ରାଜ୍ୟ

୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟ ସରକାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ ବୈଠକରେ ୫ ହଜାର ୮୨୭.୨୭ କୋଟି ଟଙ୍କାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏଥିରେ ୨୫ ହଜାର ୨୯୨ଜଣଙ୍କୁ ନିଯୁକ୍ତି…

‘ଗଣମାଧ୍ୟମ କ୍ଷେତ୍ରରେ ଜଡ଼ିତ ମହିଳାଙ୍କ ଅଧିକାରକୁ ସୁରକ୍ଷା ଦେବା ଜରୁରୀ’

ଭୁବନେଶ୍ୱର,୪ା୩(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ କ୍ଷେତ୍ର ସହ ଜଡ଼ିତ ତଥା କାର୍ଯ୍ୟରତ ମହିଳାମାନଙ୍କୁ ନେଇ ‘ଓଡ଼ିଶା ଓ୍ବିମେନ ଇନ୍‌ ମିଡିଆ’(ଓଡବ୍ଲ୍ୟୁଏମ୍‌) ଶନିବାର ଶୁଭାରମ୍ଭ ହେବା ସହ ଏହାର ଲୋଗୋ ଉନ୍ମୋଚିତ ହୋଇଛି। ଏହା ଓଡ଼ିଶାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା…

କାଲି ହୋଇଥିଲା ଭିଜିଲାନ୍ସ ଚଢ଼ାଉ, ଆଜି ବନ୍ଧାହେଲେ ୨ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇ ବରିଷ୍ଠ ଅଧିକାରୀ ଗିରଫ ହୋଇଛନ୍ତି। ସେମାନେ ହେଲେ ଖଣି ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା ଓ ଭବାନୀପାଟଣାରେ ଅବସ୍ଥାପିତ କେବିକେ କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ…

ଆସନ୍ତାକାଲିଠାରୁ ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର ବିମାନ ସେବା

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ମାର୍ଚ୍ଚ ୫ରୁ ଗଞ୍ଜାମର ରଙ୍ଗେଇଲୁଣ୍ଡାରୁ ଭୁବନେଶ୍ୱର ଓ ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡାକୁ ସ୍ବତନ୍ତ୍ର ଚାର୍ଟର ବିମାନସେବା ଆରମ୍ଭ ହେବ। ପ୍ରଥମ ଦିନ ୯ ଜଣ ଯାତ୍ରୀଙ୍କୁ ନେଇ ଏହି ବିମାନ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ…

ଜଳିଗଲା କାର୍‌, ୪ ଗୁରୁତର

ପୁରୀ ଅଫିସ,୪ା୩: ପରିବାର ସହ ଜଗନ୍ନାଥ ଦର୍ଶନ ପାଇଁ ଯିବା ବେଳେ ବାଟରେ ଘଟିଛି ଅଘଟଣ। ଏକ କାର୍‌ ଏକ ଇଲେକ୍ଟ୍ରି ଖୁଣ୍ଟରେ ପିଟି ହୋଇଯିବାରୁ ଗୋଟିଏ ପରିବାରର ୪ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ଦୁର୍ଘଟଣା ଶନିବାର ପୁରୀ-…

ପିଆଜ ଉତ୍ପାଦନରେ ଆତ୍ମନିର୍ଭରଶୀଳ ହେବ ଓଡ଼ିଶା

ଭୁବନେଶ୍ବର,୪।୩(ବ୍ୟୁରୋ): ପିଆଜ ଉତ୍ପାଦନରେ ଓଡ଼ିଶା ଖୁବଶୀଘ୍ର ଆତ୍ମନିର୍ଭରଶୀଳ ହେବାକୁ ଯାଉଛି। ବର୍ତ୍ତମାନ ବଳକା ପିଆଜ ଛତିଶଗଡ଼କୁ ରପ୍ତାନୀ ହେଉଛି। ଏଥର ମଧ୍ୟ ବଜେଟ୍‌ରେ କୃଷିପ୍ରତି ପ୍ରବଳ ପ୍ରୋତ୍ସାହନ ରଖାଯାଇଛି । ଏହି ପ୍ରୋତ୍ସାହନ ଯୋଗୁ ଚାଷୀ ଚାଷରେ ଅଧିକ ନିୟୋଜିତ ହେଉଥିବାରୁ…

