ଖୁବ୍ଶୀଘ୍ର ରାଜ୍ୟରେ ନିଯୁକ୍ତ ହେବେ ୪୦ ହଜାର ଶିକ୍ଷକ: ଶିକ୍ଷାମନ୍ତ୍ରୀ
ଭୁବନେଶ୍ୱର,୧।୩(ବ୍ୟୁରୋ): ଖୁବ୍ଶୀଘ୍ର ରାଜ୍ୟର ପ୍ରାଥମିକ ସ୍କୁଲରେ ୨୦ ହଜାର ଶିକ୍ଷକ ଏବଂ ହାଇସ୍କୁଲରେ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ବାହାରି ସାରିଛି। ମୋଟ ୪୦ ହଜାର ନିଯୁକ୍ତି ଶିକ୍ଷକ ନିଯୁକ୍ତି ନିମନ୍ତେ ସରକାର ପଦକ୍ଷେପ ନେଇ ସାରିଥିବା…
ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ଶପଥ ନେଲେ ସୁରେଶ ମହାପାତ୍ର
ଭୁବନେଶ୍ୱର,୧ା୩(ବ୍ୟୁରୋ): ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗଙ୍କ ଅଧ୍ୟକ୍ଷ ଭାବେ ସୁରେଶ ଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ ବୁଧବାର ରାଜଭବନରେ ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ଗୋପନୀୟତାର…
ଏଣିକି ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ହେବ ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୩(ବ୍ୟୁରୋ): ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ (ଟିକେଟ) ୧୦ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା କଳାର ଭୂମି। ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡ଼ିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି।…
କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ
ଭୁବନେଶ୍ୱର, ୧।୩(ବ୍ୟୁରୋ): ସୂର୍ଯ୍ୟ ମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ ହୋଇଛି। ପର୍ଯ୍ୟଟକଙ୍କ ପାଇଁ ମାର୍ଚ୍ଚ ୧ ଅର୍ଥାତ୍ ବୁଧବାରଠୁ ସକାଳ ୬ଟାରୁ ସୂର୍ଯ୍ୟ ମନ୍ଦିର ମୁଖ୍ୟଦ୍ୱାର ଖୋଲା ରହି ସା ୭ଟାରେ ବନ୍ଦ ହେବ। ଏନେଇ ଏଏସ୍ଆଇ ବିଭାଗ ପକ୍ଷରୁ ସୂଚନା…
ଶ୍ରୀମନ୍ଦିର ଭିତରକୁ ଯିବା ପାଇଁ ବାରଣ କରିବାକୁ ପ୍ରୋଟୋକଲ ଅଫିସରଙ୍କୁ ବଦଳି
ପୁରୀ ଅଫିସ,୧।୩: ମୁସଲିମ ହୋଇ ଶ୍ରୀମନ୍ଦିରକୁ ପ୍ରବେଶ କରିବା ଘଟଣାକୁ ନେଇ ଆଇଆର୍ଏସ୍ ରେସମା ଲେଖାନୀ ତାଙ୍କ ପ୍ରୋଟୋକଲ ଅଫିସରଙ୍କୁ ବଦଳି କରିଦେଇଛନ୍ତି। ତେବେ ଅଫିସରଙ୍କୁ ବିନା ନୋଟିସରେ ବଦଳି କରାଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଆଇଆର୍ଏସ୍ ରେସମା ଲେଖାନୀ ଶ୍ରୀମନ୍ଦିରକୁ ପ୍ରବେଶ…
ଗ୍ୟାସ ସିଲିଣ୍ଡର ଫାଟି ୪ ଅଗ୍ନିଶମ କର୍ମଚାରୀ ଆହତ
ସମ୍ବଲପୁର,୧।୩(ବ୍ୟୁରୋ): ଗ୍ୟାସ ସିଲିଣ୍ଡର ଫାଟି ୪ ଅଗ୍ନିଶମ କର୍ମଚାରୀ ଆହତ ହୋଇଛନ୍ତି। ଏଭଳି ଘଟଣା ସମ୍ବଲପୁର ଜିଲା ଚାଉଁରପୁର ଅଞ୍ଚଳରେ ଘଟିଛି। ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଦୋକାନରେ ନିଆଁ ଲିଭାଇବାକୁ ଅଗ୍ନିଶମ କର୍ମଚାରୀ ଆସିଥିଲେ। ନିଆଁ ଲିଭାଇବାକୁ ଉଦ୍ୟମ…
