍ରୀ ଜବତ: ଅଭିଯୁକ୍ତ ଗିରଫ
ନିରାକାରପୁର,୭।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ଡିଆ ପଞ୍ଚାୟତ ଭୋଇସାହି ଗ୍ରାମରେ ସୋମବାର ରାତିରେ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବାଣ ସାମଗ୍ରୀ ଜବତ କରିବା ସହ ଜଣଙ୍କୁ ଉଠେଇ ନେଇ ଥାନାରେ ଅଟକ ରଖିଥିଲା। ମଙ୍ଗଳବାର ତାଙ୍କୁ…
ଭଦ୍ରକ-ପୁରୀ ମେମୁ ଟ୍ରେନ୍ ଚଳାଇବା ଦାବିରେ ରେଲ୍ରୋକୋ
ଭଦ୍ରକ ଅଫିସ,୭।୩: ଭଦ୍ରକ-ପୁରୀ ମେମୁ ଟ୍ରେନ୍ ଚଳାଇବା ଦାବିରେ ମଙ୍ଗଳବାର ପୂର୍ବତନ ବିଧାୟକ ନରେନ ପଲେଇ ଓ ତାଙ୍କ ସମର୍ଥକ ଭଦ୍ରକଠାରେ ରେଳରୋକୋ କରିଛନ୍ତି l ସକାଳ ୭ଟାରେ ସମର୍ଥକମାନଙ୍କ ସହ ଭଦ୍ରକ ଚରମ୍ପା ଷ୍ଟେଶନର ଦକ୍ଷିଣ ପାର୍ଶ୍ୱ ୧୦୮ ଲେଭଲ…
ଆଜି ଦୋଳ ପୂର୍ଣ୍ଣିମା: ଫଗୁ ଖେଳିବେ ଶ୍ରୀଜିଉ
ପୁରୀ ଅଫିସ,୭।୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତକାନ୍ତି କରାଯାଉଛି। ଚତୁର୍ଦ୍ଧାମୂର୍ତ୍ତି ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବା ସହ ଫଗୁ ଖେଳିବେ। ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ…
ଦୋଳ ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୭।୩(ବ୍ୟୁରୋ): ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ ଆଶୀର୍ବାଦରୁ…
ଅନ୍ଲାଇନ ପାଠ୍ୟକ୍ରମ ଜ୍ଞାନ, କୌଶଳ, ରୋଜଗାର ଦେବ: ଧର୍ମେନ୍ଦ୍ର
ଭୁବନେଶ୍ବର, ୭ା୩(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭିଡିଓ କନ୍ଫରେନ୍ସରେ ଆଇଆଇଟି, ମାଡ୍ରାସ ଦ୍ୱାରା ଇଲେକ୍ଟ୍ରୋନିକ୍ସ ସିଷ୍ଟମ ବିଭାଗରେ ବିଏସ୍ସି ପାଇଁ ପ୍ରସ୍ତୁତ ଅନ୍ଲାଇନ ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏଭଳି ପଦକ୍ଷେପ ଯୁବଶକ୍ତିଙ୍କୁ ଏକବିଂଶ ଶତାବ୍ଦୀର ଜ୍ଞାନ, କୌଶଳ ଏବଂ ରୋଜଗାର ସହ…
ବଢୁଛି ବିଜେଡି-ଭାଜପା ବାକ୍ଯୁଦ୍ଧ
ଭୁବନେଶ୍ବର, ୭ା୩(ବ୍ୟୁରୋ):ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୁଣି ଭାଜପା ଏବଂ ବିଜେଡିର ଶୀର୍ଷନେତାଙ୍କ ମଧ୍ୟରେ ଦୋଷ ଦିଆନିଆ ଆରମ୍ଭ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ କାର୍ଯ୍ୟକ୍ରମ କରି ଯୁବମୋର୍ଚ୍ଚା ନେତା ଓ କର୍ମୀଙ୍କୁ ଗିରଫ…
ରାସ୍ତାକଡ଼ ଗଛ କାଟିବାକୁ ଅନ୍ଲାଇନ ଅନୁମତି ଜରୁରୀ
ଭୁବନେଶ୍ୱର, ୭।୩ (ବ୍ୟୁରୋ):ଏଣିକି ରାସ୍ତା କଡ଼ରୁ ଗଛ କାଟିବାକୁ ହେଲେ ଅନ୍ଲାଇନ୍ରେ ଅନୁମତି ନେବାକୁ ହେବ। ମନଇଚ୍ଛା ଗଛ କାଟିହେବ ନାହିଁ କିମ୍ବା ଅଫ୍ଲାଇନ୍ରେ ଅନୁମତି ଦିଆଯିବ ନାହିଁ। ସେହିପରି ଗଛ କାଟିବା ପରେ ସେଠାରେ ପଡୁଥିବା ନିର୍ମାଣାଧୀନ ଭଗ୍ନାବଶେଷ କିମ୍ବା…

