ଶିକ୍ଷାରେ ସୃଜନଶୀଳତାକୁ ଗୁରୁତ୍ୱ
ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ଏକ ଗରିବ ଓ୍ବାର୍କର୍ସ କଲୋନିରୁ ଆମେରିକା ପର୍ଯ୍ୟନ୍ତ ଯାତ୍ରା ବେଶ୍ ସ୍ମରଣୀୟ। ଦୁର୍ଗାପୁରରୁ ପାଠପଢ଼ି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଅନେକ ବହୁରାଷ୍ଟ୍ରୀୟ କମ୍ପାନୀରେ ଅଧିକାରୀ ଭାବେ କାର୍ଯ୍ୟକରି ସେ ଅନେକ ସଫଳତା ହାସଲ କରିଛନ୍ତି। ଏପରିକି କର୍ମମୟ…
ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମି: ୭ ଦିନରେ ୬, ୨୩, ୬୩୨ କଇଁଛଙ୍କ ଅଣ୍ଡାଦାନ
ଗଞ୍ଜାମ,୨।୩(ଡି.ଏନ.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡ୍ଲେ ସାମୁଦ୍ରିକ କଇଁଛମାନଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି। ସାତ ଦିନ ମଧ୍ୟରେ ସର୍ବକାଳୀନ ରେକର୍ଡ ସୃଷ୍ଟି ହୋଇଛି। ଗତ ଗୁରୁବାରଠାରୁ ବେଳାଭୂମିରେ ଆରମ୍ଭ ହୋଇଥିବା ଗଣ…
ମୟୂରଭଞ୍ଜରେ ପହଞ୍ଚିଲେ ୫-ଟି ସଚିବ
ବାରିପଦା ଅଫିସ,୨ା୩: ଗୁରୁବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ଦୁଇ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଜିଲାର ଉଦଳା ଉଠଖଣ୍ଡ ଦେବକୁଣ୍ଡରେ ପହଞ୍ଚି ମା’ଅମ୍ବିକାଙ୍କ ଦର୍ଶନ କରିଥିଲେ। ଜିଲାପାଳ ବିନୀତ…
କୁଲଡ଼ିହାରେ ପୁଣି ଏକ ଦନ୍ତା ଅସୁସ୍ଥ, ଚିନ୍ତାରେ ବନବିଭାଗ
ନୀଳଗିରି,୨।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ଗତ ରବିବାର ଏକ ମାଈ ହାତୀର ମୃତ୍ୟୁ ପରେ ଅନ୍ୟ ଏକ ଦନ୍ତା ଅସୁସ୍ଥ ହେବା ନେଇ ବନବିଭାଗର ଚିନ୍ତା ବଢ଼ିଯାଇଛି। ଦନ୍ତାର ବୟସ ୩୦ରୁ ୪୦ବର୍ଷ ହେବ ବୋଲି ବନବିଭାଗ…
ଭିସୁଟ୍ ପୁରାତନ ଛାତ୍ରୀଙ୍କ ମୃତଦେହ ମିଳିଲା
ସମ୍ବଲପୁର,୨ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ପିସି ବ୍ରିଜ୍ ଉପରୁ ଡେଇଁ ନିଖୋଜ ଥିବା ଭିସୁଟ୍ ଆଇଟି ବିଭାଗ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ଅଗ୍ନିଶମ ବିଭାଗ ବୁଧବାର ସକାଳେ ପାୱାର ଚ୍ୟାନେଲରୁ ଜବତ କରିଛି। ପ୍ରିୟଦର୍ଶିନୀଙ୍କ ମା’…
ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ…
ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ
ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ବୁଧବାର ରାତି ୧୧ଟା୨୫ମିନିଟ୍ରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୪୭ବର୍ଷ ହୋଇଥିଲା। ସେ କିଛିଦିନ ହେବ ଲିଭର୍ ସିରୋସିସ୍ ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ…
ଶେଷ ହେଲା ବିଧାନସଭା ପ୍ରଥମ ପର୍ଯ୍ୟାୟ ଅଧିବେଶନ
ଭୁବନେଶ୍ୱର,୧।୩(ବ୍ୟୁରୋ): ଶେଷ ହୋଇଛି ବିଧାନସଭାର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ବୁଧବାର ଗୃହକୁ ଆସନ୍ତା ୧୦ ତାରିଖ ପୂର୍ବାହ୍ନ ସାଢ଼େ ୧୦ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ଫେବୃୟାରୀ ୨୧ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ…
ସଂସ୍ଥାପନ ସମୟରେ ଖସିଲା ଡାକୋଟା
ଭୁବନେଶ୍ୱର,୧।୩(ବ୍ୟୁରୋ): ସଂସ୍ଥାପନ ସମୟରେ ଛିଡ଼ିଲା ବିଜୁ ବାବୁଙ୍କ ଡାକୋଟା ବିମାନ। ଭୁବନେଶ୍ୱର ଏୟାରପୋର୍ଟ ସାମ୍ନାରେ ବୁଧବାର ମରାମତି ବେଳେ ଏହା ହାଇଡ୍ରା ବେଲ୍ଟରୁ ଛିଡ଼ି ପଡ଼ିଥିଲା। ଫଳରେ ୨ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଆହତ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି…
ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୧ା୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ବୁଧବାର ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେବା ପରେ ଶ୍ରୀ ଜେନା…
ଖୁବ୍ଶୀଘ୍ର ରାଜ୍ୟରେ ନିଯୁକ୍ତ ହେବେ ୪୦ ହଜାର ଶିକ୍ଷକ: ଶିକ୍ଷାମନ୍ତ୍ରୀ
ଭୁବନେଶ୍ୱର,୧।୩(ବ୍ୟୁରୋ): ଖୁବ୍ଶୀଘ୍ର ରାଜ୍ୟର ପ୍ରାଥମିକ ସ୍କୁଲରେ ୨୦ ହଜାର ଶିକ୍ଷକ ଏବଂ ହାଇସ୍କୁଲରେ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ବାହାରି ସାରିଛି। ମୋଟ ୪୦ ହଜାର ନିଯୁକ୍ତି ଶିକ୍ଷକ ନିଯୁକ୍ତି ନିମନ୍ତେ ସରକାର ପଦକ୍ଷେପ ନେଇ ସାରିଥିବା…
ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ଶପଥ ନେଲେ ସୁରେଶ ମହାପାତ୍ର
ଭୁବନେଶ୍ୱର,୧ା୩(ବ୍ୟୁରୋ): ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗଙ୍କ ଅଧ୍ୟକ୍ଷ ଭାବେ ସୁରେଶ ଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ ବୁଧବାର ରାଜଭବନରେ ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ଗୋପନୀୟତାର…