ମାଛ ବିକାଳିଙ୍କୁ ଧକ୍କା ଦେଲା ଗ୍ୟାସ ବୋଝେଇ ଟ୍ୟାଙ୍କର
ଯାଜପୁର ଅଫିସ,୧।୩: ଯାଜପୁର ରୋଡ ଥାନା ଅନ୍ତର୍ଗତ ଗଣେଷବଜାର ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମାଛ ବିକାଳିଙ୍କ ଉପରେ ଏକ ଗ୍ୟାସ ବୋଝେଇ ଟ୍ୟାଙ୍କର ମାଡିଯାଇଛି। ଫଳରେ ମାଛ ବିକାଳିଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଯାଜପୁର ଜିଲା ନେଳିବାରୀ…
ଆଜି ବିଶ୍ୱ ଦହିବରା ଆଳୁଦମ ଦିବସ
ଭୁବନେଶ୍ୱର, ୧।୩(ବ୍ୟୁରୋ): ଆଜି ବିଶ୍ୱ ଦହିବରା ଆଳୁଦମ ଦିବସ। ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ଦିବସ ପାଳନ କରାଯାଉଛି। ବିଶେଷ କରି ଦହିବରା ଆଳୁଦମ ପାଇଁ ଖ୍ୟାତି ଅର୍ଜନ କରିଥିବା କଟକ ସହରର ବିଭିନ୍ନ ସ୍ଥାନରେ ଦହିବରା ବିକ୍ରି ହେବା ସହିତ…
ଆଜି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ ପ୍ରଦୀପ ଜେନା
ଭୁବନେଶ୍ୱର,୧।୩(ବ୍ୟୁରୋ): ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା। କିଛି ଦିନ ତଳେ ରାଜ୍ୟ ସରକାର ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଛନ୍ତି। ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ପଦ ସହିତ…
ପୋଲିସ-ଭାଜପା କର୍ମୀ ମୁହାଁମୁହିଁ: ତେଜିଲା ରାଜନୀତି
ଭୁବନେଶ୍ବର, ୧।୩(ବ୍ୟୁରୋ): ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଏବଂ ନବ ଦାସ ହତ୍ୟାକାଣ୍ଡ ଘଟଣାରେ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ବିଧାନସଭା ଘେରାଉ ହୋଇଥିଲା। ଏହି ସମୟରେ ପୋଲିସ ଏବଂ ଭାଜପା କର୍ମୀଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ଫଳରେ ଲୋୟର ପିଏମ୍ଜି…
କର୍ମୀଙ୍କୁ ଚିଠି ଲେଖିଲେ ସଭାପତି
ଭୁବନେଶ୍ୱର,୧।୩(ବ୍ୟୁରୋ): ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ୧୦୭ତମ ଜୟନ୍ତୀ ପାଳନ ହେବ। ଏ ନେଇ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଜୁ ଜୟନ୍ତୀ ପାଳନ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ କର୍ମୀମାନଙ୍କୁ ମଙ୍ଗଳବାର ଚିଠି ଲେଖିଛନ୍ତି।…
ଭାଜପା ଗରିବଙ୍କ ହକ୍ ମାରି ଦେଉଛି: ସୁଲତା
ଭୁବନେଶ୍ୱର,୧।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏଓ୍ବାଇ)ରେ କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବ ବିରୋଧରେ ବିଜେଡି ରଣହୁଙ୍କାର ଦେଇଛି। ବିଧାନସଭାରେ ଏହାକୁ ନେଇ ବିଜେଡି ସଦସ୍ୟମାନେ କେନ୍ଦ୍ର ବିରୋଧରେ ପ୍ରତିବାଦ କରିଥିବା ବେଳେ ମଙ୍ଗଳବାର ବିଜେଡି ମହିଳା ମୋର୍ଚ୍ଚା ପକ୍ଷରୁ ରାଜଭବନ ଆଗରେ…