ନାବାଳିକା ଝିଅକୁ ବଳାତ୍କାର କରି ଜେଲ ଗଲେ ବାପା

ଲାଞ୍ଜିଗଡ଼,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଥାନା ଅଞ୍ଚଳରେ ଏକ ଲଜ୍ଜାକର ଘଟଣା ଘଟିଛି। ୧୨ ବର୍ଷର ନିଜ ଝିଅକୁ ବଳାତ୍କାର କରି ବାପା ପୋଲିସ ହାତରେ ଗିରଫ ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ମିଳିଥିବା…

୫ଶ୍ରେଣୀକୁ ଜଣେ ଶିକ୍ଷୟିତ୍ରୀ

ନିଶ୍ଚିନ୍ତକୋଇଲି,୪ା୩(ସ୍ବ.ପ୍ର.): ପ୍ରାଥମିକ ଶିକ୍ଷାକୁ ବାଧ୍ୟତାମୂଳକ କରିବା ସହ ଏହା ଏକ ମୌଳିକ ଆବଶ୍ୟକତା ଭାବେ ଗ୍ରହଣ କରି ସରକାର ବିଦ୍ୟାଳୟର ଭିତି ଭୂମି ବିକାଶରେ କୋଟି କୋଟି ଟଙ୍କା ବ୍ୟୟ କରି ବିଦ୍ୟାଳୟକୁ ଆଧୁନିକ ଓ ଶିକ୍ଷଣ ଉପଯୋଗୀ କରିଛନ୍ତି। ଶିକ୍ଷାଦାନ…

ବ୍ଲକ କାର୍ଯ୍ୟାଳୟ ଘେରାଉ ପରେ ବୋମା ମାଡ଼

ତିଗିରିଆ,୪। ୩(ଡି. ଏନ. ଏ. ): ତିଗିରିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ମହିଳା ଗୋଷ୍ଠୀ କର୍ମକର୍ତ୍ତା ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଶୁକ୍ରବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଆନ୍ଦୋଳନକାରୀମାନେ ଯେଉଁ ଗାଡ଼ିରେ ଆସିଥିଲେ ତା’ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ…

ତୁଳସୀ ମୁଣ୍ଡାଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର,୪।୩ (ବ୍ୟୁରୋ): ସମାଜର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାଙ୍କୁ ନେଇ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ପରିଚୟ ଫାଉଣ୍ଡେଶନ ପକ୍ଷରୁ ଆର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ କହିଛନ୍ତି,…

ଜାଗମରା ଅଞ୍ଚଳରୁ ୫୦ ଆମିଷ ଦୋକାନ ଉଚ୍ଛେଦ

ଭୁବନେଶ୍ୱର,୪।୩ (ବ୍ୟୁରୋ): ଗୁରୁବାର ଭୁବନେଶ୍ୱରରୁ ପୁନେ ଯାଉଥିବା ଏୟାର ଏସିଆ ବିମାନରେ ପକ୍ଷୀ ମାଡ ହେବା ପରେ ବିମାନ ବନ୍ଦର କର୍ତ୍ତୃପକ୍ଷ ଏବଂ ବିଏମ୍‌ସି ଘଟଣାକୁ ଗୁରୁତର ସହ ନେଇଛନ୍ତି। ରେଡ୍‌ ଜୋନ୍‌ରେ ଥିବା ଜାଗମରା ଅଞ୍ଚଳରୁ ଶୁକ୍ରବାର ବିଏମ୍‌ସି ଓ…

ମାସେ ହେବ ବିଦ୍ୟାଳୟରେ ପାନୀୟ ଜଳ ସମସ୍ୟା

ନିରାକାରପୁର,୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଶିକ୍ଷା ସର୍କଲ ଅନ୍ତର୍ଗତ ନିରାକାରପୁର ପଞ୍ଚାୟତସ୍ଥିତ ଚିତ୍ରକୂଟ ବିହାରରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ମାସେ ହେବ ପାନୀୟ ଜଳର ଉକତ୍ଟ ସମସ୍ୟା ଦେଖାଯାଉଛି। ପାଣି ନ ଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ନାନା ଅସୁବିଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?